Posted inଖେଳ

ବୋପାନ୍ନା-କୁଲହଫ୍‌ ଫାଇନାଲରେ

ଦୋହା, ୧୦ା୧ (ପି.ଟି.)- ଭାରତର ରୋହନ ବୋପାନ୍ନା ଏବଂ ନେଦରଲାଣ୍ଡର ଓ୍ବେସ୍‌ଲି କୁଲ୍‌ହଫ୍‌ ଏଠାରେ ଚାଲିଥବା ୧,୪୬୫,୨୬୦ ଆମେରିକୀୟ ଡଲାର ପୁରସ୍କାର ବିଶିଷ୍ଟ କାତାର ଓପନ ଟେନିସ ଟୁର୍ନାମେଣ୍ଟର ପୁରୁଷ ଡବଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ ସେମିଫାଇନାଲରେ ଏହି ଯୋଡ଼ି ୭-୫, ୬-୨ ସେଟ୍‌ରେ ଫିନ୍‌ଲାଣ୍ଡ-କ୍ରୋଏସିଆ ଯୋଡ଼ି ହେନ୍‌ରୀ କୋଣ୍ଟେନେନ୍‌ ଏବଂ ଫ୍ରାଙ୍କୋ ସ୍କୁଗୋର୍‌ଙ୍କୁ ହରାଇ ଦେଇଛନ୍ତି। ଇଣ୍ଡୋ-ଡଚ୍‌ ଯୋଡ଼ି ଶନିବାର ଫାଇନାଲ ମୁକାବିଲାରେ ବ୍ରିଟିଶ-ମେକ୍ସିକାନ ଯୋଡ଼ି ଲ୍ୟୁକ୍‌ ବାମ୍ବ୍ରିଜ୍‌ ଓ ସାଣ୍ଟିଆଗୋ ଗୋଞ୍ଜାଲେଜ୍‌ଙ୍କୁ ଭେଟିବେ। ବାମ୍ବ୍ରିଜ ଓ ଗୋଞ୍ଜାଲେଜ୍‌ ଅନ୍ୟ ସେମିଫାଇନାଲରେ ଡେନମାର୍କର ଫ୍ରେଡ୍ରିକ୍‌ ନିଲ୍‌ସେନ ଓ ଜର୍ମାନୀର ଟିମ୍‌ ପ୍ୟୁଜ୍‌ଙ୍କୁ ୨-୬, ୬-୨, ୧୦-୪ ସେଟ୍‌ରେ ପରାସ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri