ବ୍ୟାଙ୍କ ଅଫ ବରୋଦା ଏଟିଏମ୍‌ ଭଙ୍ଗାରୁଜା

ଜଗତ୍‌ସିଂହପୁର ଅଫିସ, ୩ା୭- ସ୍ଥାନୀୟ ବ୍ୟାଙ୍କ ଅଫ ବରୋଦା (ବିଓବି) ଏଟିଏମ୍‌ରୁ ଚୋରି ପାଇଁ ଉଦ୍ୟମ ହୋଇଥିବା ମଙ୍ଗଳବାର ଜଗତ୍‌ସିଂହପୁର ଥାନାରେ ଅଭିଯୋଗ ହୋଇଛି। ବିଓବି ଜଗତ୍‌ସିଂହପୁର ଶାଖା ବରିଷ୍ଠ ପରିଚାଳକ ରୁଦ୍ରପ୍ରତାପ ସାହୁଙ୍କ ଅଭିଯୋଗକ୍ରମେ ପୋଲିସ ମାମଲା ସଂଖ୍ୟା ୨୨୯/୧୯ ରୁଜୁ କରି ତଦନ୍ତ ଜାରି ରଖିଥିବା ଆଇଆଇସି ରଜନୀକାନ୍ତ ମିଶ୍ର ସୂଚନା ଦେଇଛନ୍ତି। ଅଭିଯୋଗ ଅନୁଯାୟୀ ସୋମବାର ରାତି ୨ଟା୩୦ରୁ ୪ଟା ଭିତରେ ଅଭିଯୁକ୍ତମାନେ ଏଟିଏମ୍‌ରୁ ଚୋରି ପାଇଁ ଉଦ୍ୟମ କରିଥିବା ସିସିଟିଭି ଫୁଟେଜ୍‌ରୁ ଜଣାଯାଇଛି। ସେମାନେ ଏଟିଏମ୍‌ ପଛ ଫାଟକ ଭାଙ୍ଗି ଭିତରେ ପଶିଥିଲେ। ପରେ ଏଟିଏମ୍‌ ଭାଙ୍ଗି ଟଙ୍କା ନେବା ପାଇଁ ଚେଷ୍ଟା କରିଥିଲେ। କିନ୍ତୁ ସଫଳ ହୋଇ ନ ଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମେ ପ୍ରେମ, ପରେ ବଳାତ୍କାର କରି ବନ୍ଧାହେଲେ ୨ ଭାଇ, କଲେଜ ଯୁବତୀଙ୍କୁ ଟାର୍ଗେଟ୍‌ କରି…

ଜଗତ୍‌ସିଂହପୁର,୧୬ା୫(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରଥମେ ପ୍ରେମ ଜାଲରେ ଫସାଇ ବଳାତ୍କାର କରି ବ୍ଲାକ ମେଲିଂ କରିବା ଭଳି ସଙ୍ଗିନ ଅଭିଯୋଗ…

ପେଟ୍ରୋଲ ପମ୍ପରେ ଅସମ୍ଭାଳ ଭିଡ଼: ଜଗିଲା ପୋଲିସ

ପାରାଦୀପରେ,୧୪।୫: ଇରାନ-ଆମେରିକା ଏବଂ ଇସ୍ରାଏଲର ଯୁଦ୍ଧ ପାଇଁ ଭାରତ ସମେତ ଅନ୍ୟ କେତେକ ଦେଶରେ ତୈଳ ଓ ରନ୍ଧନ ଗ୍ୟାସ ସଙ୍କଟ ସୃଷ୍ଟି ହୋଇଛି। ଏହି ପରିପ୍ରେକ୍ଷୀରେ…

ସରକାରୀ ଜମିରେ ଘର କରି ମାଡ଼ି ବସିଥିଲେ: ହଟିଲା ଜବରଦଖଲ

ପାରାଦୀପ,୧୧।୫: ଜଗତସିଂହପୁର ଜିଲା କୁଜଙ୍ଗ ତହସିଲ ନୂଆଗଡ଼ରେ ସୋମବାର ଏକ ବଡ଼ ଧରଣର ଜବରଦଖଲ ଉଚ୍ଛେଦ କରାଯାଇଛି। ସରକାରୀ ଜମିରେ ଘର କରି ମାଡ଼ି ବସିଥିବା ଲୋକଙ୍କୁ…

ଗୋଡ଼ ବନ୍ଧା ହୋଇ ଘରେ ପଡୁଛି ପୁଅ, ଅର୍ଥ ଅଭାବରୁ ଚିକିିତ୍ସା ପାଇଁ ମା-ବାପା…

କୁଜଙ୍ଗ,୬ା୫(ମନୋଜ ପ୍ରଧାନ): ଏରସମା ବ୍ଲକ ବାମଦେଇପୁର ପଞ୍ଚାୟତ ବାରାକଣା ଗ୍ରାମର ସୁରେଶ ଚନ୍ଦ୍ର ପାଣି (୪୫) ଜଣେ ଦିନମଜୁରିଆ ଭାବେ କାର୍ଯ୍ୟ କରି ପରିବାର ଚଳାଉଥିଲେ। ପରିବାର…

କୁମ୍ଭୀର ନେଇ ଯାଇଥିବା ଗୁଜବ,ସକାଳୁ ଜଣାପଡ଼ିଲା ଅସଲି ସତ…

ପାରାଦୀପ,୨୬।୪(ଶରତ ରାଉତ): ପାରାଦୀପ ଲକଥାନା ଅନ୍ତର୍ଗତ ଚଉମୁହାଣି ନିକଟ ମହାନଦୀରେ ରବିବାର ଭୋରୁ ଜଣେ ମତ୍ସ୍ୟଜୀବୀଙ୍କ ମୃତଦେହକୁ କୁଜଙ୍ଗ ଅଗ୍ନିଶମ ବିଭାଗ ପକ୍ଷରୁ ଉଦ୍ଧାର କରାଯାଇଛି। ମୃତକ…

ନିର୍ବନ୍ଧର ଗୋଟିଏ ଦିନ ପରେ ନିଖୋଜ ହୋଇଯାଇଥିଲେ ସସ୍ମିତା: ପରେ ଘଟିଲା…

ଜଗତ୍‌ସିଂହପୁର, ୨୨ା୪(ପ୍ରମୋଦ କୁମାର ନାୟକ):ଜଗତ୍‌ସିଂହପୁର ଥାନା ଅନ୍ତର୍ଗତ କାଠିଆପଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଏହି ଗାଁର ପ୍ରମୋଦ ଦାସ ଓ ଲକ୍ଷ୍ମୀପ୍ରିୟା ଦାସଙ୍କ ଝିଅ…

ପାରାଦୀପ, କପିଳଯୋରରେ ମାଛ ମଡକ:  ପଚାମାଛ ଗନ୍ଧରେ ସହର…

ପାରାଦୀପ ୧୨।୪(ଶରତ ରାଉତ): ବନ୍ଦର ସହର ପାରାଦୀପ ମଧ୍ୟସ୍ଥଳରେ ଥିବା କପିଳଯୋରରେ ରବିବାର ମାଛ ମଡକ ହୋଇଛି। ସହରର ବଡପଡିଆ ପରିବା ମାର୍କେଟଠାରୁ ଜଗନ୍ନାଥ ମନ୍ଦିର ପର୍ଯ୍ୟନ୍ତ…

କଲେଜ ଫେୟାରଓ୍ବେଲ୍‌ରେ ଯୋଗଦେଇଥିଲେ ତୃପ୍ତିମୟୀ, ଘରକୁ ଫେରିବା ସମୟରେ ଘଟିଲା…

ଜଗତ୍‌ସିଂହପୁର,୨୬ା୩ (ପ୍ରମୋଦ କୁମାର ନାୟକ): ମଙ୍ଗଳବାର ପରୀକ୍ଷା ସରିଲା। ବୁଧବାର ଥିଲା ବିଦାୟକାଳୀନ ଉତ୍ସବ (ଫେୟାର୍‌ଓ୍ବେଲ)। ତେଣୁ ମନରେ ଥିଲା ଅଫୁରନ୍ତ ଆନନ୍ଦ। ନୂଆ ଶାଢ଼ି ପିନ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri