ବ୍ରେଡ୍‌ ପିଜା

ଆବଶ୍ୟକ ସାମଗ୍ରୀ
ବ୍ରେଡ୍‌ – ୪ ପିସ୍‌, କଟାଯାଇଥିବା କ୍ୟାପ୍‌ସିକମ୍‌ – ୧/୨ କପ୍‌, ମକା – ୧/୨ କପ୍‌, ତେଲ – ୫ ଚାମଚ, ପିଜା ସସ୍‌ – ୨ ଚାମଚ, ଚିଜ୍‌ ପନିର – ୧୦୦ ଗ୍ରାମ୍‌, ଗରମ ମସଲା – ୧/୨ ଚାମଚ, ଆମ୍‌ଚୂର ପାଉଡର – ୧/୨ ଚାମଚ, ଓରେଗାନୋ ସସ୍‌ – ୧ ଚାମଚ, ଗୋଲମରୀଚ – ୧/୪ ଚାମଚ ଏବଂ ସ୍ବାଦ ଅନୁଯାୟୀ ଲୁଣ।
ପ୍ରସ୍ତୁତି ପ୍ରଣାଳୀ
ପ୍ରଥମେ ଗ୍ୟାସ୍‌ ଅନ୍‌ କରି କଡ଼େଇରେ ତେଲ ଗରମ କରନ୍ତୁ। ଏବେ କଟାଯାଇଥିବା କ୍ୟାପ୍‌ସିକମ୍‌ ଏବଂ ମକା ଦାନା ପକାଇ ୨ – ୩ ମିନିଟ୍‌ ପର୍ଯ୍ୟନ୍ତ ଗୋଳାନ୍ତୁ। ସେଥିରେ ବଟରକୁ ସ୍ଲାଇସରରେ ଘଷି ପକାନ୍ତୁ। ପ୍ୟାନ୍‌ରେ ଅଳ୍ପ ଘିଅ ପକାଇ ବ୍ରେଡ୍‌କୁ ଗରମ କରନ୍ତୁ। ଏବେ ବ୍ରେଡ୍‌ରେ ପିଜା ସସ୍‌ ଲଗାଇ ଫ୍ରାଏ ହୋଇଥିବା ପନିପରିବା ଏହା ଉପରେ ରଖନ୍ତୁ। ପୁଣି ଏହା ଉପରେ ଛୋଟ ଛୋଟ ଖଣ୍ଡ କରି କଟାଯାଇଥିବା ବଟରକୁ ପକାନ୍ତୁ। ଏହାକୁ ୨ – ୩ ମିନିଟ୍‌ ପର୍ଯ୍ୟନ୍ତ ଘୋଡାଇ ମିଡିୟମ୍‌ ଫ୍ଲେମ୍‌ରେ ରଖନ୍ତୁ। ଏହା ଉପରେ ଗରମ ମସଲା, ଆମଚୂର୍‌ ପାଉଡର, ଓରେଗାନୋ ସସ୍‌ ଏବଂ ଅଳ୍ପ ଗୋଲମରୀଚ ପାଉଡର ପକାନ୍ତୁ। ଏବେ ପ୍ରସ୍ତୁତ ହୋଇଗଲା ବ୍ରେଡ୍‌ ପିଜା।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଧରଣର ବ୍ରାଉନ ସୁଗାର ନେଟ୍‌ୱର୍କ ଠାବ: ବେପାରୀଙ୍କ ଟାର୍ଗେଟରେ ଥିଲେ ଛାତ୍ରୀଛାତ୍ର

ରାଉରକେଲା,୨୪।୫(ସଙ୍ଗୀତା ଜେନା): ରାଉରକେଲା ପୋଲିସ ଜିଲା ଅନ୍ତର୍ଗତ ପ୍ଲାଣ୍ଟସାଇଟ୍‌ ଥାନା ଅଧୀନ ମୀନାପଡ଼ା ଅଞ୍ଚଳରେ  ଚଢାଉ କରି ଏକ ବଡ଼ଧରଣର ବ୍ରାଉନସୁଗାର ନେଟୱର୍କ ଠାବ କରାଯାଇଛି। ଏହି…

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

କାଲିଠୁ ନୌତପ ଆରମ୍ଭ; ତୁଳା ରାଶି ସମେତ ୪ରାଶିର ଫିଟିବ ଭାଗ୍ୟ, ଧନଲାଭ…

ସୂର୍ଯ୍ୟ ରୋହିଣୀ ନକ୍ଷତ୍ରରେ ପ୍ରବେଶ କରିବା ସମୟରେ ନୌତପ ଆରମ୍ଭ ହୁଏ। ନୌତପ ସମୟରେ, ନଅ ଦିନ ପ୍ରବଳ ଗରମ ସହ୍ୟ କରିବାକୁ ପଡ଼ିଥାଏ। ନୌତପ ମେ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri