ବ୍ୟବସାୟୀଙ୍କୁ ଆକ୍ରମଣ କରି ସୁନା ଚେନ୍‌ ଲୁଟ୍‌

ବ୍ରହ୍ମପୁର ଅଫିସ,୧୧।୪: ଗଞ୍ଜାମ ଜିଲା ବଡ଼ବଜାର ଥାନା ଅନ୍ତର୍ଗତ ଲକ୍ଷ୍ମୀନୃସିଂହ ସାହିରେ ଶୁକ୍ରବାର ରାତିରେ ଜଣେ ବ୍ୟବସାୟୀଙ୍କୁ ଦାଦାବଟି ମାଗିବା ସହ ଆକ୍ରମଣ ହୋଇଛି। ଏପରିକି ଦୁର୍ବୃତ୍ତମାନେ ତାଙ୍କ ସୁନା ଚେନ୍‌ଟି ମଧ୍ୟ ଲୁଟି ନେଇଛନ୍ତି। ପୋଲିସ ବ୍ୟବସାୟୀ ବି. ହାଡୁ ପାତ୍ରଙ୍କ ଅଭିଯୋଗ କ୍ରମେ ୮୫/୨୦ରେ ଏକ ମାମଲା ରୁଜୁ କରି ଘଟଣାର ଅନୁସନ୍ଧାନ ଚଳାଇଛି। ଲୁଟେରାମାନେ ଗଣେଶ ନଗରର ପ୍ରଦୀପ ସାହୁ ଓ ତାଙ୍କ ସହଯୋଗୀ ହଳଦିଆପଦରର କାଳିଆ ସାହୁ ବୋଲି ପୋଲିସ ଚିହ୍ନଟ କରିଛି। ପୂର୍ବରୁ ଏକ ଆକ୍ରମଣ ଘଟଣାରେ ପ୍ରଦୀପ ସାହୁ ଗିରଫ ହୋଇ ଜେଲ ଯାଇଥିଲେ। ନିକଟରେ ସେ ଜେଲରୁ ଜାମିନରେ ଆସି ପୁଣି ଥରେ ଅପରାଧ ଘଟାଇଛନ୍ତି ବୋଲି ଥାନାଧିକାରୀ ପ୍ରଶାନ୍ତ ଭୂପତି ସୂଚନା ଦେଇଛନ୍ତି। ଖୁବ୍‌ଶୀଘ୍ର ଅପରାଧୀମାନଙ୍କୁ ଗିରଫ କରାଯିବ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ୪୩ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଆତ୍ମସାତ କରି ଦମ୍ପତି ଫେରାର, ପାଟଣା ଥାନାର ଦ୍ୱାରସ୍ଥ ହେଲେ…

ପାଟଣା,୫।୫(ବୀର କିଶୋର ଦାଶ) :କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ମୁଖ୍ୟାଳୟ ଟାଇଁଶିରା ଗ୍ରାମର ୨୩ ଜଣ ମହିଳା ଠକେଇର ଶିକାର ହୋଇଛନ୍ତି।...

ବରୀରେ ଦେବାଶିଷ ନାୟକ ହେଲେ କଂଗ୍ରେସ ପ୍ରାର୍ଥୀ

ଭୁବନେଶ୍ୱର, ୫।୫: ରବିବାର ପାଞ୍ଚ ବିଧାନସଭା ଆସନରେ ପ୍ରାର୍ଥୀ ବଦଳିଛି କଂଗ୍ରେସ। ବରୀରେ ଆରତୀ ଦେଓଙ୍କ ସ୍ଥାନରେ ଦେବାଶିଷ ନାୟକଙ୍କୁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ।...

ପାରାଦୀପରେ ସୁନାମି ସମ୍ଭାବନା, ଡାକବାଜି ଯନ୍ତ୍ର ଯୋଗେ ସତର୍କ କରାଇଲା ମତ୍ସବିଭାଗ

ପାରାଦୀପ,୫।୫(ଶରତ ରାଉତ): ସମ୍ପ୍ରତି ବଙ୍ଗୋପସାଗରରେ ସମୁଦ୍ର ଅଶାନ୍ତ ହୋଇଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ୫ରୁ ଆସନ୍ତା ୮ ତାରିଖ ମଧ୍ୟରେ ସମୁଦ୍ରରେ ୦.୨ ମିଟରରୁ...

ବୌଦ୍ଧରେ ପାଣ୍ଡିଆନଙ୍କ ମାରାଥନ ପ୍ରଚାର, କହିଲେ-‘ନିର୍ବାଚନ ଆସିଲେ ବିରୋଧୀ ଟୁରିଷ୍ଟ ଭଳି ଆସିବେ’

ବୌଦ୍ଧ, ୫।୫ ( ଅଜିତ କୁମାର ବାରିକ): ସାଧାରଣ ନିର୍ବାଚନ ପାଇଁ ବୌଦ୍ଧ ଜିଲାରେ ତ୍ରିମୁଖି ଲଢାଇ ହେବାକୁ ଯାଉଥିବା ବେଳେ ରବିବାର ୫ଟି ଅଧକ୍ଷ୍ୟ...

ଆଗାମୀ ୨୫ବର୍ଷର ଯାତ୍ରା ସ୍ଥିର କରିବୁ, ଏମିତି କାହିଁକି କହିଲେ ଜୟଶଙ୍କର

କଟକ,୫।୫: କଟକରେ ପହଞ୍ଚିଛନ୍ତି ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର। ସେଠାରେ ସେ ବୁଦ୍ଧିଜୀବୀଙ୍କ ସମ୍ମିଳନୀରେ ଉଦବୋଧନ ଦେଇଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ପାଇଁ ଆମକୁ...

କଖଡ଼ି ମହାନଦୀ ଅବବାହିକାରେ ୧୬୫ ପାଣିଚିରି, ୮୨ ଅଣ୍ଡା ଦେଲେ, ୩୫ ଛୁଆ ଫୁଟି ବାହାରିଲେ

ଖୁଣ୍ଟୁଣୀ, ୫।୫(ସଚ୍ଚିଦାନନ୍ଦ ପଣ୍ଡା): ପୃଥିବୀରେ ଇଣ୍ଡିଆନ୍‌ ସ୍କିମର ବା ପାଣିଚିରି ଏକ ବିରଳ ପ୍ରଜାତିର ପକ୍ଷୀ। ବିଶ୍ୱରେ ପକ୍ଷୀ ଗଣନା ଅନୁସାରେ ଏହି ପକ୍ଷୀର ସଂଖ୍ୟା...

ଘରେ ମରାମତି କରୁଥିବା ବେଳେ ଅଘଟଣ: ପୁଅଙ୍କୁ ବିଦ୍ୟୁତ୍‌ ଆଘାତରୁ ବଞ୍ଚାଇବାକୁ ଯାଇ ବାପା ମୃତ, ମା’ ଗୁରୁତର

ଯାଜପୁର,୫।୫(ହର୍ଷବର୍ଦ୍ଧନ ବେହେରା): ଯାଜପୁର ରୋଡ଼ ଥାନା ବେଙ୍ଗପାଟିଆ ଗ୍ରାମରେ ରବିବାର ଅଘଟଣ ଘଟିଛି। ବିଦ୍ୟୁତ୍‌ ଆଘାତରେ ବାପ ଓ ପୁଅଙ୍କ ମୃତ୍ୟୁ ହୋଇଥିବା ବେଳେ ମା’...

ପାଣ୍ଡିଆନଙ୍କ ବ୍ରହ୍ମପୁର ସମ୍ପର୍କ, କହିଲେ ଝିଅ ପାଇଛି ଏହିଠୁ…

ଭୁବନେଶ୍ୱର,୫।୫: ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବିଜେଡି ନେତା ଭିକେ ପାଣ୍ଡିଆନ ୪ଟି ଜିଲାର ୩ ଲୋକ ସଭା ଆସନରେ ମାରାଥନ ପ୍ରଚାର କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri