Posted inଜାତୀୟ

ବ୍ରିଟିଶ ସମୟର ଆଇନ ପରିବର୍ତ୍ତନ ରାଜନୈତିକ ଉଦ୍ଦେଶ୍ୟରେ କରାଯାଇଛି, ନିର୍ଯାତିତ ହେବେ ସାଧାରଣ ଲୋକେ: ସିବଲ…

ନୂଆଦିଲ୍ଲୀ,୧୨।୮ : ୪୦ ବର୍ଷ ଧରି କଂଗ୍ରେସରେ କାର୍ଯ୍ୟ କରିଥିବା ପୂର୍ବତନ ଆଇନ ମନ୍ତ୍ରୀ ତଥା ବରିଷ୍ଠ ଆଡଭୋକେଟ କପିଲ ସିବଲ ଶନିବାର ଅଭିଯୋଗ କରିଛନ୍ତି ବ୍ରିଟିଶ ସମୟର ଭାରତୀୟ ପେନାଲ କୋଡ (ଆଇପିସି) କୁ ବଦଳାଇବା ପାଇଁ ଅଣାଯାଉଥିବା ଭାରତୀୟ ଜୁଡିସିଆଲ କୋଡ ବିଲ (ବିଏନଏସ) ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ।

ଏହା ପୋଲିସ ଶକ୍ତିର ଅପବ୍ୟବହାରକୁ ଅନୁମତି ଦେବ। ସାଧାରଣ ଲୋକେ ନିର୍ଯାତିତ ହେବେ। ଏଭଳି ଆଇନ ଆଣିବା ପଛରେ ସରକାରଙ୍କ ଏଜେଣ୍ଡା ହେଉଛି ବିରୋଧୀଙ୍କୁ ଚୁପ କରିବା।

ବିଏନଏସ ୧୫ ରୁ ୬୦ କିମ୍ବା ୯୦ ଦିନ ପର୍ଯ୍ୟନ୍ତ ପୋଲିସ ହେପାଜତକୁ ଅନୁମତି ଦେବ। ରାଜ୍ୟର ସୁରକ୍ଷା ପ୍ରତି ବିପଦ ଥିବା ବ୍ୟକ୍ତିବିଶେଷଙ୍କୁ ଦୋଷୀ ସାବ୍ୟସ୍ତ କରିବା ପାଇଁ ଏହି ଏଜେଣ୍ଡା ବିରୋଧୀଙ୍କୁ ନୀରବ କରିବା ଲାଗି ଶାସକ ଭାଜପାର ଷଡ଼ଯନ୍ତ୍ର।
ଏହା ଦ୍ୱାରା ସରକାର ପ୍ରକୃତ ନ୍ୟାୟିକ ବ୍ୟବସ୍ଥାର କଣ୍ଠରୋଧ କରି ଏକଛତ୍ରବାଦୀ ଭାବେ ଆଇନ ପ୍ରଣୟନ କରିଛନ୍ତି।

ଏହା ଅତ୍ୟନ୍ତ ନିନ୍ଦାଜନକ ଏବଂ ଦେଶର ଗଣତନ୍ତ୍ର ପାଇଁ ବିପଦ ବୋଲି ସିବଲ ଟୁଇଟ କରି କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀର ପ୍ରଭାବ; ତତ୍ପରତା ଦେଖାଇଲେ ବିଦ୍ୟୁତ କର୍ମଚାରୀ, ସଫେଇ ହେଲା ଟ୍ରାନ୍ସଫର୍ମର ନିକଟ ଗଛ

କର୍ଲାମୁଣ୍ଡା,୯ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସର୍ଗୁଲ ଗାଁରେ ଥିବା ବିଦ୍ୟୁତ୍ ଟ୍ରାନ୍ସଫର୍ମରଟି ଦୀର୍ଘଦିନ ଧରି ଜଙ୍ଗଲି ଗଛରେ ଆଚ୍ଛାଦିତ ହୋଇ ରହିଥିଲା ।…

ଏନ୍‌ପିଏସ୍‌ ଶିକ୍ଷକ ସଂଘ ଶିକ୍ଷକଙ୍କ ଦୁଃଖ, ୨୨ ବର୍ଷ ଶିକ୍ଷାଦାନ ପରେ ମିଳୁଛି ୩ ହଜାର ପେନସନ

ଭଞ୍ଜନଗର,୯ା୮(ବାବୁଲା ପ୍ରଧାନ): ଦୀର୍ଘ ୨୨ ବର୍ଷ ଧରି ଶିକ୍ଷାଦାନ କରିବା ପରେ ଅବସର ନେଉଥିବା ଏନ୍‌ପିଏସ୍‌ ଶିକ୍ଷକଙ୍କୁ ମିଳୁଛି ମାତ୍ର ୩ ହଜାରରୁ ଅଧିକ ଟଙ୍କାର ପେନସନ।…

ସଂସଦରେ ହଟ୍ଟଗୋଳ; ପ୍ରଧାନମନ୍ତ୍ରୀଙ୍କ ଉପରକୁ ବିରୋଧୀ ଏମପିଙ୍କ ଅଣ୍ଡାମାଡ଼, ତାପରେ….

ପ୍ରିଷ୍ଟିନା,୯ା୮: କୋସୋଭୋର ସଂସଦରେ ଶନିବାର ଜୋରଦାର ହଙ୍ଗାମା ଦେଖିବାକୁ ମିଳିଛି। ସଂସଦୀୟ କାର୍ଯ୍ୟବାହୀ ଚାଲିଥିବା ସମୟରେ ଜଣେ ବିରୋଧୀ ଏମପି କାର୍ଯ୍ୟବାହୀ ପ୍ରଧାନମନ୍ତ୍ରୀ ଆଲବିନ କୁର୍ତିଙ୍କ ଉପରକୁ…

ଘରେ ପଶି ଗୀତାଞ୍ଜଳିଙ୍କୁ ହତ୍ୟା କଲେ ଦୁର୍ବୃତ୍ତ, ବିବାହ ନ କରି ରହୁଥିଲେ ଏକାକୀ, ଗାଁରେ ପଡ଼ିଛି ଚହଳ…

ବଲାଙ୍ଗୀର,୯ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁତଳା ବ୍ଲକ ଅନ୍ତର୍ଗତ ଖମାର ମୁଣ୍ଡା ଗ୍ରାମଠାରେ ଜଣେ ଅବିବାହିତା ମହିଳା ଏକୁଟିଆ ଘରେ ଥିବା ବେଳେ ଦୁର୍ବୃତ୍ତ ଘରକୁ…

ଖେଳୁଖେଳୁ ଦୁଇ ଶିଶୁଙ୍କ ଆଖି ସାମ୍ନାରେ ହଠାତ୍‌ ଦବିଗଲା ମାଟି, ୧୦ ଫୁଟ ଗର୍ତ୍ତ ଦେଖି ଆତଙ୍କିତ ଗ୍ରାମବାସୀ

ଭଞ୍ଜନଗର,୯ା୮(ବାବୁଲା ପ୍ରଧାନ): ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କନ୍ଧମାଳ ଜିଲାର ରାଇକିଆ ବ୍ଲକ ଅନ୍ତର୍ଗତ ଢେପାଗୁଡ଼ା ଗ୍ରାମରେ ଭୂସ୍ଖଳନ ଘଟଣାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ…

ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର କରିବା ପ୍ରକ୍ରିୟାରେ ବିଳମ୍ବ, ତେଜୁଛି ଅସନ୍ତୋଷ

ଗଞ୍ଜାମ,୯ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ହୁମ୍ମାଠାରେ ରହିଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର କରିବା ପାଇଁ ଅଞ୍ଚଳବାସୀଙ୍କ ପକ୍ଷରୁ ଗତ ୧ ବର୍ଷ ତଳେ ଦାବି ଜୋର…

ଶିକ୍ଷା ବିଭାଗରେ ଚହଳ! ଘରେ ପଶି ଶିକ୍ଷୟିତ୍ରୀଙ୍କୁ ବଳାତ୍କାର, ବିରୋଧ କରିବାରୁ….

ଲକ୍ଷ୍ନୌ,୯ା୮: ଉତ୍ତରପ୍ରଦେଶର ହରଦୋଇ ଜିଲାରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ସରକାରୀ ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି…

ମମତା ବାନାର୍ଜୀଙ୍କ କାର ଉପରକୁ ପଥରମାଡ଼: ଚୋର-ଚୋର ନାରା ଦେଲେ….

କୋଲକାତା,୯ା୮: ପଶ୍ଚିମବଙ୍ଗର ହାଲିସହରରେ ତୃଣମୂଳ କଂଗ୍ରେସର ଜଣେ ମୃତ କର୍ମୀଙ୍କ ପରିବାରକୁ ଭେଟିବାକୁ ଯାଇଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଜୋରଦାର ବିରୋଧର ସାମ୍ନା କରିବାକୁ ପଡ଼ିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri