ବୋଲେରୋକୁ ଧକ୍କାଦେଲା ଡମ୍ପର: ଡ୍ରାଇଭରକୁ ଅଟକ ରଖିଲେ ଗ୍ରାମବାସୀ

ଯୋଡ଼ା,୧୩।୧୨(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ବାମେବାରୀ ଥାନା ଜୁରୁଡ଼ି – ବାମେବାରୀ ୨ ନଂ. ରାଜ୍ୟ ରାଜପଥ ଜୁରୁଡି କ୍ରେଚ ହଟିଂଠାରେ ଶୁକ୍ରବାର ଅପରାହ୍ନରେ ଏକ ବୋଲେରୋକୁ ଡମ୍ପର ଧକ୍କା ଦେବାରୁ ବୋଲେରୋଟି ଭାଙ୍ଗିରୁଜି ଯାଇଛି। ଏଥିରେ ବସିଥିବା ଡ୍ରାଇଭର ଓ ଜଣେ ବୃଦ୍ଧା ଅଳ୍ପକେ ବର୍ତ୍ତି ଯାଇଛନ୍ତି। ବୋଲେରୋଟି ଯୋଡ଼ା ପଟୁ ଜୁରୁଡି ଅଭିମୁଖେ ଆସି କ୍ରେଚ ହଟିଂ ରାସ୍ତା ପାର୍ଶ୍ୱରେ ଠିଆ ହୋଇଥିଲା। ଏହି ସମୟରେ ଏକ ଡମ୍ପର ପଛପଟୁ ଧକ୍କା ଦେଇ ପ୍ରାୟ ୧୫ ଫୁଟ୍‌ ଦୂରକୁ ବୋଲେରୋକୁ ଘୋଷାଡ଼ି ନେଇଥିଲା। ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚି ଡମ୍ପର ଡ୍ରାଇଭରକୁ ଅଟକ ରଖି ପୋଲିସକୁ ଖବର ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କସ୍‌ମେଟିକ ଇଞ୍ଜେକ୍ସନ ଉପରେ ରୋକ୍‌, ଉଲ୍ଲଂଘନ କଲେ….

ନୂଆଦିଲ୍ଲୀ, ୨୨।୫ (ପି.ଟି.): ସାମାଜିକ ଗଣମାଧ୍ୟମ ଓ ସହରାଞ୍ଚଳରେ ଚେହେରାକୁ ଅଧିକ ସୁନ୍ଦର ଓ ଚମକଦାର କରିବା ପାଇଁ ବିଉଟି ପାର୍ଲର ଏବଂ ୱେଲନେସ୍‌ ସେଣ୍ଟରଗୁଡ଼ିକରେ ବ୍ୟାପକ…

ତୈଳ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ୮ ସୂତ୍ରୀ ନିର୍ଦ୍ଦେଶ, ଜୁନ୍ ପହିଲାରୁ ସରକାର…

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା): ସରକାରୀ ଅଧିକାରୀମାନେ ଏଣିକି ବିଭିନ୍ନ ସ୍ଥାନକୁ ପରିଦର୍ଶନରେ ଗଲାବେଳେ ବସ୍‌ କିମ୍ବା ରେଳରେ ଯିବେ। ଏହାସହିତ ଜୁନ୍‌ ପହିଲାରୁ ସରକାର କେବଳ ବୈଦ୍ୟୁତିକ ଯାନ(ଇଭି)…

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri