ବ୍ଲକ ଶିକ୍ଷା ଅଧିକାରୀଙ୍କ ଅଚାନକ ସ୍କୁଲ ପରିଦର୍ଶନ: ୪ ଶିକ୍ଷକଙ୍କ ଦିନକର ଦରମା ବନ୍ଦ

ଚନ୍ଦାହାଣ୍ଡି,୧୯।୮(ଡି.ଏନ.ଏ)-ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକର ୪ ଜଣ ଶିକ୍ଷକ ସ୍କୁଲକୁ ଠିକ ସମୟରେ ଆସି ନଥିବାରୁ ସେମାନଙ୍କଙ୍କ ଦିନକର ଦରମା ବ୍ଲକ ଶିକ୍ଷା ଅଧିକାରୀ ଭଜନଲାଲ ମାଝି ବନ୍ଦ କରିଛନ୍ତି। ଚନ୍ଦାହାଣ୍ଡି ବ୍ଲକର ବିଭିନ୍ନ ବିଦ୍ୟାଳୟକୁ ଭଜନଲାଲ ମାଝୀ ଏବଂ ଏବିଇଓ ପ୍ରେମଚାନ୍ଦସିଂ ଧୁରୁଆ ସୋମବାର ଅଚାନକ ପରିଦର୍ଶନରେ ଯାଇଥିଲେ ା ଦଳବେଡା ପଞ୍ଚାୟତ ଅଧିନସ୍ଥ ଭାଟିପଡା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଅମିତ ଖମାରୀ , ସହକାରୀ ଶିକ୍ଷକ ମାଧବ ପାରୀ ଏବଂ ଲିଙ୍ଗରାଜ ବଗର୍ତି ସମୟ ୧୦.୩୦ ପର୍ଯ୍ୟନ୍ତ ବିଦ୍ୟାଳୟରେ ପହଞ୍ଚି ନଥିବା ଦେଖିବାକୁ ପାଇଥିଲେ ା ଏହାପରେ ଦଳବେଡା ପଞ୍ଚାୟତ ଅଧିନସ୍ଥ କରାଡଙ୍ଗରୀ ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିଦର୍ଶନ କରିଥିଲେ ା ସେହି ବିଦ୍ୟାଳୟରେ ସହକାରୀ ଶିକ୍ଷକ ହେମଧର ନାୟକ ଅନୁପସ୍ଥିତ ଥିବା ଦେଖିବାକୁ ପାଇଥିଲେ ା ବିଦ୍ୟାଳୟରେ ଛାତ୍ରୀଛାତ୍ରମାନେ ଆସି ଏଣେ ତେଣେ ବୁଲୁ ଥିଲେ। ଶିକ୍ଷକମାନେ ଅନୁପସ୍ଥିତ ଥିବାରୁ ପାଠ ପଢାରେ ବ୍ୟାଘାତ ସୃଷ୍ଟି ହେଉଛି ା ଉକ୍ତ ସମସ୍ତ ଶିକ୍ଷକଙ୍କ ଦିନକର ଦରମା ବନ୍ଦ କରାଯାଇଥିବା ଭଜନଲାଲ ସୂଚନା ଦେଇଛନ୍ତିି ା ଆଗାମୀ ଦିନରେ ବ୍ଲକର ସମସ୍ତ ବିଦ୍ୟାଳୟକୁ ନିୟମିତ ପରିଦର୍ଶନ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

Featured Video Play Icon

ପ୍ରେଗନେନ୍ସି ପରେ କାହିଁକି ବଢ଼େ ଅଣ୍ଟା ବିନ୍ଧା ?

  Why does lower back pain increase after pregnancy? ୮ରୁ ୧୦ ଘଣ୍ଟା ଅଫିସରେ ବସି କାମ କଲେ ବି ହେବନି ବ୍ୟାକ୍ ପେନ୍…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

ଟଙ୍କା କମାଇବାରେ ଧୁରନ୍ଧର ଏହି ୪ ରାଶି, କୁବେରଙ୍କ ଭଳି ଖଟାନ୍ତି ମୁଣ୍ଡ…

ଆପଣ ମଧ୍ୟ ବୋଧହୁଏ ଲକ୍ଷ୍ୟ କରିଥିବେ ଯେ କିଛି ଲୋକ ଯେକୌଣସି କାମରେ ହାତ ଦିଅନ୍ତୁ ନା କାହିଁକି, ସେଥିରେ ସଫଳତା ଓ ପ୍ରଚୁର ଟଙ୍କା ଅର୍ଜନ…

ଚାଲାଣ କରୁଥିଲେ କଫ୍ ସିରପ୍, ମାଡ଼ି ବସିଲା ପୋଲିସ

ଭେଡେନ, ୬/୯ (ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଋଷୁଡ଼ା ଫାଣ୍ଡି ପୋଲିସ ଶନିବାର ବିପୁଳ ପରିମାଣର କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ…

୯/୧୧ ପରବର୍ତ୍ତୀ ଯୁଦ୍ଧ

ଆଉ ଦିନ କେଇଟା ପରେ ସେପ୍ଟେମ୍ୱର ୧୧ ଆକ୍ରମଣକୁ ୨୫ ବର୍ଷ ହୋଇଯିବ। ଆମେରିକୀୟମାନେ ଶୋକ ପ୍ରକାଶ କରିବେ ଏବଂ ଅନ୍ୟ ଏକ ଯୁଦ୍ଧ ଯୋଗୁ ସେମାନଙ୍କ…

ଜୋହିରି ମୋଲା ମିସ୍ ୱାର୍ଲ୍ଡ

ହାନୋଇ,୬ା୯: ଭିଏଟନାମ୍‌ର ନା ତ୍ରାଙ୍ଗ୍‌ ସହରରେ ଶନିବାର ଅନୁଷ୍ଠିତ ୭୩ତମ ଅନ୍ତର୍ଜାତୀୟ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ଡୋମିନିକାନ୍‌ ରିପବ୍ଲିକ୍‌ର ଜୋହିରି ମୋଲା ମିସ୍‌ ଓ୍ୱାଲର୍‌ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri