Posted inଖେଳ

ବେସ୍‌ବଲ୍‌: ପୂର୍ବତନ କବ୍ସ ତାରକା ବେକେର୍ଟଙ୍କ ପରଲୋକ

ଲସ୍‌ଏଞ୍ଜେଲ୍ସ, ୧୩ା୪ (ଏଏଫ୍‌ପି): ପୂର୍ବତନ ବେସ୍‌ବଲ ତାରକା ତଥା ଚିକାଗୋ କବ୍ସ ଇନ୍‌ଫିଲ୍ଡର ଗ୍ଲେନ ବେକେର୍ଟ ରବିବାର ୭୯ ବର୍ଷ ବୟସରେ ମୃତ୍ୟୁବରଣ କରିଛନ୍ତି। ୧୯୬୫ରୁ ୧୯୭୩ ମଧ୍ୟରେ ସେ ସେକେଣ୍ଡ ବେସ୍‌ ହିସାବରେ କବ୍ସ ତରଫରୁ ଖେଳିଥିଲେ। ଏହାପରେ ଅବସର ନେବା ପୂର୍ବରୁ ସେ ସାନ ଡିଏଗୋ ପାଡ୍ରେସ୍‌ ତରଫରୁ ଖେଳି ବେଶ୍‌ ସଫଳତା ହାସଲ କରିଥିଲେ।
ଜଣେ ମହାନ୍‌ ଖେଳାଳିଙ୍କୁ ଆମେ ହରାଇଲୁ। ସେ ମୋର ବନ୍ଧୁ, କ୍ଲବ ମେଟ୍‌ ଥିଲେ। ତାଙ୍କୁ ଆମେ ସବୁବେଳେ ମିସ୍‌ କରିବ ବୋଲି ଏକ୍ସ-ପିଚର ଫର୍ଗୁଶନ ଜେନ୍‌କିନ୍ସ ଟୁଇଟରରେ ଉଲ୍ଲେଖ କରିଛନ୍ତି। ବେକେର୍ଟ କ୍ୟାରିୟରରେ ୧, ୩୨୦ଟି ଗେମ୍‌ ଖେଳିଛନ୍ତି। ୧୯୬୮ରେ ସେ ନ୍ୟାଶନାଲ ଲିଗ୍‌ ଏମ୍‌ଭିପି ଭୋଟିଂରେ ନବମ ସ୍ଥାନରେ ରହି ଅଭିଯାନ ଶେଷ କରିଥିଲେ ଓ ୯୮ ରନ ସ୍କୋର କରି ମେଜର ଲିଗ୍ସରେ ସବୁଠାରୁ ଆଗରେ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri