ବ୍ଳକ ସ୍ତରୀୟ ଖେଳ ଓ କ୍ରୀଡା ପ୍ରତିଯୋଗିତା ଉଦ୍‌ଘାଟିତ

ଦାରିଙ୍ଗବାଡି,୧୨।୯(ଡ.ଏନ.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡି ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଗୁରୁବାର ବ୍ଳକ ସ୍ତରୀୟ ଖେଳ ଓ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି। ବିଦ୍ୟାଳୟର ଅଧ୍ୟକ୍ଷ ଶିବ ସେଠୀଙ୍କ ଅଧ୍ୟକ୍ଷତାରେ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜି’ ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ଯୋଗଦେଇ ପ୍ରଦୀପ ପ୍ରଜ୍ୱଳନ କରି ଉଦଘାଟନ କରିଥିଲେ। ଏହି ଅବସରରେ ବିଇଓ, ଏବିଇଓ, ଶିକ୍ଷକ ସଂଘର ସମ୍ପାଦକ ପ୍ରମୁଖ ସାମିଲ ହୋଇଥିଲେ। ଏହି କ୍ରୀଡା ପ୍ରତିଯୋଗିତାରେ ବହୁ ଛାତ୍ରୀଛାତ୍ର ଭାଗ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri