ବ୍ରହ୍ମପୁର ଲୋକ ସଭା: ଚନ୍ଦ୍ରଶେଖରଙ୍କୁ ମିଳିଲା ବିଜୟୀ ପ୍ରମାଣପତ୍ର

ଛତ୍ରପୁର, ୨୪ା୫(ଡି.ଏନ୍‌.ଏ.):ବ୍ରହ୍ମପୁର ଲୋକ ସଭା ଆସନରେ ବିଜୟୀ ବିଜେଡିର ଚନ୍ଦ୍ରଶେଖର ସାହୁ ଶୁକ୍ରବାର ଛତ୍ରପୁରଠାରେ ରିଟର୍ନିଂ ଅଫିସର ତଥା ଡିଆରଡିଏ ପିଡି ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କଠାରୁ ବିଜୟୀ ସମ୍ପର୍କୀୟ ପ୍ରମାଣପତ୍ର ଗ୍ରହଣ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ବନ୍ଦ୍ୱୀ ଭାଜପାର ଭୃଗୁ ବକ୍ସିପାତ୍ରଙ୍କଠାରୁ ୯୪, ୮୪୪ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି। ଚନ୍ଦ୍ରଶେଖର ଗତ ୨୦୧୪ ନିର୍ବାଚନରେ କଂଗ୍ରେସର ପ୍ରାର୍ଥୀ ହୋଇ ବିଜେଡିର ସିଦ୍ଧାନ୍ତ ମହାପାତ୍ରଙ୍କଠାରୁ ପରାଜିତ ହୋଇଥିଲେ। ବିଜେଡିରେ ଯୋଗଦେବା ପରେ ଚନ୍ଦ୍ରଶେଖରଙ୍କୁ ସିଦ୍ଧାନ୍ତଙ୍କ ବଦଳରେ ଦଳ ପ୍ରାର୍ଥୀ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ…

ଓଡିଆ ଭାଷା ସାହିତ୍ୟର ଶ୍ରୀବୃଦ୍ଧିରେ ଗୁରୁତ୍ୱପୂର୍ଣ୍ଣ ଥିଲା ଭଞ୍ଜନଗରର ଭୂମିକା

ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ରବିବାର ଓଡିଆ ଭାଷା ସାହିତ୍ୟର ଶ୍ରୀବୃଦ୍ଧି ସାଧନରେ ଭଞ୍ଜନଗରର ଭୂମିକା ଉପରେ ଏକ…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri