ବେହେରାପାଲି ଗ୍ରାମରେ ବଜ୍ରପାତ: ଜଣେ ମୃତ, ୨ ଗୁରୁତର

ବରଗଡ଼ ଅଫିସ, ୨୪।୯- ବଜ୍ରପାତ ଯୋଗୁ ମଙ୍ଗଳବାର ଅମ୍ବାଭୋନା ବ୍ଳକ ଅନ୍ତର୍ଗତ ବେହେରାପାଲି ଗ୍ରାମର ଗୋଟିଏ ପରିବାରର ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ୨ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ଉକ୍ତ ଗ୍ରାମର ଧନପତି ପଧାନ(୫୫)। ସେହିପରି ମୃତ ଧନପତିଙ୍କ ଭାଇ ଓ ଭାଇବୋହୂ କ୍ଷୀର ଗୁରୁତର ଆହତ ହୋଇଛନ୍ତି। କିଆରୀରେ ବାଦାମ ଅମଳ କରୁଥିବା ବେଳେ ବଜ୍ରପାତ ହୋଇଥିଲା। ଏଥିରେ ସେମାନେ ମୃତାହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

୧୩୭ ଅଭିଯୋଗ ଶୁଣିଲେ ଅଧିକାରୀ: ଖୁବଶୀଘ୍ର ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସଭାଗୃହ ପରିସରରେ ସୋମବାର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

ସୁପୋଷିତ ଓଡ଼ିଶା ମିଶନ ପ୍ରଶିକ୍ଷଣ: ଶିଶୁ ପୋଷଣ ଉପରେ ଗୁରୁତ୍ୱାରୋପ

ଦାରିଙ୍ଗବାଡି,୩୧।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗିବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଋଷିମାଳ ଡିଗ୍ରୀ କଲେଜରେ ସୋମବାର ସୁପୋଷିତ ଓଡ଼ିଶା ମିଶନ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରକୁ…

ନିଶାମୁକ୍ତ ସମାଜ, ସାଇବର ଠକେଇ ରୋକିବାକୁ ପୋଲିସର …

କେସିଙ୍ଗା, ୩୧ା୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ଉତ୍‌କେଲା ଫାଣ୍ଡି ଅଧୀନସ୍ଥ କିକିଆ ଗ୍ରାମରେ ନିଶାମୁକ୍ତ ଅଭିଯାନ ଓ ସାଇବର କ୍ରାଇମ୍‌…

କଳା ଓ ସଙ୍ଗୀତରେ ଚମକିଲେ ଭାଇ-ଭଉଣୀ: ପ୍ରାଚୀଙ୍କ ସଙ୍ଗୀତରେ ଝୁମିଲେ ଦର୍ଶକ

ଗଞ୍ଜାମ, ୩୧/୮ (ବିଦ୍ୟାଧର ସାହୁ): ବିବିଧ ଫାଉଣ୍ଡେଶନ୍‌ କଳା ଓ ସଂସ୍କୃତି ପକ୍ଷରୁ ଆୟୋଜିତ ପ୍ରତିଯୋଗିତାରେ ପାରଦର୍ଶିତା ଦେଖାଇଛନ୍ତି ଗଞ୍ଜାମ ସହରର ଭାଇ-ଭଉଣୀ। ପ୍ରାଚୀଙ୍କ ସଙ୍ଗୀତର ମୂର୍ଚ୍ଛନାରେ…

ଭୁବନେଶ୍ୱର, ଝାରସୁଗୁଡ଼ା ପରେ ଢେଙ୍କାନାଳରେ ଖୋଲିଲା ଚାଉଳ ଏଟିଏମ୍‌

ଢେଙ୍କାନାଳ,୩୧।୮(ରତନ ନାୟାର): ଭୁବନେଶ୍ୱର, ଝାରସୁଗୁଡା ପରେ ଢେଙ୍କାନାଳରେ ଖୋଲିଲା ଚାଉଳ ଏଟିଏମ୍‌। ସୋମବାର ସ୍ଥାନୀୟ ଜିଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ନିକଟରେ ଖାଦ୍ୟ, ଯୋଗାଣ ଓ ଖାଉଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri