ବ୍ୟାଙ୍କ ଲୁଟ୍‌ ଉଦ୍ୟମ ବିଫଳ : ସାଇରନ ବାଜିବାରୁ ଛାଡ଼ି ପଳାଇଲେ ଲୁଟେରା

ଢେଙ୍କାନାଳ ଅଫିସ, ୨୪ା୬: ଢେଙ୍କାନାଳ ଗ୍ରାମ୍ୟ ବ୍ୟାଙ୍କ ମୁଖ୍ୟ ଶାଖାରୁ ରବିବାର ବିଳମ୍ବିତ ରାତିରେ ଲୁଟ୍‌ ଉଦ୍ୟମବେଳେ ସାଇରନ୍‌ ବାଜିବାରୁ ଲୁଟେରାମାନେ ଛାଡ଼ି ପଳାଇଛନ୍ତି। ତାଲା ଭାଙ୍ଗି ଷ୍ଟ୍ରଙ୍ଗ୍‌ରୁମ୍‌ ତାଡ଼ି ଖୋଲିବା ପରେ ସାଇରନ ବାଜିବାରୁ ସମ୍ମୁଖରେ ଥିବା ଟାଉନ୍‌ ପୋଲିସ ଷ୍ଟେସନ ଓ ପାଟ୍ରୋଲିଂ କରୁଥିବା ପୋଲିସ ପହଞ୍ଚିଯିବାରୁ ଲୁଟେରାମାନେ ପଳାଇଥିଲେ। ବ୍ୟାଙ୍କ ଭିତରୁ କଟର, ପେଚକସ ଓ ଅନ୍ୟାନ୍ୟ ସାମଗ୍ରୀ ଜବତ କରିଛି ପୋଲିସ। ସନ୍ଧାନୀ କୁକୁର ସହ ତଦନ୍ତ ଆରମ୍ଭ ହୋଇଛି। ପ୍ରକାଶଥାଉ କି, ୨୦୧୬ ନଭେମ୍ବରରେ ୧ ଏହି ବ୍ୟାଙ୍କରୁ ୧ କୋଟି ୧୮ ଲକ୍ଷ ପୁରୁଣା ନୋଟ୍‌ ଲୁଟ୍‌ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଆଜି ପରମାଣୁ ସ୍ଥାନର ଠିକଣା ଦେବେ ଭାରତ-ପାକିସ୍ତାନ, ଯୁଦ୍ଧ ନେଇ ସଙ୍କେତ!

ନୂଆଦିଲ୍ଲୀ,୧।୧: ଆମର ପଡ଼ୋଶୀ ଏବଂ ଶତ୍ରୁ ପାକିସ୍ତାନର କାର୍ଯ୍ୟକଳାପ ସମସ୍ତଙ୍କୁ ଜଣା। ତେବେ ଆଜି ଉଭୟ ଦେଶ ପରସ୍ପର ସହିତ ଏକ ତାଲିକା ବାଣ୍ଟିବେ, ଯେଉଁଥିରେ...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା

ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri