ବୈଠକକୁ ଯାଇଥିବା ପିଇଓ, ଜିଆର୍‌ଏସ୍‌ଙ୍କୁ ତାଲା

କୋଟଗଡ,୧୮ା୧୨(ଡି.ଏନ.ଏ.): କୋଟଗଡ ବ୍ଲକ ପାରିଗଡ ଗ୍ରାମ ପଞ୍ଚାୟତରେ ସୋମବାର ମାସିକ ବୈଠକ ଥିଲା। ପାରିଗଡ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (ପିଇଓ) ବିନାୟକ ନାୟକ ଓ ଗ୍ରାମ ରୋଜଗାର ସେବକ (ଜିଆର୍‌ଏସ୍‌) ସୋମ୍ୟ ରଞ୍ଜନ ନନ୍ଦ ପାରିଗଡ ଯାଇଥିଲେ। ମାତ୍ର ସରପଞ୍ଚଙ୍କ ବିରୋଧୀ ଗୋଷ୍ଠୀ ବୈଠକ କରାଇ ଦେଇ ନ ଥିଲେ। ଦୁଇ କର୍ମଚାରୀଙ୍କୁ ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପକାଇ ଅଟକ ରଖିଥିଲେ। ଦୀର୍ଘ ସମୟ ଧରି ଅଟକ ରହିବା ପରେ ଖବର ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ନିକଟରେ ପହଞ୍ଚତ୍ଥିଲା। ମାଓବାଦୀପ୍ରବଣ ଓ ଦୁର୍ଗମ ଅଞ୍ଚଳ ହୋଇଥିବାରୁ ପୋଲିସ ପ୍ରଶାସନ ସେଠାକୁ ରାତିରେ ଯିବାକୁ ମନା କରିଥିଲେ। ମାତ୍ର ସାହସବାନ୍ଧି କେତେଜଣ ବ୍ଲକ କର୍ମଚାରୀ କୋଟଗଡର ସ୍ଥାନୀୟ ଲୋକଙ୍କ ସହ ରାତି ପ୍ରାୟ ୯ଟାରେ ପାରିଗଡରେ ପହଞ୍ଚତ୍ଥିଲେ। ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା ପରେ ଲିଖିତ ପ୍ରତିଶ୍ରୁତି ଦେବାପରେ ରାତି ପ୍ରାୟ ୨ଟାରେ ଉଦ୍ଧାର କରି ଆଣିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଳୟରୁ ରାଶନ ଚୋରି କରୁଥିଲେ ପ୍ରଧାନଶିକ୍ଷକ, ସଭାପତି: ହଠାତ୍‌ ପହଞ୍ଚିଗଲେ ଗ୍ରାମବାସୀ, ଆଉ ତା’ପରେ…

ବୁଗୁଡ଼ା, ୧୮।୫(କାଳିଚରଣ ଦାଶ ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ କରସିଙ୍ଗି ଗ୍ରାମର ଉନ୍ନୀତ ଉଚ୍ଚ ବିଦ୍ୟାଳୟରୁ ଚୋରି କରୁଥିବାବେଳେ ପ୍ରଧାନଶିକ୍ଷକ , ସଭାପତିଙ୍କୁ ମାଡ଼ିବସିଲେ ଗ୍ରାମବାସୀ।…

ବ୍ଳକ ପ୍ରଶାସନ ବିରୋଧରେ ସରପଞ୍ଚ ସଂଘର ରଣ ହୁଙ୍କାର: ଆନ୍ଦୋଳନ ପାଇଁ ଦେଲେ ଚେତାବନୀ, ବିଧାୟକ,ଏମ୍‌ପିଙ୍କୁ..

ଦିଗପହଣ୍ଡି,୧୮।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା -ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟରେ ଅବସ୍ଥାପିତ ପ୍ରଶାସନିକ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପରେ ବିଭିନ୍ନ ପଞ୍ଚାୟତର ସରପଞ୍ଚ , ସମିତିସଭ୍ୟ, ଜିଲା ପରିଷଦ…

କଂଗ୍ରେସ ମହିଳାଙ୍କ ମଶାଲ ଶୋଭାଯାତ୍ରା: ଜିଲାପାଳ ଅଫିସଠାରେ ବିକ୍ଷୋପ ପ୍ରଦର୍ଶନ, ଏହି କାରଣ ପାଇଁ…

ବଲାଙ୍ଗୀର,୧୮।୫ (ସୁନୀଲ କୁମାର ମହାନ୍ତି ) : ବଲାଙ୍ଗୀର ଜିଲା କଂଗ୍ରେସ କମିଟି ପକ୍ଷରୁ ସୋମବାର ସାରେ ଏକ ମଶାଲ ଶୋଭାଯାତ୍ରା କରାଯାଇ ଜିଲାପାଳ ଅଫିସ ଠାରେ…

ଅଧିକାରୀଙ୍କ ବିରୋଧରେ ଅସନ୍ତୋଷ ଝାଡିଲେ ସ୍ଥାନୀୟ ଲୋକେ, ପଞ୍ଚାୟତ କାର୍ଯ୍ୟାଳୟ ସାମ୍ନାରେ…

ଥୁଆମୂଳ ରାମପୁର, ୧୮ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାସ୍ଥିତ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ କାର୍ଯ୍ୟରତ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପ ଓ…

ପେଟ୍ରୋଲ ପମ୍ପ ଉପରେ ଅଚାନକ ଚଢାଉ କଲେ ଜିଲାପାଳ, ଏସପି: କହିଲେ ଜିଲାରେ ଆହୁରି ଏତେ ଲିଟର ତେଲ ଗଚ୍ଛିତ

ଭବାନୀପାଟଣା,୧୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ତୈଳ ଯୋଗାଣ ବିତରଣରେ ଅନିୟମିତତା ହେଉଥିବାର ଅଭିଯୋଗ ଆସିଛି। ଯାହାକୁ ନେଇ ସୋମବାର ଜିଲାପାଳ ପାୱାର ସଚିନ ପ୍ରକାଶ,ଏସପି ନାଗରାଜ ଦେବରକୋଣ୍ଡା…

ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ପୂର୍ବତନ ତହସିଲଦାର: ୩ ବର୍ଷ ସଶ୍ରମ କାରାଦଣ୍ଡ ସହ…

ଗୁଣପୁର,୧୮।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁରର ପୂର୍ବତନ ଅବସରପ୍ରାପ୍ତ ତହସିଲଦାର ଖୀରାବ୍ଦି ବେହେରା ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି l ତାଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା…

ମୃତ୍ୟୁର ୯ ଦିନ ପରେ ମାଟି ତଳୁ ଖୋଳି ବାହାର କରାଗଲା ଅଢ଼େଇ ବର୍ଷର ଶିଶୁର ଶବ, କାରଣ ଜାଣିଲେ ହୋଇଯିବେ ତାଜୁବ

ଧର୍ମଶାଳା,୧୮।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ନୋସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବକୁ ମିଳିଛି । ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ ହେବାର…

ନାବାଳିକାଙ୍କୁ ଅସଦାଚରଣ: କୋର୍ଟଙ୍କ ଆସିଲା ବଡ଼ ରାୟ

ବ୍ରହ୍ମପୁର,୧୮ା୫(ସୁବାସ ଚନ୍ଦ୍ର ପାଢ଼ୀ): ୨୦୧୮ରେ ସୋରଡ଼ା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ହୋଇଥିବା ଅସଦାଚରଣ ମାମଲାର ଶୁଣାଣି ହୋଇଛି। ଫାଷ୍ଟଟ୍ରାକ ପୋକ୍‌ସୋ କୋର୍ଟ ଜଜ୍‌ ରୋହିତ ଲାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri