ବ୍ୟାଙ୍କ ଅଫ୍‌ ବରୋଦା ଏଟିଏମ୍‌ ଭାଙ୍ଗିଲେ ଦୁର୍ବୃତ୍ତ

ବଇଣ୍ଡା,୨।୬ (ଡି.ଏନ୍‌.ଏନ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ପାଇକସାହି ଗ୍ରାମରେ ଥିବା ବ୍ୟାଙ୍କ ଅଫ୍‌ ବରୋଦାରୁ ସୋମବାର ରାତିରେ ଲୁଟ୍‌ ଉଦ୍ୟମ ବିଫଳ ହୋଇଛି। କେତେକ ଦୁର୍ବୃତ୍ତ ବ୍ୟାଙ୍କର ମୁଖ୍ୟ ଫାଟକ ତାଲାକୁ ଭାଙ୍ଗି ଭିତରେ ଥିବା ଏଟିଏମ୍‌କୁ ମଧ୍ୟଭାଙ୍ଗି ଦେଇଛନ୍ତି। ଏଥିସହିତ ବ୍ୟାଙ୍କରେ ଥିବା ୨ଟି କମ୍ପ୍ୟୁଟର ନେଇ ଯାଇଛନ୍ତି। ସକାଳୁ ବ୍ୟାଙ୍କ କର୍ମଚାରୀ ପହଞ୍ଚିବା ପରେ ଚୋରି ହୋଇଥିବା ଜାଣି ସ୍ଥାନୀୟ ଥାନାକୁ ଜଣାଇଥିଲେ। ଖବରପାଇ ଠାକୁର ଗୋଡ଼ା ଆଇଆଇସି ଗବାକ୍ଷ ନାୟକ ସାଇଣ୍ଟଫିକ୍‌ଟିମ୍‌ ସହ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ତେବେ ବ୍ୟାଙ୍କରୁ କେତେ ଟଙ୍କା ଲୁଟ୍‌ ହୋଇଛି ତାହା ସ୍ପଷ୍ଟ ଜଣା ପଡ଼ିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ ଦାସ

ଭୁବନେଶ୍ବର,୨୫।୩: ଚର୍ଚ୍ଚାର ଅନ୍ତ ଘଟିଲା ।  ବିଜେଡିକୁ ଫେରିଲେ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ । କିଛି ଦିନ ହେବ ସେମାନେ ବିଜେଡିରେ ସାମିଲ…

ସ୍ବାଧୀନତାର ଦୀର୍ଘବର୍ଷ ପରେ ବି ଏହି ୭ ଗାଁକୁ ହୋଇନି ବିଦ୍ୟୁତ୍‌ ସଂଯୋଗ, ଦାବିପତ୍ର ଦେଇ…

ବଞ୍ଚୋ,୨୫ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅନ୍ତର୍ଗତ ଶାମୁକା ନେଣ୍ଡି ପଞ୍ଚାୟତର ଉପରନଟିଆ, ଖଣ୍ଡିତଳ, ବାରଶାଡାହି, ଲକ୍ଷ୍ମଣଡାହି, ବାଇବୃରୁ, ଫନଡାହି, ପଠାଣଡାହି ଆଦି ୭ଟି…

ଘୁମୁସର ବନଖଣ୍ଡରୁ ୨୦୪ ଖଣ୍ଡ କାଠ ଯିବ ପୁରୀ 

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ଓ ଦକ୍ଷିଣ ବନଖଣ୍ଡରୁ ଚଳିତ ବର୍ଷ ରଥ ନିର୍ମାଣପାଇଁ ପୁରୀ ରଥଯାତ୍ରାକୁ ୨୦୪ ଖଣ୍ଡ କାଠଯିବ।…

ICC Rankings: ବିନା ଖେଳରେ ସୂର୍ଯ୍ୟକୁମାର ଯାଦବଙ୍କୁ ମିଳିଲା ଫାଇଦା, ପୁଣି ଥରେ…

ନୂଆଦିଲ୍ଲୀ,୨୫।୩: ICC ପୁଣିଥରେ ତା’ର ସଦ୍ୟତମ ରାଙ୍କିଙ୍ଗ ପ୍ରକାଶ କରିଛି । ଯଦିଓ ପୂର୍ବ ଅପଡେଟ୍ ପରଠାରୁ ବହୁତ ଟି-୨୦ ମ୍ୟାଚ୍ ହୋଇନାହିଁ – ଅର୍ଥାତ୍ ଏଥିରେ କୌଣସି…

ପେନ୍‌ସନ୍‌ଭୋଗୀଙ୍କ ମୌଳିକ ଅଧିକାରକୁ କ୍ଷୁଣ୍ଣ କରୁଛି ଭ୍ୟାଲିଡେସନ ଆକ୍ଟ, ପ୍ରତ୍ୟାହାର ଦାବି ନେଇ…

କେନ୍ଦୁଝର,୨୫ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଅବସରପ୍ରାପ୍ତ ମାଧ୍ୟମିକ ଶିକ୍ଷକ ଓ ଶିକ୍ଷା କର୍ମଚାରୀ ସଂଘ ପକ୍ଷରୁ ଭାରତ ସରକାରଙ୍କ ଦ୍ୱାରା ୨୫ ମାର୍ଚ୍ଚ ୨୦୨୫ରେ ପାରିତ…

ଦିଗପହଣ୍ଡିରେ କାଳବୈଶାଖୀ: ଝଡ଼ବର୍ଷା ସାଙ୍ଗକୁ ପଡ଼ିଲା କୁଆପଥର

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ଟାରୁ ସାଢ଼େ ୨ ଯାଏ କାଳ ବୈଶାଖୀ…

୪ହଜାର ଟଙ୍କା ଲାଞ୍ଚ ନଦେଲେ କାମ ହେବନି ବୋଲି କହିଥିଲେ, ଆଜିଗଲେ ଜେଲ୍

ଭୁବନେଶ୍ୱର,୨୫।୩: ଭୁବନେଶ୍ୱର ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକ କାର୍ଯ୍ୟାଳୟର ଅଡିଟର୍‌ ଅମ୍ବିକା ପ୍ରସାଦ ରଥଙ୍କୁ ବୁଧବାର ଗିରଫ କରାଯାଇଛି। ମଙ୍ଗଳବାର ୪ ହଜାର ଟଙ୍କା ଲାଞ୍ଚ ନେଲା ବେଳେ…

ବ୍ୟବସାୟୀଙ୍କ ଘରେ କଳାକନା ବୁଲାଇଲେ ଲୁଟେରା, ସୁନା ଅଳଙ୍କାର ସହ ନଗଦ ଲୁଟିନେଲେ …

ବ୍ରହ୍ମପୁର,୨୫ା୩(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ବଡ଼ବଜାର ଥାନା ଅନ୍ତର୍ଗତ ପ୍ରେମନଗର ୭ ଲାଇନରେ ରହୁଥିବା ବିଶିଷ୍ଟ ବ୍ୟବସାୟୀ ପୁ. ପ୍ରଭାକରଙ୍କ ଘରେ ଲୁଟେରାମାନେ କଳାକନା ବୁଲାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri