ବ୍ୟାୟାମ ପୂର୍ବରୁ ଓ ପରେ

ବ୍ୟାୟାମ କରିବା ପୂର୍ବରୁ ଆମେ ଫିଟ୍‌ ରହିବା ନିହାତି ଜରୁରୀ। ଯଦି ଅସୁସ୍ଥ ରହିବା ସତ୍ତ୍ୱେ ଆମେ ବ୍ୟାୟାମ କରୁ ତେବେ ଏହାର ଖରାପ ପ୍ରଭାବ ଶରୀର ଉପରେ ପଡ଼ିଥାଏ। ତେଣୁ ଏହାପୂର୍ବରୁ ନିଜକୁ ଉଭୟ ଶାରୀରିକ ଏବଂ ମାନସିକ ସ୍ତରରେ ଫିଟ୍‌ ରଖନ୍ତୁ। ପ୍ରତିଦିନ କେତେବେଳେ ଏବଂ କେତେ ସମୟ ବ୍ୟାୟାମ କରିବେ ସେ ନେଇ ସମୟ ନିର୍ଘଣ୍ଟ ସ୍ଥିର କରନ୍ତୁ। ଯଦି ବ୍ୟାୟାମ ସମ୍ପର୍କିତ ଆପଣଙ୍କର ସବିଶେଷ ଜ୍ଞାନ ନାହିଁ ତେବେ ଜଣେ ବ୍ୟାୟାମ ବିଶେଷଜ୍ଞଙ୍କ ସହ ପରାମର୍ଶ କରିବାକୁ ଭୁଲନ୍ତୁ ନାହିଁ। ବ୍ୟାୟାମ କରିବା ପୂର୍ବରୁ ନିଜର ନିତ୍ୟକର୍ମ ଶେଷ କରନ୍ତୁ। ଏହାପୂର୍ବରୁ ଅଳ୍ପ ପାଣି ପିଇପାରନ୍ତି। ହେଲେ କିଛି ଖାଆନ୍ତୁ ନାହିଁ। ଏପରି ବ୍ୟାୟାମ କରନ୍ତୁ ନାହିଁ, ଯାହାର କୁପ୍ରଭାବ ଶରୀର ଉପରେ ପଡ଼ିବ। ବ୍ୟାୟାମ କରିବା ସମୟରେ ଯଦି ହାଲିଆ ଲାଗିଲା ତେବେ କିଛି ସମୟ ବିଶ୍ରାମ ନିଅନ୍ତୁ। ସକାଳୁ ଅତିକମ୍‌ରେ ଅଧଘଣ୍ଟାଏ ଚାଲନ୍ତୁ। ସବୁଠାରୁ ଖାସ୍‌ କଥା ହେଲା, ପ୍ରଦୂଷଣମୁକ୍ତ ଅଞ୍ଚଳରେ ହିଁ ବ୍ୟାୟାମ କରନ୍ତୁ। ବ୍ୟାୟାମ ଶେଷ କରିବାର କିଛି ସମୟ ପରେ ଆପଣ ଜୁସ୍‌ କିମ୍ବା ପାଣି ପିଇପାରନ୍ତି। ଯଦି ପାଗ ଖରାପ ଅଛି ତେବେ ଘରେ ହାଲକା ଫୁଲକା ବ୍ୟାୟାମ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଆହ୍ବାନକାରୀ ଜେନ୍‌ ଜି ପ୍ରାର୍ଥୀ

ଚଳିତ ମାସ ୯ ତାରିଖରେ ଆସାମ ବିଧାନସଭାର ୧୨୬ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେଠାକାର ଯେଉଁ କେତୋଟି ହାଇପ୍ରୋଫାଇଲ ଆସନ ରହିଛି ତନ୍ମଧ୍ୟରୁ ଚର୍ଚ୍ଚିତ…

ସଭ୍ୟତାର ସୁରକ୍ଷା, ଜଳର ଗୁଣବତ୍ତା

କୌଣସି ସଭ୍ୟତାର ଅଭ୍ୟୁଦୟ ଓ ବିନାଶର କାହାଣୀ ସେହି ସମୟର ଜଳସମ୍ପଦ ସହିତ ଜଡ଼ିତ। ମାନବ ଜାତିର ଅସ୍ତିତ୍ୱ ତଥା ସରଂକ୍ଷଣ ପାଇଁ ଜଳର ଗୁଣବତ୍ତା (ଶୁଦ୍ଧ…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ଯୁଦ୍ଧବିରତି ମଧ୍ୟରେ ଉତ୍ସବ ମନାଇଲା ଇରାନ: ପତାକା ଧରି ରାସ୍ତାକୁ ଓହ୍ଲାଇଲେ ଲୋକେ

ତେହରାନ୍‌,୮।୪: ୪୦ ଦିନ ପରେ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣା କରାଯାଇଛି। ଏହା ପରେ ଇରାନ ଉତ୍ସବମୁଖର ହୋଇ ଉଠିଛି। ତେହରାନ୍‌ର…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri