ବ୍ୟାଙ୍କରେ କମିଛି ୧ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ୱ ଠକେଇ

ନୂଆଦିଲ୍ଲୀ,୨୬-୬: ବ୍ୟାଙ୍କରେ ୧ ଲକ୍ଷ ବା ତା’ଠାରୁ ଊର୍ଦ୍ଧ୍ୱ ଟଙ୍କାର ଠକେଇ ପରିମାଣ ୨୦୧୬-୧୭ରୁ ହ୍ରାସ ପାଇଛି। ୨୦୧୬-୧୭ରେ କେବଳ ୨୫,୮୮୪ କୋଟି ଟଙ୍କାର ଏହି ପରିମାଣ ଠକେଇ ହୋଇଥିବା ଆର୍‌ବିଆଇ ନିକଟରେ ଅଭିଯୋଗ ହୋଇଛି। ତେବେ ଏହି ପରିମାଣ ୨୦୧୭-୧୮ରେ ହ୍ରାସ ପାଇ ୯୮୬୬ କୋଟି ଟଙ୍କା ଏବଂ ୨୦୧୮-୧୯ରେ ୬୭୩୫ କୋଟି ଟଙ୍କାକୁ କମିଛି ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ମଙ୍ଗଳବାର ରାଜ୍ୟସଭାରେ କହିଛନ୍ତି। ସେ କହିଛନ୍ତି ଯେ, ବ୍ୟାଙ୍କ ଠକେଇକୁ ରୋକିବା ଲାଗି ସମନ୍ବିତ ପଦକ୍ଷେପ ନିଆଯିବା ଦ୍ୱାରା ଏହା କ୍ରମାଗତ ହ୍ରାସ ପାଇଚାଲିଛି। ଏହି ଅବସରରେ ସେ କହିଛନ୍ତି ଯେ, ୩୧୫୪ ଜଣ ଓ୍ବିଲ୍‌ଫୁଲ ଡିଫଲ୍ଟରଙ୍କ ବିରୋଧରେ ବ୍ୟାଙ୍କଗୁଡ଼ିକ ପକ୍ଷରୁ ଏତଲା ଦାଏର ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ବଦଳରେ ଏହି ଖେଳାଳିଙ୍କୁ ସୁଯୋଗ; ରାଜସ୍ଥାନ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଯୁବ ଓପନର!

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍‌ ମ୍ୟାନେଜମେଣ୍ଟ…

ଏଲପିଜିକୁ ନେଇ ରାଜ୍ୟ ସରକାରଙ୍କୁ ମୋଦିଙ୍କ ବଡ଼ ନିର୍ଦ୍ଦେଶ, ଏପ୍ରିଲ ୧୩…

ନୂଆଦିଲ୍ଲୀ,୧୪।୪: ମଧ୍ୟପ୍ରାଚ୍ୟର ବର୍ତ୍ତମାନର ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପେଟ୍ରୋଲ, ଡିଜେଲ କିମ୍ୱା ଅନ୍ୟାନ୍ୟ ପେଟ୍ରୋଲିୟମ ଉତ୍ପାଦର କୌଣସି ଅଭାବ…

ବାଇକ୍‌ରେ ଆସୁଥିବା ବେଳେ ଧକ୍କା ଦେଲା ପିକ୍‌ଅପ୍‌: ଚାଲିଗଲା ମା’-ବାପା,ଦେଢ଼ ବର୍ଷର ପୁଅର ଜୀବନ; ଉତ୍ତ୍ୟକ୍ତ ଲୋକେ…

ବଲାଙ୍ଗୀର,୧୪।୪(ସୁନିଲ କୁମାର ମହାନ୍ତି):  ପିକ୍‌ଅପ୍‌ ଧକ୍କାରେ ବାପା ପୁଅ ମୃତ। ମା’ ଗୁରୁତର। ଏପରି ଏକ ଦୁଖଦ ଘଟଣା ଘଟିଛି ବଲାଙ୍ଗୀର-ସୋନପୁର ଏନ୍‌.ଏଚ୍‌ ୫୭ ର ଟୋଲଗେଟ…

୬ ମାସ ପୂର୍ବରୁ ଶାହା ଲେଖିଥିଲେ ନୀତିଶଙ୍କ ବିଦାୟର ସ୍କ୍ରିପ୍ଟ? ସତ ହୋଇଗଲା ସଙ୍କେତ, ନିର୍ବାଚନ ସମୟରେ ହିଁ…

ପାଟନା,୧୪।୪: ବିହାର ରାଜନୀତିରେ ମଙ୍ଗଳବାର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ବିହାରରେ ’ନୀତିଶ ଯୁଗ’ର…

୪୦ମିନିଟ ଧରି କଥା ହେଲେ ମୋଦି-ଟ୍ରମ୍ପ, ଯୁଦ୍ଧକୁ ନେଇ କହିଦେଲେ ବଡ଼କଥା!

ନୂଆଦିଲ୍ଲୀ,୧୪।୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ବିଫଳ ହେବା ପରେ, ମଙ୍ଗଳବାର ଦିନ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…

ବେଦାନ୍ତ ପାଓ଼୍ବାର ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୯ ମୃତ ୪୦ରୁ ଅଧିକ ଆହତ

ରାୟପୁର,୧୪।୪: ବେଦାନ୍ତ ଲିମିଟେଡର ପାଓ଼୍ବାର ପ୍ଲାଣ୍ଟରେ ବିସ୍ଫୋରଣ ଘଟି ୯ଜଣଙ୍କ ମୃତ୍ୟୁ। ଏପରି ଅଭାବନୀୟ ଘଟଣା ଘଟିଛି ଛତିଶଗଡ଼ର ସକ୍ତି ଜିଲାରେ ଏକ ପାଓ଼୍ବାର ପ୍ଲାଣ୍ଟରେ। ଯେଉଁଠି…

ଦେଶର ଏହି ରାଜ୍ୟରେ ମୁଖ୍ୟମନ୍ତ୍ରୀ ପଦ ପାଇନି ଭାଜପା; ସଂଖ୍ୟା ଜାଣିଲେ ତାଜୁବ ହେବେ…

୧୪ ଏପ୍ରିଲ ୨୦୨୬ ବିହାର ରାଜନୀତିରେ ଏକ ପ୍ରମୁଖ ପରିବର୍ତ୍ତନର କାରଣ ହୋଇଥିଲା। ବିଶେଷକରି, ସମ୍ରାଟ ଚୌଧୁରୀଙ୍କୁ ବିହାରରେ ଭାଜପା ବିଧାୟକ ଦଳର ନେତା ଭାବରେ ନିର୍ୱାଚିତ…

Samsungରୁ Xiaomi ଯାଏ ହେଲା ମହଙ୍ଗା! ଆପଣଙ୍କର ପ୍ରିୟ ବ୍ରାଣ୍ଡର ସ୍ମାର୍ଟଫୋନର ଏତେ ବଢିଗଲା ଦାମ୍‌

ଯଦି ଆପଣ ଏହି ମାସରେ ଏକ ନୂତନ ସ୍ମାର୍ଟଫୋନ କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପକେଟକୁ ଟିକେ ଝଟ୍‌କା ଲାଗିପାରେ। ଏପ୍ରିଲ ମାସରେ, ପ୍ରାୟ ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri