ବ୍ରାଉନସୁଗାର ଜବତ: ଯୁବକ ଗିରଫ

ପୁରୀ ଅଫିସ, ୫।୧: ବ୍ରହ୍ମଗିରି ଅଞ୍ଚଳରେ ଜଣେ ଯୁବକଙ୍କଠାରୁ ୫.୩ ଗ୍ରାମ ବ୍ରାଉନସୁଗାର ଜବତ କରିଛି ପୋଲିସ। ବ୍ରାଉନସୁଗାର କାରବାର ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ସେ ହେଲେ ଅଲରାପୁରର ସୁକାନ୍ତ ସେଠୀ। ଏ ନେଇ ଥାନାରେ ଏକ ମାମଲା (୩/୨୦୨୦) ରୁଜୁ ହୋଇଛି। ଜବତ ହୋଇଥିବା ବ୍ରାଉନସୁଗାର ଗୋଟିଏ ପ୍ୟାକେଟରେ ରହିଥିଲା। ଏହାର ମୂଲ୍ୟ ପ୍ରାୟ ୭୫ହଜାର ଟଙ୍କା ହେବ ବୋଲି ପୋଲିସ କହିଛି। କୌଣସି ସୂତ୍ରରୁ ଖବର ପାଇ ଅଲାରପୁରସ୍ଥିତ ସୁକାନ୍ତଙ୍କ ଘରେ ପୋଲିସ ଚଢାଉ କରିଥିଲା। ଯାଞ୍ଚବେଳେ ତାଙ୍କ ଘରୁ ବ୍ରାଉନସୁଗାର ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଛାତିଥରା… ପ୍ରେମିକାକୁ ହତ୍ୟା କରି ଯୌନ ସମ୍ପର୍କ ରଖିଲେ ପ୍ରେମିକ, ତନ୍ତ୍ର କରି ଆତ୍ମାକୁ କହିଲେ Sorry

ଭୋପାଳ,୧୭ା୨: ମଧ୍ୟପ୍ରଦେଶର ଇନ୍ଦୋରର ଦ୍ୱାରକାପୁରୀ ପୋଲିସ ଷ୍ଟେସନ ଅଞ୍ଚଳରେ ଜଣେ ଏମବିଏ ଛାତ୍ରୀଙ୍କ ହତ୍ୟା ମାମଲାରେ, ପୋଲିସ ଅଭିଯୁକ୍ତ ପ୍ରେମିକ ପୀୟୁଷକୁ ମୁମ୍ବାଇରୁ ଗିରଫ କରିଛି ।…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ଆସିବ ସୁଭଦ୍ରା ଟଙ୍କା

କାକଟପୁର/ଅସ୍ତରଙ୍ଗ,୧୭।୨ (ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ମହିଳାଙ୍କ ପାଇଁ ଖୁସି ଖବର । ଆସନ୍ତା ମାର୍ଚ୍ଚ ୮ରେ ଅନ୍ତର୍ଜାତୀୟ ମହିଳା ଦିବସରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri