ବ୍ୟାଙ୍କିଙ୍ଗ୍‌ ଉଦ୍ୟୋଗ ମହଙ୍ଗା ଭତ୍ତା ୭୬.୧%

ଭୁବନେଶ୍ୱର,୧-୫: ଦେଶର ଶିଳ୍ପ ଶ୍ରମିକଙ୍କ ଲାଗି ଉଦ୍ଦିଷ୍ଟ ହାରାହାରି ଖାଉଟି ମୂଲ୍ୟ ସୂଚୀ ଫେବୃୟାରୀରେ ୩୨୮ ପଏଣ୍ଟ ଥିଲା। ଏଥିରେ ୨ ପଏଣ୍ଟ ହ୍ରାସ ଘଟି ମାର୍ଚ୍ଚରେ ୩୨୬ ପଏଣ୍ଟ ରହିଛି। ତାଳଚେର ଏବଂ ଅନୁଗୋଳରେ ଏହା ୩୪୬ ପଏଣ୍ଟରେ ଅପରିବର୍ତ୍ତିତ ରହିଛି। ରାଉରକେଲାରେ ଏହା ୩୩୩ ପଏଣ୍ଟ ଥିବା ବେଳେ ଏଥିରେ ୪ ପଏଣ୍ଟ ହ୍ରାସ ହୋଇ ୩୨୯ ପଏଣ୍ଟ ରହିଛି। ବର୍ତ୍ତମାନ ବ୍ୟାଙ୍କ କର୍ମଚାରୀମାନେ ୭୫.୯ % ମହଙ୍ଗା ଭତ୍ତା ପାଉଛନ୍ତି। ଏଥିରେ ୦.୨% ବୃଦ୍ଧି ଘଟି ୭୬.୧% ହୋଇଛି। ଏହା ମେ ମାସ ପହିଲାରୁ ଲାଗୁ ହେବ। ବୀମା କର୍ମଚାରୀମାନେ ବର୍ତ୍ତମାନ ୬୯.୨% ମହଙ୍ଗା ଭତ୍ତା ଲାଭ କରୁଛନ୍ତି। ସେମାନଙ୍କର ମଧ୍ୟ ଡିଏରେ ୦.୨% ବୃଦ୍ଧି ଘଟି ୬୯.୪% ହୋଇଛି। ଏହି ବର୍ଦ୍ଧିତ ଡିଏ ସେମାନେ ମେ ପହିଲାରୁ ପାଇବେ। ରାଷ୍ଟ୍ରାୟତ୍ତ ଉଦ୍ୟୋଗ କର୍ମଚାରୀମାନେ ବର୍ତ୍ତମାନ ୧୬୦.୭% ମହଙ୍ଗା ଭତ୍ତା ପାଉଛନ୍ତି। ଏଥିରେ ୨.୬% ହ୍ରାସ ଘଟି ୧୫୮.୦୫% ହୋଇଛି। ଏହି ବର୍ଦ୍ଧିତ ଡିଏ ସେମାନେ ଜୁଲାଇ ପହିଲାରୁ ପାଇବେ। ସରକାରୀ କର୍ମଚାରୀମାନେ ୧୭% ମହଙ୍ଗା ଭତ୍ତା ପାଉଛନ୍ତି। ଏଥିରେ ୭% ବୃଦ୍ଧି ଘଟି ୨୪% ହୋଇଛି। ଏମାନେ ଜୁଲାଇ ପହିଲାରୁ ଏହି ବର୍ଦ୍ଧିତ ଡିଏ ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ ହେଲେ ଅଷ୍ଟ୍ରେଲିଆର ଏହି ଖେଳାଳି

ଆଡିଲେଡ୍‌,୨୮ା୧୨: ପୂର୍ୱତନ ଅଷ୍ଟ୍ରେଲିଆନ୍‌ ଫାଷ୍ଟ ବୋଲର ବ୍ରେଟ୍‌ ଲି’ଙ୍କୁ ରବିବାର ଅଷ୍ଟ୍ରେଲିଆନ କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ କରାଯାଇଛି। ଘାତକ ପେସ୍‌ ସାଙ୍ଗକୁ ଆଦର୍ଶ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ଦୁର୍ଗମ ଗାଁକୁ ଯାଇ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଏମ୍‌ପି

ଲାଞ୍ଜିଗଡ଼, ୨୮ା୧୨(ରମେଶ ଚନ୍ଦ୍ର ନାୟକ): ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ରବିବାର କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତର ଦୁର୍ଗମ ତୁର୍କା ଗାଁ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri