Posted inଜାତୀୟ

ବେସରକାରୀ ଡାକ୍ତରଖାନାରେ କରୋନା ଚିକିତ୍ସା ହେଲା ଶସ୍ତା

ନୂଆଦିଲ୍ଲୀ,୧୯।୬: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏଠାରେ ବେସରକାରୀ ଡାକ୍ତରଖାନାରେ କରୋନା ଚିକିତ୍ସା ମହଙ୍ଗା ଥିବାରୁ ଲୋକେ ଅସନ୍ତୋଷ ପ୍ରକାଶ କରୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଗୃହ ମନ୍ତ୍ରଣାଳୟ ରାଜ୍ୟରେ ଡା. ଭି.କେ ପଲ୍‌ କମିଟିର ସୁପାରିଶକୁ ଲାଗୁ କରିଛନ୍ତି। ଫଳରେ ଏବେ ବେସରକାରୀ ଡାକ୍ତରଖାନାଗୁଡିକରେ ପ୍ରତିଦିନ ଆଇସୋଲେସନ୍‌ ବେଡ୍‌ ଚାର୍ଜ ୮ରୁ ୧୦ ହଜାର ଟଙ୍କା ନିଆଯିବ। ଏହାଛଡା ୧୩ରୁ ୧୫ ହଜାର ଟଙ୍କା ଭିତରେ ଆଇସିୟୁ ବିନା ଭେଣ୍ଟିଲେଟରରେ ଉପଲବ୍ଧ ହେବ। ୧୫ରୁ ୧୮ ହଜାର ଟଙ୍କା ଭିତରେ ଆଇସିୟୁ ଭେଣ୍ଟିଲେଟର ମିଳିବ। ପୂର୍ବରୁ ପ୍ରତିଦିନ ୨୪ରୁ ୨୫ ହଜାର ଟଙ୍କାରେ ଆଇସୋଲେସନ ବେଡ୍‌, ୩୪ରୁ ୪୩ ହଜାର ଟଙ୍କା ଭିତରେ ଆଇସିୟୁ ବିନା ଭେଣ୍ଟିଲେଟରରେ ଏବଂ ୪୪ରୁ ୫୪ ହଜାର ମଧ୍ୟରେ ଆଇସିୟୁ ଭେଣ୍ଟିଲେଟର ଉପଲବ୍ଧ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅମୂଲ୍ୟଙ୍କ ଦୁଃଖ ଶୁଣିଲେ ଜିଲାପାଳ: ବଢ଼ାଇଲେ ସହାୟତାର ହାତ

ଭଞ୍ଜନଗର,୭।୯(ବାବୁଲା ପ୍ରଧାନ): ଅସହାୟଙ୍କ ପାଖରେ ପହଞ୍ଚିଲା ପ୍ରଶାସନ। ମାନବିକତାର ଏକ ବଡ଼ ଉଦାହରଣ ସୃଷ୍ଟି କରିଛନ୍ତି ଗଞ୍ଜାମ ଜିଲାପାଳ କୀର୍ତ୍ତି ଭାସନ ଭି। ଭଞ୍ଜନଗର ଉପଖଣ୍ଡ ସାନକୋଦଣ୍ଡା…

ଦିଗପହଣ୍ଡି NAC କାର୍ଯ୍ୟାଳୟରେ ପିସିସି ସମ୍ପାଦକଙ୍କୁ ସମ୍ବର୍ଦ୍ଧନା, କହିଲେ…

ଦିଗପହଣ୍ଡି,୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ତଥା ନବନିଯୁକ୍ତ ପିସିସି ସାଧାରଣ ସମ୍ପାଦକ ପ୍ରଫୁଲ୍ଲ ପଣ୍ଡାଙ୍କୁ ସୋମବାର ଅପରାହ୍ନରେ ଏନ୍ଏସି କାର୍ଯ୍ୟାଳୟ ସମ୍ମୁଖରେ…

ଖମ୍ବରେ ଝୁଲୁଛି ମୃତଦେହ: ଅଞ୍ଚଳରେ ବଢୁଛି ଚର୍ଚ୍ଚା

ବରୀ, ୭।୯ (ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ, ରାମଚନ୍ଦ୍ରପୁର ଥାନା ଅଧୀନସ୍ଥ ଗୋଳକୁଣ୍ଡ ପଞ୍ଚାୟତର ମେଣ୍ଢ ନିକଟରେ ଅର୍ଦ୍ଧନିର୍ମିତ ବ୍ରାହ୍ମଣୀ ସେତୁର ଏକ ଖମ୍ବରେ ଝୁଲନ୍ତା…

ସ୍ଥାୟୀ ସେତୁ ଦାବିରେ ଗ୍ରାମବାସୀଙ୍କ ଆମରଣ ଅନଶନ: ଭରା ନଦୀ ଘେରରେ ୧୩୦ ପରିବାର, ୧୭୨୧ ଜୀବନ

ରାଜକନିକା, ୭।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଆଳି ନିର୍ବାଚନମଣ୍ଡଳୀ ଅଧୀନ ରାଜକନିକା ବ୍ଲକର ତ୍ରୈଲୋକ୍ୟପୁର ପଞ୍ଚାୟତ ଅନ୍ତର୍ଗତ ଦ୍ୱୀପାଞ୍ଚଳ ଗାଁ ଭାବେ ପରିଚିତ ଗଙ୍ଗାଧର…

ସ୍ତ୍ରୀଙ୍କୁ ଗୁଳିକଲେ ସ୍ବାମୀ: ରେଢ଼ାଖୋଲର ଲାଣ୍ଡିମାଲ ଗାଁରେ ଚାଞ୍ଚଲ୍ୟ

ରେଢ଼ାଖୋଲ, ୭।୯: ସମ୍ବଲପୁର ଜିଲା ରେଢ଼ାଖୋଲ ଅଞ୍ଚଳରେ ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ ଗୁଳି କରି ହତ୍ୟା କରିଥିବା ଅଭିଯୋଗ ହୋଇଛି।…

ଲାଞ୍ଚ ନେବା ବେଳେ ଧରାପଡିଲେ ରାଜସ୍ୱ ଅଧିକାରୀ, ଏକକାଳୀନ ୩ସ୍ଥାନରେ ଚଢ଼ାଉ

ପିପିଲି,୭।୯: ଲାଞ୍ଚ କାରବାର ବିରୋଧରେ ଓଡ଼ିଶା ଭିଜିଲାନ୍ସ ଟିମ୍ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ପୁରୀ ଜିଲା ପିପିଲି ତହସିଲ ଅଧୀନ ସିଉଳା ଆରଆଇ ସର୍କଲର…

ରାଜ୍ୟ ନିର୍ବାଚନ କମିଶନଙ୍କ ବଡ଼ ନିର୍ଦ୍ଦେଶ, ବୁଥର ହେବ ଫିଜିକାଲ ଭେରିଫିକେସନ

ଭୁବନେଶ୍ୱର,୭।୯: ରାଜ୍ୟ ନିର୍ବାଚନ କମିଶନ ସୋମବାର ପଞ୍ଚାୟତ ନିର୍ବାଚନ ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବୁଥଗୁଡିକ ଠିକ୍‌ ଅଛି ନା ନାହିଁ ଏହାର ଫିଜିକାଲ ଭେରିଫିକେସନ…

ଭଞ୍ଜନଗରରେ ଜିଲାସ୍ତରୀୟ ଜନଅଭିଯୋଗ ଶୁଣାଣି: ୧୮୮ ଅଭିଯୋଗର ଶୁଣାଣି, ୧୦ର ତୁରନ୍ତ ସମାଧାନ

ଭଞ୍ଜନଗର, ୭।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଜିଲା ପ୍ରଶାସନ ପକ୍ଷରୁ ଜିଲାସ୍ତରୀୟ ମିଳିତ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri