Posted inଖେଳ

ବୋଟାସ ଜିତିଲେ ଆଜରବୈଜାନ ଗ୍ରାଁ ପ୍ରି

ବାକୁ, ୨୯ା୪ (ଏଏଫ୍‌ପି)-ମର୍ସିଡିଜ୍‌ ଟିମ୍‌ମେଟ୍‌ ଲୁଇସ୍‌ ହାମିଲଟନଙ୍କୁ ପଛରେ ପକାଇ ଭାଲଟେରି ବୋଟାସ ଆଜରବୈଜାନ ଫର୍ମୁଲାଓ୍ବାନ ଗ୍ରାଁ ପ୍ରି ରେସ୍‌ ଜିତିଛନ୍ତି। ଏଥିସହିତ ସେ ୨୦୧୯ ଡ୍ରାଇଭର୍ସ ଟାଇଟଲ ରେସ୍‌ରେ ପ୍ରଥମ ସ୍ଥାନକୁ ଫେରିଛନ୍ତି। ଏଠାରେ ରବିବାର ଅନୁଷ୍ଠିତ ସଂଘର୍ଷପୂର୍ଣ୍ଣ ରୋମାଞ୍ଚକ ରେସ୍‌ରେ ବୋଟାସ ଦ୍ୱିତୀୟ ସ୍ଥାନରେ ଥିବା ହାମିଲଟନଙ୍କଠାରୁ ୧.୫ ସେକେଣ୍ଡ ଆଗରେ ରହିଥିଲେ। ଫଳରେ ମର୍ସିଡିଜ ସିଜନ ଓପନିଂରେ କ୍ରମାଗତ ଚତୁର୍ଥ ଥର ପାଇଁ ପ୍ରଥମ ଓ ଦ୍ୱିତୀୟ ସ୍ଥାନ ହାସଲ କରିପାରିଛନ୍ତି। ପୂର୍ବରୁ ଫେରାରୀ ପ୍ରଥମ ଟିମ୍‌ ଭାବେ ଏହି ସଫଳତା ୧୯୫୨ରେ ହାସଲ କରିଥିଲା। ବୋଟାସଙ୍କର ଚଳିତ ସିଜନରେ ଏହା ହେଉଛି ଦ୍ୱିତୀୟ ଟାଇଟଲ। ରେସ୍‌ରେ ଟପ୍‌ ୧୦ରେ ରହିଥିବା ଅନ୍ୟ ଡ୍ରାଇଭରମାନେ ଯଥାକ୍ରମେ ହେଲେ-ସେବାଷ୍ଟିଆନ ଭେଟେଲ (ଫେରାରି), ମାକ୍ସ ଭର୍ଷ୍ଟାପେନ୍‌(ରେଡବୁଲ୍‌), ଚାର୍ଲସ ଲେକଲେର୍କ (ଫେରାରି), ସର୍ଗିଓ ପେରେଜ(ରେସିଂ ପଏଣ୍ଟ), କାର୍ଲୋସ ସେଞ୍ଜ୍‌ ଜୁନିୟର(ମ୍ୟାକ୍‌ଲରେନ), ଲାଣ୍ଡୋ ନୋରିସ(ମ୍ୟାକ୍‌ଲରେନ), ଲାନ୍ସ ଷ୍ଟ୍ରୋଲ୍‌(ରେସିଂ ପଏଣ୍ଟ), କିମି ରାଇକୋନେନ (ଆଲ୍‌ଫା ରୋମିଓ)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନିଜ ନିଜ ଭିତରେ ଲଢିଲେଣି ପାକିସ୍ତାନ ଖେଳାଳି, ଏବେ ଶାହିଦ ଆଫ୍ରିଦି ଶାଦାବଙ୍କୁ ଗାଳି ଦେଇ କହିଲେ, ‘ପୁଅ, ତୁମେ…’

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବା ପରେ, ପାକିସ୍ତାନୀ କ୍ରିକେଟର ଶାଦାବ ଖାନ ବ୍ୟଙ୍ଗାତ୍ମକ ମନ୍ତବ୍ୟ ଦେଇଥିଲେ ଏବଂ ନିଜ…

୩ ଥର ଶୂନ୍ୟରେ ଆଉଟ ହେବାରୁ ଅଭିଷେକଙ୍କୁ ଏମିତି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୨: ପୂର୍ବତନ ପାକିସ୍ତାନ ଖେଳାଳି ମହମ୍ମଦ ଆମିର ଅଭିଷେକ ଶର୍ମାଙ୍କ ବିଷୟରେ କହିଥିଲେ ଯେ ସେ କେବଳ ଜଣେ ଚଳ ଚଞ୍ଚଳ ଖେଳାଳି। ଏହି ବକ୍ତବ୍ୟକୁ ବହୁଳ…

ସେମିଫାଇନାଲରୁ ବାଦ୍‌ ପଡ଼ିବ ଟିମ୍‌ ଇଣ୍ଡିଆ: ଏହି କ୍ରିକେଟର୍‌ କଲେ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୦।୨: ICC ଟି୨୦ ବିଶ୍ୱକପ ୨୦୨୬ର ସୁପର ୮ ରାଉଣ୍ଡ ଫେବୃଆରୀ ୨୧ରେ ଆରମ୍ଭ ହେବାକୁ ଯାଉଛି। ଏଥିରେ ୮ଟି ଦଳ ସେମିଫାଇନାଲରେ ସ୍ଥାନ ପାଇବା ପାଇଁ…

୩୯ ବର୍ଷୀୟ କ୍ରିକେଟର୍‌ କଲେ ବଡ଼ କାରନାମା: ଭାଙ୍ଗିଲା ରୋହିତ ଶର୍ମାଙ୍କ ରେକର୍ଡ

ନୂଆଦିଲ୍ଲୀ,୨୦।୨: ଜିମ୍ବାୱେ ୨୦୨୬ ଟି୨୦ ବିଶ୍ୱକପରେ ଆଉ ଏକ ବଡ଼ ବିପର୍ଯ୍ୟୟ ଘଟାଇବାରେ ସଫଳ ହୋଇଛି। ଜିମ୍ବାୱେ ତା’ର ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୬…

ମଟନ-ଚିକେନ ଖାଇବା ଛାଡ଼ିଦେଲେ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୦।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆକୁ ଟାଇଟଲ ଦେବା ପରେ ଜିମ୍ବାୱେ ଏବଂ ନାମ୍ବିଆରୁ ଫେରିଥିବା ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ରାଜସ୍ଥାନ…

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri