ବ୍ୟାଙ୍କଗୁଡିକର ମୋଟ୍‌ ଏନ୍‌ପିଏ ୯.୧%କୁ ଖସିଲା

ନୂଆଦିଲ୍ଲୀ,୨୫-୧୨: ଦେଶର ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକର ମୋଟ ଅନାଦାୟ ଋଣ (ଏନ୍‌ପିଏ) ପରିମାଣ ସେପ୍ଟେମ୍ବର ଶେଷ ସୁଦ୍ଧା ୯.୧%କୁ ଖସିଛି। ଏହା ଆର୍ଥତ୍କ ବର୍ଷ ୨୦୧୭-୧୮ରେ ୧୧.୨% ରହିଥିଲା। ୨୦୧୭-୧୮ ଆର୍ଥତ୍କ ବର୍ଷରେ ବ୍ୟାଙ୍କଗୁଡିକର ନେଟ୍‌ ଏନ୍‌ପିଏ ୬% ରହିଥିବା ବେଳେ ଏହା ୨୦୧୮-୧୯ରେ ୩.୭% ରହିଛି। ଗତ ୭ ବର୍ଷ ଧରି ଏନ୍‌ପିଏ ପରିମାଣ ବଢିବା ପରେ ୨୦୧୮-୧୯ରେ ବ୍ୟାଙ୍କଗୁଡିକର ମୋଟ ଏନ୍‌ପିଏ ୯.୧%କୁ ଖସିଥିବା ରିଜର୍ଭ ବ୍ୟାଙ୍କ ପକ୍ଷରୁ ଏକ ରିପୋର୍ଟରେ ଉଲ୍ଲେଖ ରହିଛି। ଚଳିତ ଆର୍ଥତ୍କ ବର୍ଷରେ ଏହି ସଂଖ୍ୟା ସ୍ଥିର ରହିବ ବୋଲି କେନ୍ଦ୍ରୀୟ ବ୍ୟାଙ୍କ ପକ୍ଷରୁ ଏକ ବିବୃତ୍ତିରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

ଅଟୋ ସେକ୍ଟର ହେବ ମାଲାମାଲ! ସରକାର ୪,୦୦୦ କୋଟି ଯୋଜନା…

ନୂଆଦିଲ୍ଲୀ,୪।୮: ଭାରତୀୟ ଅଟୋମୋବାଇଲ ଶିଳ୍ପ ବର୍ତ୍ତମାନ ଏକ ପ୍ରମୁଖ ପ୍ରଯୁକ୍ତିବିଦ୍ୟା ଏବଂ ସାଂରଚନିକ ପରିବର୍ତ୍ତନ ଦେଇ ଗତି କରୁଛି। ବୈଦ୍ୟୁତିକ ଯାନ (EVs) ପାଇଁ ବର୍ଦ୍ଧିତ ଚାହିଦା…

୧୬ ଅଗଷ୍ଟ ସୁଦ୍ଧା ସାରିଦିଅନ୍ତୁ ଏହି କାମ, ନଚେତ୍ ମିଳିନପାରେ ଗ୍ୟାସ ସିଲିଣ୍ଡର

ନୂଆଦିଲ୍ଲୀ,୪।୮: ଏଲପିଜି ଗ୍ରାହକମାନେ ଅଗଷ୍ଟ ୧୫ ପୂର୍ବରୁ ସେମାନଙ୍କର ଇ-କେୱାଇସି କରିବା ବାଧ୍ୟତାମୂଳକ ରହିଛି । ସମୟ ମଧ୍ୟରେ ଇ-କେୱାଇସି ପୂରଣ ନକଲେ ଅଧିକ ମୂଲ୍ୟରେ ସିଲିଣ୍ଡର…

ଟିପିସିଓଡିଏଲ୍‌ ପକ୍ଷରୁ ଘର ଛାତରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ

ଭୁବନେଶ୍ୱର, ୩ା୮: ପିଏମ୍‌ ସୂର୍ଯ୍ୟଘର, ମୁଫ୍‌ତ ବିଜ୍‌ଲି ଯୋଜନା ଅଧୀନରେ ୫୦,୦୦୦ରୁ ଅଧିକ ରୁଫ୍‌ଟପ୍‌ ସୋଲାର (ଆର୍‌ଟିଏସ୍‌) ସ୍ଥାପନ କରିବାରେ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌…

EPFOକୁ ନେଇ ଆସିଲା ବଡ଼ ଖବର: ସରକାର ବଢାଇଲେ…

ନୂଆଦିଲ୍ଲୀ,୩।୮: ବହୁ ଦିନ ଧରି ବିଭିନ୍ନ କର୍ମଚାରୀ ସଂଗଠନଗୁଡ଼ିକ EPS ଦରମା ସୀମା ବୃଦ୍ଧି ଦାବିକୁ ଅର୍ଥ ମନ୍ତ୍ରଣାଳୟ ସମ୍ପ୍ରତି ଅନୁମୋଦନ କରିଛି। ଏହି ନିଷ୍ପତ୍ତି କର୍ମଚାରୀମାନଙ୍କ…

ବଦଳିଲା ୟୁପିଆଇ ପେମେଣ୍ଟ ନିୟମ, ଟ୍ରାଞ୍ଜାକ୍ସନ୍ ପୂର୍ବରୁ ବ୍ୟାଙ୍କ ପଚାରିବ Yes/No ପ୍ରଶ୍ନ…

ନୂଆଦିଲ୍ଲୀ,୩।୮: ଆପଣଙ୍କର ପରବର୍ତ୍ତୀ UPI ପେମେଣ୍ଟ (Payment) ହୁଏତ ସବୁବେଳେ ଗୋଟିଏ ଟ୍ୟାପ୍‌ରେ ସମ୍ପୂର୍ଣ୍ଣ ନହୋଇପାରେ। ଦେଶରେ ବୃଦ୍ଧି ପାଉଥିବା ଡିଜିଟାଲ୍‌ ପେମେଣ୍ଟ ଠକେଇକୁ ରୋକିବା ଏବଂ…

ବଜାରରେ ହଲଚଲ୍! ଫୁଡ୍ ଡେଲିଭରି ବଜାରକୁ ଏଣ୍ଟ୍ରି କରିବ ଫ୍ଲିପକାର୍ଟ, Zomato-Swiggyକୁ କଡ଼ା ଟକ୍କର

ନୂଆଦିଲ୍ଲୀ,୨।୮:ଇ-କମର୍ସ କମ୍ପାନୀ ଫ୍ଲିପକାର୍ଟ ବର୍ତ୍ତମାନ ଖାଦ୍ୟ ବିତରଣ (ଫୁଡ୍ ଡେଲିଭରି) ବ୍ୟବସାୟକୁ ଓହ୍ଲାଇବା ପାଇଁ ପ୍ରସ୍ତୁତି ଚଳାଇଛି। କମ୍ପାନୀ ପାଖାପାଖି ଅଗଷ୍ଟ ୧୫ ତାରିଖରୁ ବେଙ୍ଗାଲୋରରୁ ନିଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri