Posted inଫୁରସତ

ବ୍ରିଟେନ୍‌ରେ ବଢୁଛି ଏସିଡ୍‌ ଆଟାକ୍‌

ବ୍ରିଟେନ୍‌ରେ ଏସିଡ୍‌ ଆତଙ୍କ ବଢୁଛି ବୋଲି ଏକ ସର୍ବେକ୍ଷଣ ପ୍ରକାଶ କରିଛି। ଏହି ସର୍ବେକ୍ଷଣ ଯେଉଁ ପରିସଂଖ୍ୟାନ ନେଇଛି ତାହା ଅତ୍ୟନ୍ତ ଉଦ୍‌ବେଗଜନକ। ପ୍ରତି ସପ୍ତାହରେ ବ୍ରିଟେନରେ ୧୫ଜଣ ଏସିଡ୍‌ ଆକ୍ରମଣର ଶିକାର ହେଉଛନ୍ତି। ତେବେ ଏହାଠୁ ବଳି ବଡ଼ ଉଦ୍‌ବେଗଜନକ ତଥ୍ୟ ହେଉଛି ଯେଉଁମାନେ ଏସିଡ୍‌ ଆକ୍ରମଣର ଶିକାର ହେଉଛନ୍ତି ସେମାନେ ଜଣେଜଣେ ପିଲା ହୋଇଥିବା ବେଳେ ସେହି ପିଲାମାନେ ମଧ୍ୟ ଏସିଡ୍‌ ଆକ୍ରମଣ କରୁଛନ୍ତି। ବିଶେଷକରି ଟିନିଏଜ୍‌ରେ ପଦାର୍ପଣ କରିବାକୁ ଯାଉଥିବା ପିଲାମାନେ ଶିଶୁମାନଙ୍କୁ ଟାର୍ଗେଟ୍‌ କରିଛନ୍ତି। ତଥ୍ୟ ଅନୁଯାୟୀ ୨ରୁ ୬ବର୍ଷ ବୟସର ପିଲାଙ୍କୁ ସର୍ବାଧିକ ସଂଖ୍ୟାରେ ଏସିଡ୍‌ ଆଟାକ୍‌ କରାଯାଇଛି। ଏହାକୁ ସାଧାରଣ ଲୋକେ ଅତ୍ୟନ୍ତ ସଙ୍ଗିନ୍‌ ବୋଲି ବିବେଚନା କରିଛନ୍ତି। ପିଲାମାନଙ୍କ ଠାରେ ଏଭଳି ମାନସିକତା କାହିଁକି ବୃଦ୍ଧି ପାଉଛି ତାହାକୁ ନେଇ ସର୍ବେକ୍ଷଣକାରୀମାନେ ଚିନ୍ତା ପ୍ରକଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ପ୍ରସଙ୍ଗରେ କଠୋର ଆଭିମୁଖ୍ୟ ଗ୍ରହଣ କଲେ ସି ଜିନପିଙ୍ଗ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ କହିଲେ…

ନୂଆଦିଲ୍ଲୀ,୧୩।୯: ଦିଲ୍ଲୀରେ ଅନୁଷ୍ଠିତ BRICS ସମ୍ମିଳନୀ ୨୦୨୬ରେ, ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ସହିତ ସମ୍ପର୍କ ଉନ୍ନତ କରିବାର ଗୁରୁତ୍ୱ ଉପରେ ଆଲୋକପାତ କରିବା ସହ…

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

ହିନ୍ଦୁ ସାଧୁଙ୍କ ପାଦ ସ୍ପର୍ଶ କଲେ ଇରାନର ରାଷ୍ଟ୍ରପତି ପେଜେଶକିଆନ! ଭିଡିଓ ଭାଇରାଲ

ନୂଆଦିଲ୍ଲୀ/ତେହରାନ,୧୩।୯: ଦିଲ୍ଲୀର ଭାରତ ମଣ୍ଡପମରେ ଚାଲିଥିବା ବ୍ରିକ୍ସ (BRICS) ସମ୍ମିଳନୀର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଇରାନର ରାଷ୍ଟ୍ରପତି…

ଖଣ୍ଡେ ପାନ ପାଇଁ ବୃଦ୍ଧାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ଯୁବକ

ମୋରଡ଼ା,୧୩ା୯(ସ୍ମାରକ ମାଜୀ): ଖଣ୍ଡେ ପାନ ପାଇଁ ଘଟିଛି ହତ୍ୟାକାଣ୍ଡ। ଠେଙ୍ଗାରେ ପିଟିପିଟି ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ସୋସିଆଲ ମିଡିଆରେ ଚର୍ଚ୍ଚା; କିଶୋର କୁମାରଙ୍କ ଗୀତ ଗାଇଲେ ପ୍ରଧାନମନ୍ତ୍ରୀ, ସବୁ କହିଲେ….

ନୂଆଦିଲ୍ଲୀ,୧୩।୯: ଭାରତରେ ଆୟୋଜିତ ବ୍ରିକ୍ସ ଶିଖର ସମ୍ମିଳନୀର ଗାଲା ଡିନରରେ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମଙ୍କ ଏକ ଭିନ୍ନ ରୂପ ଦେଖିବାକୁ ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ବିଭିନ୍ନ ଦାବି ନେଇ ଗୁଡ଼ାରି ବନ୍ଦ ଡାକରା, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ଗୁଡ଼ାରି,୧୩ା୯(ପ୍ରମୋଦ କୁମାର ପତି): ବିଭିନ୍ନ ଦାବି ପୂରଣ ନେଇ ଆସନ୍ତା ୨୨ ତାରିଖରେ ଗୁଡାରି ବନ୍ଦ ଡାକରା ଦିଆଯାଇଛି। ଏନେଇ ରବିବାର ବିଡିଓଙ୍କ ଅନୁପସ୍ଥିତିରେ ଜିପିଡିଓ ଶିବପ୍ରସାଦ…

ପୁଣି ଲଣ୍ଡନରେ କ୍ୱାଲିଟି ଟାଇମ ସ୍ପେଣ୍ଡ କରୁଥିବାର ନଜର ଆସିଲେ ତ୍ରିଶା-ବିଜୟ; ଭିଡିଓ ଭାଇରାଲ, ପ୍ରଶଂସକ କହିଲେ…

ଚେନ୍ନାଇ,୧୩।୯: ସୁପରଷ୍ଟାର ଥାଲାପତି ବିଜୟ ଏବଂ ଅଭିନେତ୍ରୀ ତ୍ରିଶା କ୍ରିଷ୍ଣନଙ୍କ ଯୋଡ଼ିକୁ ପ୍ରଶଂସକମାନେ ଦୀର୍ଘ ଦିନ ଧରି ପସନ୍ଦ କରିଆସୁଛନ୍ତି। ଏହି ପସନ୍ଦ ସହିତ, ଉଭୟଙ୍କ ମଧ୍ୟରେ…

ଛୋଲେ-ଭଟୁରେ ତିଆରି କଲେ ପ୍ରିୟଙ୍କା ଗାନ୍ଧୀ, ସୋସିଆଲ ମିଡିଆରେ ଫଟୋ ସେୟାର କରି ରାହୁଲ କହିଲେ…

ନୂଆଦିଲ୍ଲୀ,୧୩।୯: କଂଗ୍ରେସ ନେତା ତଥା ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ରବିବାର ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଛୋଲେ-ଭଟୁରେର ଏକ ଫଟୋ ସେୟାର କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?