ବୈତରଣୀରେ ଜଳସ୍ତର ହ୍ରାସ: ଟଳିଲା ବନ୍ୟା ଆଶଙ୍କା

ଭଣ୍ଡାରିପୋଖରୀ,୮।୯(ଡ଼ି.ଏନ୍‌.ଏ): ଭଦ୍ରକଦେଇ ପ୍ରବାହିତ ବୈତରଣୀ ନଦୀରେ ଶନିବାର ପ୍ରଥମ ବନ୍ୟା ଜଳ ପ୍ରବେଶ କରିଥିଲା। ଆଖୁଆପଦାଠାରେ ବିପଦ ସଂକେତ ଅତିକ୍ରମ କରି ରାତି ୧୧ଟା ସୁଦ୍ଧା ଜଳସ୍ତର ୧୮.୧୩ ମିଟର ହୋଇଥିଲା। ଏହା କ୍ରମଶଃ ରାତି ୧୨ଟାରୁ କମିବା ଆରମ୍ଭ ହୋଇ ରବିବାର ମଧ୍ୟାହ୍ନ ୧୨ଟାରେ ବିପଦ ସଂକେତ ତଳେ ଅର୍ଥାତ୍‌ ୧୭.୬୭ରେ ପ୍ରବାହିତ ହେଉଛି। ଏଠାରେ ବିପଦ ସଂକେତ ୧୭.୮୩ ମିଟର ରହିଛି। ବନ୍ୟାଜଳ କଣ୍ଟିଘାଇ ଏସ୍‌କେପ୍‌ରେ ପ୍ରବାହିତ ହୋଇ ଚାଷଜମି ଜଳମଗ୍ନ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବ ରେଡକ୍ରସ ସଚେତନତା କାର୍ଯ୍ୟକ୍ରମ: ସମାଜରୁ ଅନ୍ଧବିଶ୍ୱାସ ଦୂର କରିବାକୁ ଆହ୍ବାନ

ଦିଗପହଣ୍ଡି,୨୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ଗ୍ରାମସ୍ଥିତ ଚିଦାନନ୍ଦ ସରସ୍ବତୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷର ଯୁବ ରେଡକ୍ରସ ୟୁନିଟର ଇଣ୍ଡକ୍ସନ…

ଏଇ ଭାରତରେ

ବେଙ୍ଗାଲୁରୁରେ ବର୍ଷା ହେବା କ୍ଷଣି ବନ୍ୟା ସ୍ଥିତି ସୃଷ୍ଟି ହେଉଛି। ଏହା ଯୋଗୁ ଲୋକେ ଅସୁବିଧାର ସମ୍ମୁଖୀନ ହେବା ସହ ବୁଲାକୁକୁରଙ୍କ ଜୀବନ ପ୍ରତି ବିପଦ ଦେଖାଦେଉଛି।…

ପଦବୀ ନୁହେଁ କ୍ଷମତା

ଭାରତୀୟ ଗଣତନ୍ତ୍ରର ସବୁଠାରୁ ବଡ଼ ଶକ୍ତି ହେଉଛି ସମାନତା। ଆମ ସମ୍ବିଧାନ ପ୍ରତ୍ୟେକ ନାଗରିକଙ୍କୁ ଜାତି, ଧର୍ମ, ବର୍ଣ୍ଣ, ଲିଙ୍ଗ କିମ୍ବା ଆର୍ଥିକ ସ୍ଥିତିର ଭେଦଭାବ ବିନା…

ସଂସ୍କାରମୂଳକ ଶିକ୍ଷା ଓ ସାମାଜିକ ଦାୟିତ୍ୱବୋଧ

ଗଲା ବର୍ଷର ଏକ ଖବରଟିଏ ସମସ୍ତଙ୍କ ମଧ୍ୟରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିଲା। ୨୦୧୯ ବ୍ୟାଚ୍‌ ଓଏଏସ୍‌ ଟପ୍ପର ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ଅଭିଯୋଗରେ ଭିଜିଲାନ୍ସ…

ଆଟ ଜମିକୁ ଧାନବିକ୍ରି ପଞ୍ଜୀକରଣରୁ ବାଦ୍‌: ତେଜି ଉଠିଲା ଚାଷୀ ଅସନ୍ତୋଷ

ବରଗଡ଼,୨୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଧାନବିକ୍ରି ପାଇଁ ପଞ୍ଜୀକରଣ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟା ସରିବାକୁ ଆଉମାତ୍ର ୬ ଦିନ ବାକି ରହିଛି। ଅନ୍ୟପଟେ ଏପର୍ଯ୍ୟନ୍ତ…

ବିଜୟ ସରକାରର ୧୦୦ ଦିନ ପୂର୍ତ୍ତିରେ ରଜନୀକାନ୍ତଙ୍କ ‘ସାଇଲେଣ୍ଟ ମୋଡ’, ପ୍ରଶ୍ନ ଶୁଣି ଏମିତି ଦେଲେ ରିଆକ୍ସନ

ଚେନ୍ନାଇ,୨୬।୮: ଥଲାପତି ବିଜୟ ମେ’ ୧୦ ତାରିଖରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ପଦର ଶପଥ ନେଇଥିଲେ। ତାମିଲନାଡୁରେ ସରକାର ଗଠନକୁ ନେଇ ରହିଥିବା ସସ୍ପେନ୍ସର ଅନ୍ତ ଘଟାଇ, ନିଜ…

କୀର୍ତ୍ତନ ମଣ୍ଡଳୀ ଉପରେ ମାଡ଼ିଗଲା କାର୍‌: ଚାଲିଗଲା ୫ ଜୀବନ

ପାଟନା,୨୬।୮: ବିହାରର ସୁପୌଲ ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ପିପ୍ରା ଥାନା ଅଞ୍ଚଳର କଟାୟା ଚୌକର ବଜରଙ୍ଗବଳୀ ମନ୍ଦିର ନିକଟରେ ଏକ ନିୟନ୍ତ୍ରଣହୀନ କାର…

ଧନଲାଭର ମହାଯୋଗ! ଏହି ୫ ରାଶିଙ୍କ ପାଇଁ ଶୁଭ ସଙ୍କେତ, ଜାଣନ୍ତୁ କ’ଣ କହୁଛି ଆଜିର ରାଶିଫଳ

୨୬ ଅଗଷ୍ଟ ୨୦୨୬ ଜ୍ୟୋତିଷ ଦୃଷ୍ଟିରୁ ଏକ ବିଶେଷ ଦିନ ହୋଇପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାରର ସଂଯୋଗ ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri