ବ୍ରହ୍ମପୁରରେ ଘରୋଇ ବସ୍‌ ସେବା ଠପ୍‌: ଯାତ୍ରୀ ହନ୍ତସନ୍ତ

ବ୍ରହ୍ମପୁର ଅଫିସ,୨୬।୧୧: ଗଞ୍ଜାମ ଜିଲା ବ୍ରହ୍ମପୁର ନୂଆ ବସ୍‌ଷ୍ଟାଣ୍ଡ ତଥା ସିଟି ବସ୍‌ଷ୍ଟାଣ୍ଡ ମଙ୍ଗଳବାର ବନ୍ଦ ହୋଇଛିି। ବିଡିଏ ପକ୍ଷରୁ ଜାରି କରାଯାଇଥିବା ପୂର୍ବ ନୋଟିସ୍‌ ଅନୁଯାୟୀ, ନୂଆ ବସ୍‌ଷ୍ଟାଣ୍ଡର ମରାମତି କାର୍ଯ୍ୟ ସକାଳୁ ପ୍ରଶାସନ ଆରମ୍ଭ କରିଛି। ସକାଳୁ ବିଡିଏ ଉପାଧ୍ୟକ୍ଷ ତଥା ବିଏମ୍‌ସି କମିଶନର ଚକ୍ରବର୍ତ୍ତୀ ସିଂ ରାଠୋରଙ୍କ ଉପସ୍ଥିତିରେ ବସ୍‌ଷ୍ଟାଣ୍ଡ ଆଗକୁ ଜେସିବି ଦ୍ୱାରା ଖୋଳାଯାଇଛି।
ଅନ୍ୟପକ୍ଷରେ ନୂଆ ବାସ୍‌ଷ୍ଟାଣ୍ଡ କାର୍ଯ୍ୟ ଶେଷ ପର୍ଯ୍ୟନ୍ତ ହଳଦିଆପଦର ବସ୍‌ଷ୍ଟାଣ୍ଡରୁ ଘରୋଇ ବସ ଚଳାଚଳ କରିବା ନେଇ ପ୍ରଶାସନ ପକ୍ଷରୁ ଜାରି କରାଯାଇଥିବା ନୋଟିସକୁ ବିରୋଧ କରି ଜିଲା ଘରୋଇ ବସ୍‌ ମାଲିକ ସଂଘ ବନ୍ଦ ଡାକରା ଦେଇଛି । ଏହାର ପ୍ରଭାବରେ ଜିଲାର ପୁରୁଷୋତ୍ତମପୁର, ଦିଗପହଣ୍ଡି, ଆସ୍କା ଦେଇ ଯାତାୟାତ କରିଥିବା ପ୍ରାୟ ୪୫୦ ବସ୍‌ ବନ୍ଦ ରହିଛି । ଫଳରେ ନୂଆ ବସ୍‌ଷ୍ଟାଣ୍ଡରେ ହଜାର ହଜାର ଯାତ୍ରୀ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହୋଇଛନ୍ତି । ତେବେ ବସଷ୍ଟାଣ୍ଡର ନିର୍ମାଣ କାର୍ଯ୍ୟ ଆରମ୍ଭ ପରେ ବସଷ୍ଟାଣ୍ଡ ମଧ୍ୟରେ ରହିଥିବା ସମସ୍ତ ବସ୍‌ ଖାଲି କରାଯାଇଥିଲା। ସନ୍ଧ୍ୟା ସୁଦ୍ଧା ବସ ମାଲିକ ସଂଘ ବନ୍ଦକୁ ପ୍ରତ୍ୟାହାର ନ କଲେ ପ୍ରଶାସନ ପକ୍ଷରୁ କଠୋର ପଦକ୍ଷେପ ନିଆଯିବ ବୋଲି ବିଡିଏ ଉପାଧ୍ୟକ୍ଷ ରାଠୋର କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଯାଉଥିଲେ ରୋନକ, ଧକ୍କା ଦେଲା ବସ୍‌: ଆଉ ତା’ପରେ…

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ):ବରଗଡ ଘରୋଇ ବସଷ୍ଟାଣ୍ଡ ପାଖରେ ବୁଧବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଘରୋଇ ଯାତ୍ରୀବାହୀ ବସ ଧକ୍କାରେ ଜଣେ ଛାତ୍ରଙ୍କ ଜୀବନ ଚାଲିଯାଇଛି। ମୃତ…

ଇରାନ-ଆମେରିକା ମଧ୍ୟରେ ପୁଣି ହେଲା ସିଧାସଳଖ ଯୁଦ୍ଧ, ଆମେରିକାର ଆକ୍ରମଣ ପରେ ସିଧା ଜବାବ ରଖିଲା ଇରାନ

ତେହରାନ,୮।୭: ହର୍ମୁଜ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ ପରେ, ଆମେରିକା ଏବଂ ଇରାନ ଏବେ ସିଧାସଳଖ ମୁହାଁମୁହିଁ ହୋଇଛନ୍ତି। ହର୍ମୁଜ ପ୍ରଣାଳୀରେ ଆକ୍ରମଣ ପରେ ଦୁଇ ଦେଶ…

ବ୍ରେକ୍‌ ବଦଳରେ କାର୍‌ ଏକ୍ସିଲେଟର ଦବାଇ ଦେଲେ ମହିଳା: ଆଉ ତା’ପରେ ଘଟିଗଲା…

ନୋଏଡା,୮।୭: ଗ୍ରେଟର ନୋଏଡା ପଶ୍ଚିମର ବିସରାଖ ପୋଲିସ ଷ୍ଟେଶନ ଅଞ୍ଚଳର ପଞ୍ଚଶୀଳ ଗ୍ରୀନ-୨ ସୋସାଇଟି ବାହାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ସମସ୍ତଙ୍କୁ ଦୋହଲାଇ ଦେଇଛି। ରିପୋର୍ଟ…

ପ୍ରଧାନଶିକ୍ଷକ ମାଗୁଛନ୍ତି ଫେବର: ଡିଡବ୍ଲ୍ୟୁଓଙ୍କୁ ଅଭିଯୋଗ

ଭବାନୀପାଟଣା,୮।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁରର ଏକ ସରକାରୀ ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାଁରେ ଆସିଛି ସାଂଘାତିକ ଅଭିଯୋଗ। ସ୍କୁଲର ମେଟ୍ରନ ଓ ୨ ଏଲ୍‌ସିସିଏଙ୍କୁ…

ଟିମ୍‌ ଇଣ୍ଡିଆର ଲଜ୍ଜାଜନକ ପରାଜୟ ପରେ ଧୋନୀଙ୍କୁ ଘେରିଗଲେ ପ୍ରଶଂସକ: ଜାଣନ୍ତୁ କାହିଁକି

ଟ୍ରେଣ୍ଟ ବ୍ରିଜ,୮।୭: ଟ୍ରେଣ୍ଟ ବ୍ରିଜରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚରେ ଟିମ ଇଣ୍ଡିଆକୁ ଏକ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା। କିନ୍ତୁ…

୧୧ ବର୍ଷର ନାବାଳିକାକୁ ବଳାତ୍କାର ପରେ ହତ୍ୟା ମାମଲାର ଅଭିଯୁକ୍ତ ପୋଲିସ ଏନକାଉଣ୍ଟରରେ ନିହତ

କୋଲକାତା,୮।୭: ପଶ୍ଚିମବଙ୍ଗ ବାରୁଇପୁର ବଳାତ୍କାର ଏବଂ ହତ୍ୟା ମାମଲାର ଅଭିଯୁକ୍ତ ପ୍ରଭାସ ମଣ୍ଡଳ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛନ୍ତି। ସୋମବାର ବେଙ୍ଗଲ ପୋଲିସ ତାଙ୍କୁ ଗିରଫ କରିଥିଲା।…

ଚାରନାଳିଆରେ ବଢୁଛି ଦୁର୍ଘଟଣା: ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଆଲୋକ ବ୍ୟବସ୍ଥା ଦାବି କରି…

ବଞ୍ଚୋ,୮ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଚାରନାଳିଆ ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଜଅଁରା଼…

ଦୁର୍ଘଟଣାଗ୍ରସ୍ତ ହେଲା ନା ଅନ୍ୟ କିଛି? କରାଚୀ ନିକଟରେ ମଝି ଆକାଶରେ ନିଖୋଜ ହୋଇଗଲା ପାକିସ୍ତାନୀ ବିମାନ

କରାଚୀ,୮।୭: ଏକ ପାକିସ୍ତାନୀ ମାଲବାହୀ ବିମାନ ମଙ୍ଗଳବାର (୭ ଜୁଲାଇ) ଦିନ ମଧ୍ୟ ଆକାଶରେ ନିଖୋଜ ହୋଇଗଲା। ମାଲବାହୀ କମ୍ପାନୀ K2 ଏୟାରୱେଜ ଦ୍ୱାରା ପରିଚାଳିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri