ବ୍ଲକସ୍ତରୀୟ ସୁନେତ୍ର ଶିକ୍ଷକ ତାଲିମ

ରଣପୁର,୨୨।୮(ସ୍ବ.ପ୍ର.): ନୟାଗଡ ଜିଲା ରଣପୁର ଏନଏସି ଅନ୍ତର୍ଗତ ବ୍ରଜେନ୍ଦ୍ର ଚନ୍ଦ୍ର ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ସୁନେତ୍ର କାର୍ଯ୍ୟ ଉପରେ ବ୍ଲକସ୍ତରୀୟ ଏକ ଶିକ୍ଷକ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ରଣପୁର ବ୍ଲକର ନରସିଂହପୁର, ଗୌରାଙ୍ଗପୁର,ରଣପୁର, ଡମସାହି, ବ୍ରଜରାଜପୁର କ୍ଲଷ୍ଟରର ଶିକ୍ଷୟିତ୍ରୀ ଶିକ୍ଷକମାନେ ଉପସ୍ଥିତ ରହି ତାଲିମ ଗ୍ରହଣ କରିଥିଲେ । ବିଦ୍ୟାଳୟ ସ୍ତରରେ ଶିକ୍ଷାର୍ଥୀମାନଙ୍କର ଚକ୍ଷୁ ଦୋଷ ଚିହ୍ନଟ ଓ ଏହାର ପ୍ରତିକାର ସମ୍ବନ୍ଧରେ ଶିକ୍ଷକମାନଙ୍କୁ ତାଲିମ ପ୍ରଦାନ କରାଯାଇଥିଲା। ରଣପୁର ସରକାରୀ ଡାକ୍ତରଖାନାର ଚକ୍ଷୁଡାକ୍ତର ଡ. ବିଜୟଲକ୍ଷ୍ମୀ ଶତପଥୀ ତାଲିମ ପ୍ରଦାନ କରିଥିଲେ । ବିଆରପି ସନ୍ତୋଷ କୁମାର ମହାପାତ୍ର , ମାନସ କୁମାର ପାଲଟାସିଂ ଓ ସୁଜାତା ସାହୁ ପ୍ରମୁଖ ସହଯୋଗ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡି ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ ଘଟଣାର ପର୍ଦ୍ଦାଫାସ, ଜେଲ୍ ଗଲେ ୯ ଅଭିଯୁକ୍ତ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକ ନିକଟ ଦୋକାନ ଘର ଭିତରେ ବସିଥିବା ଗ୍ରାମର ଅଶୋକ ବିଷୋୟୀ(୨୭) ଙ୍କୁ…

ବିସ୍କୁଟ ଲୋଭ ଦେଖାଇ ଯୌନ ନିର୍ଯାତନା, ଚାଲିଗଲା ୩ବର୍ଷ ଶିଶୁର ଜୀବନ

ଚେନ୍ନାଇ,୧୫।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାର ଗୁମ୍ମିଡିପୁଣ୍ଡିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛ । ଯୌନ ନିର୍ଯାତନା ପରେ ତିନି ବର୍ଷର ଛୁଆର ମୃତ୍ୟୁ ହୋଇଛି । ବିହାରର…

ପରକୀୟା ପ୍ରୀତିକୁ ନେଇ ହତ୍ୟା: ସାଙ୍ଗନେଲା ସାଙ୍ଗର ଜୀବନ ୨୨ ଦିନ ପରେ…

ନୀଳଗିରି, ୧୫।୬ (ପ୍ରଶାନ୍ତ କୁମାର ବିଶ୍ୱାଳ): ବନ୍ଧୁତ୍ୱର ପବିତ୍ର ସମ୍ପର୍କକୁ କଳଙ୍କିତ କରିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ପରକୀୟା ପ୍ରୀତିକୁ କେନ୍ଦ୍ରକରି ଜଣେ ବନ୍ଧୁ ଅନ୍ୟ ଜଣେ…

ବଡ଼ ଭଉଣୀ ସାମ୍ନାରେ ସାନ ଭଉଣୀଙ୍କୁ ଗଣବଳାତ୍କାର, ଶୌଚ ପାଇଁ ଯାଇଥିବା ବେଳେ ଟେକିନେଇ…

ବାରିପଦା,୧୫।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ନେଇ ଅଭିଯୋଗ ହୋଇଛି । ବଡ ଭଉଣୀ ସହ ଶୌଚ…

୨ ଚୋରି ମାମଲାର ପର୍ଦ୍ଦାଫାଶ, ୪ ଅଭିଯୁକ୍ତ ଗିରଫ, ଚୋରି ସାମଗ୍ରୀ ଜବତ

ଖଜୁରୀପଡ଼ା,୧୫।୬(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଅଞ୍ଚଳରେ ଘଟିଥିବା ଦୁଇଟି ପୃଥକ ଚୋରି ମାମଲାର ତଦନ୍ତ କରି ପୋଲିସ…

ଚକରାଘାଟି ବୁଲିଯିବା ବେଳେ ଦୁର୍ଘଟଣାରେ ଚନ୍ଦନଙ୍କ ମୃତ୍ୟୁ, ସମବେଦନା ଜଣାଇଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର,୧୫।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୁଲାଡ ମୁଖ୍ୟ ରାସ୍ତାର ତୁଳସିପଲ୍ଲୀ ଛକ ନିକଟରେ ସୋମବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବାଇକ୍ ଓ ସାଇକେଲ…

୧୧ କେଭି ତାର ନେଲା ୭ ମଇଁସିଙ୍କ ଜୀବନ: ଉତ୍ତେଜନା ରାସ୍ତାରୋକୋ

ଖଣ୍ଡପଡ଼ା/ନୟାଗଡ଼(ଅଜୟ କୁମାର ମହାରଣା/ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଅଧୀନ ବଡ଼ ବାଣପୁର ପଞ୍ଚାୟତ ଘଣାଶାଳିଆ ଗ୍ରାମରେ ସୋମବାର ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି।…

ମରୈଗାଁରେ ଅମୃତ ବିନ୍ଦୁ କାର୍ଯ୍ୟକ୍ରମ, ରକ୍ତଦାନ କଲେ…

ହାଟଡିହୀ/ଛେନାପଦୀ,୧୫।୬(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ସତ୍ୟସାଇ ସେବା ସଂଗଠନ ତରଫରୁ ଅମୃତ ବିନ୍ଦୁ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଛି । ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri