Posted inଖେଳ

ବ୍ୟାକ୍‌ ଇଞ୍ଜୁରି: ଏଟିପି କପ୍‌ ରବରରୁ ଓହରିଲେ କିର୍ଗିୟସ

ବ୍ରସ୍‌ବେନ,୫।୧(ଏଏଫପି): ଅଷ୍ଟ୍ରେଲୀୟ ଟେନିସ ତାରକା ନିକ୍‌ କିର୍ଗିୟସ୍‌ ରବିବାର ବ୍ୟାକ୍‌ ଇଞ୍ଜୁରି କାରଣରୁ ଏଟିପି କପ୍‌ ରବରରୁ ଓହରିଯାଇଛନ୍ତି। ଏଠାରେ ଖେଳାଯିବାକୁ ଥିବା କାନାଡ଼ାର ଫେଲିକ୍ସ ଅଗେର – ଅଲିଆଜିମଙ୍କ ବିପକ୍ଷ ମ୍ୟାଚ୍‌ରୁ ସେ ଓହରିଯାଇଛନ୍ତି। ତାଙ୍କ ବଦଳରେ ଅଷ୍ଟ୍ରେଲିଆର ୩ ନମ୍ବର ଖେଳାଳି ଜନ୍‌ ମିଲମ୍ୟାନ ପ୍ୟାଟ୍‌ ରାଫ୍ଟର ଏରିନାରେ ଘରୋଇ ଦର୍ଶକଙ୍କ ଉପସ୍ଥିତିରେ ମ୍ୟାଚ୍‌ରେ ଅବତୀର୍ଣ୍ଣ ହେବେ।
ଜର୍ମାନୀ ବିପକ୍ଷ ପ୍ରାରମ୍ଭିକ ଟାଇରେ କିର୍ଗିସୟସ୍‌ ଜବରଦସ୍ତ ଫର୍ମରେ ଥିଲେ ଓ ସେ ଜାନ- ଲିନାର୍ଡ ଷ୍ଟ୍ରଫ୍‌ଙ୍କୁ ସିଧାସଳଖ ସେଟ୍‌ରେ ପରାସ୍ତ କରିଥିଲେ। ଦ୍ୱିତୀୟ ସିଙ୍ଗଲ୍ସ ରବରରେ ଅଷ୍ଟ୍ରେଲିଆର ଆଲେକ୍ସ ଡି ମିନାଉର ଓ କାନାଡ଼ାର ନମ୍ବର ୧ ଖେଳାଳି ଡେନିସ ଶାପୋଭାଲୋଭ ପରସ୍ପରକୁ ଭେଟିବେ।


Enter your email to get our daily news in your inbox.

All Right Reserved By Dharitri.Com

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

ଡାଇମଣ୍ଡ ଲିଗ୍‌ ଫାଇନାଲ୍ସ ପାଇଁ ଯୋଗ୍ୟତା ହାସଲ କଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ, ୨୮ା୮: ଭାରତର ଅଗ୍ରଣୀ ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ସେପ୍ଟେମ୍ବର ୫ରେ ବ୍ରସେଲ୍ସରେ ହେବାକୁଥିବା ଡାଇମଣ୍ଡ ଲିଗ୍‌ ଫାଇନାଲ୍ସରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ…

ବଞ୍ଜାରୀ ଘାଟିରେ ପୁଣି ଓଲଟିଲା ଏଲ୍‌ପିଜି ଗ୍ୟାସ୍‌ ଟ୍ୟାଙ୍କର

ଲାଞ୍ଜିଗଡ଼, ୨୮ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡାକୁ ସଂଯୋଗ କରୁଥିବା ନର୍ଲା ଥାନା ଅନ୍ତର୍ଗତ ୬ ନମ୍ବର ରାଜ୍ୟ ରାଜପଥର କିଡିଙ୍ଗ-ଛତିକୁଡ଼ା ରାସ୍ତାର ବଞ୍ଜାରୀ…

ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକ ନିଖୋଜ

କୋକସରା,୨୮ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ) କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ପଞ୍ଚାୟତ ଭାଲିଆଯୋର ଗ୍ରାମର ଜୟସିଂ ଧଙ୍ଗଡାମାଝୀ (୪୫) ପେଟପାଟଣା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri