ବ୍ୟାଙ୍କ୍‌ ମ୍ୟାନେଜରଙ୍କ ଘରୁ ଡକାୟତି : ଦୁର୍ବୃତ୍ତ ଲୁଟିନେଲେ ୨୦ ହଜାର ଟଙ୍କା, ସୁନା ଗହଣା

ଭୁବନେଶ୍ୱର,୨୩।୧୦(ବ୍ୟୁରୋ)/ ପୁରୁଣା ଭୁବନେଶ୍ୱର (ଡି.ଏନ.ଏ): ଶ୍ରୀଲିଙ୍ଗରାଜ ଥାନା ଅଧୀନ ସାମନ୍ତରାପୁର ଦିବ୍ୟବିହାର ଲେନ୍‌-୭ ପ୍ଲଟ ନଂ. ୫୩/୧୩୯ରେ ଭଡ଼ା ରହୁଥିବା ବ୍ୟାଙ୍କ୍‌ ମ୍ୟାନେଜର ଶର୍ମିଷ୍ଠା ସ୍ବାଇଁଙ୍କ ଘରୁ ସୋମବାର ବିଳମ୍ବିତ ରାତିରେ ଲୁଟ୍‌ ହୋଇଛି। ଘରେ ଶୋଇଥିବା ତାଙ୍କ ଶାଶୁ ଓ ଶ୍ୱଶୁରଙ୍କ ରୁମ୍‌ କବାଟକୁ ବାହାର ପଟୁ କପଡ଼ାରେ ବାନ୍ଧି ଦୁର୍ବୃତ୍ତମାନେ ୨୦ ହଜାର ଟଙ୍କା ଓ ୫ଲକ୍ଷ ଟଙ୍କାର ସୁନା ଗହଣା ଲୁଟି ନେଇଛନ୍ତି। ଏ ନେଇ ମଙ୍ଗଳବାର ଶ୍ରୀଲିଙ୍ଗରାଜ ଥାନାରେ ଶର୍ମିଷ୍ଠା ଅଭିଯୋଗ କରିବା ପରେ ପୋଲିସ ଏକ କେସ୍‌ (ନଂ.-୨୦୩/୧୯) ରୁଜୁ କରି ସାଇଣ୍ଟିଫିକ୍‌ ଟିମ୍‌ ସହ ଘଟଣାସ୍ଥଳକୁ ଯାଇ ତଦନ୍ତ କରିଛି। ଏହି ଘଟଣାରେ ସ୍ଥାନୀୟ ଅଞ୍ଚଳର କେତେଜଣ ଯୁବକଙ୍କ ହାତଥିବା ସନ୍ଦେହ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri