Posted inଖେଳ

ବ୍ରାଜିଲ ପାରା ବ୍ୟାଡ୍‌ମିଣ୍ଟନ: ପ୍ରମୋଦଙ୍କୁ ଡବଲ୍‌ ସ୍ବର୍ଣ୍ଣ

ଭୁବନେଶ୍ୱର, ୧୬।୨(କ୍ରୀଡ଼ା ପ୍ରତିନିଧି)- ବ୍ରାଜିଲର ସାଓ ପାଓଲୋଠାରେ ଚାଲିଥିବା ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପରେ ଓଡ଼ିଶାର ପ୍ରମୋଦ ଭଗତ୍‌ ୨ଟି ସ୍ବର୍ଣ୍ଣ ପଦକ ଜିତି ଦେଶ ତଥା ରାଜ୍ୟ କ୍ରୀଡ଼ା ପାଇଁ ଗୌରବ ଆଣିଛନ୍ତି। ପୁରୁଷ ସିଙ୍ଗଲ୍ସ ଓ ଡବଲ୍ସରେ ପ୍ରମୋଦ ଏହି ଦୁଇଟି ସ୍ବର୍ଣ୍ଣିମ ସଫଳତା ପାଇଛନ୍ତି। ପୁରୁଷ ସିଙ୍ଗଲ୍ସରେ ସେ ଭାରତର ମନୋଜ ସରକାରଙ୍କୁ ୨୨-୨୦, ୨୩-୨୧ରେ ପରାସ୍ତ କରି ଚାମ୍ପିୟନ ହୋଇଛନ୍ତି। ସେହିପରି ପୁରୁଷ ଡବଲ୍ସରେ ସେ ଓ ମନୋଜ ସରକାର ଚାଇନା ଯୋଡି ଚେନ ଜିଆଓୟୁ ଓ ଗାଓ ୟୁୟାଙ୍ଗ୍‌ଙ୍କୁ ୨୧-୧୧, ୨୧-୭ରେ ହରାଇ ଟାଇଟଲ ହାସଲ କରିଛନ୍ତି। ଏହି ବିଶ୍ୱସ୍ତରୀୟ ସଫଳତା ପାଇଁ ପ୍ରମୋଦଙ୍କୁ ଅଭିନନ୍ଦନର ସୁଅ ଛୁଟିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL in Australia: ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବ IPL ମ୍ୟାଚ? ବିସିସିଆଇକୁ ଖୋଲା ପ୍ରସ୍ତାବ ଦେଲା CA

ନୂଆଦିଲ୍ଲୀ,୧୧।୭: ଆଗାମୀ ବିଗ ବ୍ୟାସ ଲିଗ (BBL) ସିଜିନର ଉଦଘାଟନୀ ମ୍ୟାଚ ଭାରତରେ ଅନୁଷ୍ଠିତ ହେବ ବୋଲି ନିଶ୍ଚିତ ହୋଇଛି। ଏହି ମ୍ୟାଚ ଚେନ୍ନାଇର ଚେପକ କ୍ରିକେଟ…

BCCI ଡାକିଲା ଜରୁରୀ ବୈଠକ; ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା; ରୋହିତ-ବିରାଟ, ଏବଂ ଗମ୍ଭୀର-ଆୟରଙ୍କ ସମ୍ପର୍କରେ ପ୍ରମୁଖ ନିଷ୍ପତ୍ତି ଆଶା କରାଯାଉଛି

ନୂଆଦିଲ୍ଲୀ,୧୧।୭: ଭାରତୀୟ କ୍ରିକେଟରେ ସବୁକିଛି ଠିକ ଅଛି କି? ଏହା ବର୍ତ୍ତମାନ ଏକ ପ୍ରମୁଖ ପ୍ରଶ୍ନ ପାଲଟିଛି। ଭାରତୀୟ ଦଳ ଆୟରଲ୍ୟାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ…

ମିଷ୍ଟ୍ରି ଗର୍ଲଙ୍କ ସହ ଭାଇରାଲ ହେଉଛି ଶୁବମନ ଗିଲଙ୍କ ଫଟୋ, କିଏ ସେହି ରହସ୍ୟମୟୀ ଝିଅ? ସାରା ତେନ୍ଦୁଲକରଙ୍କୁ ଦେବେ ଟକ୍କର

ନୂଆଦିଲ୍ଲୀ,୧୧।୭: ଟିମ ଇଣ୍ଡିଆର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲ ୱିମ୍ବଲଡନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ତାଙ୍କୁ ସଚିନ ତେନ୍ଦୁଲକର ଏବଂ ତାଙ୍କ ପରିବାର ସହିତ…

ମ୍ୟାଚ ପୂର୍ବରୁ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ଚେତାଇଲେ ଇଂଲଣ୍ଡ ଖେଳାଳି, କହିଦେଲେ ଏତେ ବଡ଼ କଥା

ନୂଆଦିଲ୍ଲୀ, ୧୧।୭: ଭାରତୀୟ କ୍ରିକେଟ ଦଳ ଇଂଲଣ୍ଡ ବିପକ୍ଷ ଟି-୨୦ ସିରିଜ ହରାଇ ସାରିଛି, କିନ୍ତୁ ଆଜି ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଟି-୨୦ ମ୍ୟାଚ…

ସଚିନଙ୍କ ସହ ୱିମ୍ବଲଡନ ଦେଖିବାକୁ ଗଲେ ଶୁବମନ ଗିଲ୍‌: ଲୋକେ କହିଲେ…

ନୂଆଦିଲ୍ଲୀ,୧୧।୭: ଭାରତର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲଙ୍କୁ ୱିମ୍ବଲଡନରେ ରୟାଲ ବକ୍ସରେ କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଏବଂ ତାଙ୍କ ସ୍ତ୍ରୀ ଅଞ୍ଜଳିଙ୍କ…

IND vs ENG: ବାହାନା ପରେ ବାହାନା… ଟିମ ଇଣ୍ଡିଆର ଦୁଃଖଦ ଅବସ୍ଥା ସମ୍ପର୍କରେ ଏକ ଆଶ୍ଚର୍ଯ୍ୟଜନକ ବୟାନ ଦେଲେ ଶ୍ରେୟସ ଆୟର

ନୂଆଦିଲ୍ଲୀ,୧୧।୭: ଭାରତର T20 ଦଳର ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ପାଖରେ ଅସୀମ ବାହାନା ଥିବା ପରି ମନେହୁଏ। ସେ ଏବେ ଆଉ ଏକ ବାହାନା ବାହାର…

ଇଂଲଣ୍ଡ ଗସ୍ତ ସହ ଶେଷ ହେଲା ଏହି ୩ ଖେଳାଳିଙ୍କ T20 କ୍ୟାରିୟର! ଲଗାତାର ଫ୍ଲପ୍‌ ପରେ…

ନୂଆଦିଲ୍ଲୀ,୧୦।୭: ବ୍ୟାକ-ଟୁ-ବ୍ୟାକ ବିଶ୍ୱବିଜେତା ହେବା ପରେ ଟିମ ଇଣ୍ଡିଆ ଏବେ କ୍ରମାଗତ ୨ଟି ଟି-୨୦ ସିରିଜ ହାରିଛି। ପ୍ରଥମେ ଆୟରଲ୍ୟାଣ୍ଡ ଏବଂ ଏବେ ଇଂଲଣ୍ଡ, ଦୁଇ ଦେଶ…

Sunil Gavaskar Love Story: ଅଟୋଗ୍ରାଫ ନେବାକୁ ଆସିଥିବା ପ୍ରଶଂସକଙ୍କ ପ୍ରେମରେ ପଡ଼ିଯାଇଥିଲେ ସୁନୀଲ ଗାଭାସ୍କର, ଜାଣନ୍ତୁ ‘ଲିଟିଲ ମାଷ୍ଟର’ଙ୍କ ଲଭ ଷ୍ଟୋରୀ

ନୂଆଦିଲ୍ଲୀ,୧୦।୭: ପୂର୍ବତନ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଜି ତାଙ୍କର 77ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ, ଆସନ୍ତୁ ତାଙ୍କ ପ୍ରେମ କାହାଣୀକୁ ଶେୟାର କରିବା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri