ବ୍ରିଟିଶ୍‌ ପ୍ରଧାନମନ୍ତ୍ରୀଙ୍କ ଦରମା କେତେ ଜାଣନ୍ତି

ଲଣ୍ଡନ,୮।୯: ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଲିଜ ଟ୍ରସ। ରାଣୀ ଏଲିଜାବେଥ ଦ୍ୱିତୀୟ ଲିଜ ଟ୍ରସଙ୍କୁ ଶପଥ ପାଠ କରାଇଛନ୍ତି। ଭାରତୀୟ ବଂଶୋଦ୍ଭବ ଋଷି ସୁନକଙ୍କୁ ହରାଇ ୟୁକେର ବୈଦେଶିକ ମନ୍ତ୍ରୀ ଲିଜ ଟ୍ରସ ଦେଶର ନୂଆ ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଛନ୍ତି। ନିର୍ବାଚନରେ ଲିଜଙ୍କୁ ୮୧ହଜାର ୩୨୬ ଖଣ୍ଡ ଭୋଟ ମିଳିଛି। ସେହିପରି ଋଷି ସୁନକଙ୍କୁ ୬୦ହଜାର ୩୯୯ ଖଣ୍ଡ ଭୋଟ ମିଳିଛି। ଋଷି ଏହି ନିର୍ବାଚନରେ ୨୦ ହଜାର ୯୨୭ ଖଣ୍ଡ ଭୋଟରେ ପରାଜିତ ହୋଇଛନ୍ତି।
ଏଭଳି ପରିସ୍ଥିତିରେ ବ୍ରିଟେନର ପ୍ରଧାନମନ୍ତ୍ରୀ କେତେ ଟଙ୍କା ଦରମା ନିଅନ୍ତି ତାହା କେତେ ଜାଣିବାକୁ ଲୋକଙ୍କ ଆଗ୍ରହ ରହିଥାଏ।

ବ୍ରିଟେନ୍‌ ପ୍ରଧାନମନ୍ତ୍ରୀଙ୍କ ଦରମା କେତେ?
ବ୍ରିଟେନର ପ୍ରଧାନମନ୍ତ୍ରୀ ରହିବାକୁ ଏକ ସରକାରୀ ବାସଭବନ ପାଆନ୍ତି, ଯାହାକୁ ୧୦ ଡାଉନିଂ ଷ୍ଟ୍ରିଟ କୁହାଯାଏ। ଏଠାରେ ପ୍ରଧାନମନ୍ତ୍ରୀଙ୍କ ଏକ କାର୍ଯ୍ୟନିର୍ବାହୀ କାର୍ଯ୍ୟାଳୟ ଅଛି, ଯେଉଁଠାରେ ସେ ସମସ୍ତ ସଭା କରନ୍ତ। ୧୭୩୫ରୁ ୧୦ ଡାଉନିଂ ଷ୍ଟ୍ରିଟ ପ୍ରଧାନମନ୍ତ୍ରୀ ବାସସ୍ଥାନ ଭାବରେ ବ୍ୟବହୃତ ହୋଇଛି। ଅବଶ୍ୟ, ବୋରିସ ଜନସନଙ୍କ ପରି କେତେକ ପ୍ରଧାନମନ୍ତ୍ରୀ ୧୧ ନମ୍ବର ରହିବାକୁ ପସନ୍ଦ କରୁଥିଲେ। ୧୦ ଡାଉନିଂ ଷ୍ଟ୍ରିଟଠାରୁ ତାହା ବହୁତ ବଡ ଅଟେ। ବ୍ରିଟିଶ ପ୍ରଧାନମନ୍ତ୍ରୀଙ୍କ ଦରମା ହେଉଛି ୧୬୪,୦୮୦ ପାଉଣ୍ଡ (୧,୫୦,୫୮,୫୧୬ ଟଙ୍କା)। ଏଥିରେ ଏମ୍‌ପି ପଦ ପାଇଁ ୮୪,୧୪୪ ପାଉଣ୍ଡ (୭୭,୨୨,୩୫୪ ଟଙ୍କା) ଏବଂ ବାକି ୭୯,୯୩୬ (୭୩,୩୬,୧୬୨ ଟଙ୍କା) ପ୍ରଧାନମନ୍ତ୍ରୀ ପଦ ପାଇଁ ଦିଆଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri