ଭଉଣୀଙ୍କ ସହ ଏଥର ଜନ୍ମଦିନ ପାଳିବେ ଭାଇଜାନ

ବଲିଉଡ୍‌ ଭାଇଜାନ ସଲମାନ ଖାନ୍‌ ଡିସେମ୍ବର ୨୭ରେ ନିଜର ୫୪ତମ ଜନ୍ମଦିନ ପାଳନ କରିବାକୁ ଯାଉଛନ୍ତି। ଏଥିପାଇଁ ସଲ୍ଲୁଙ୍କ ଘରେ ଖାସ୍‌ ପ୍ରସ୍ତୁତି ଆରମ୍ଭ ହୋଇଛି। ଏଥର ଘରେ ଛୋଟ ପାର୍ଟିର ଆୟୋଜନ କରାଯାଉଛି। ବ୍ୟସ୍ତ କାର୍ଯ୍ୟସୂଚୀ ଭିତରେ ଭଉଣୀ ଅର୍ପିତାଙ୍କୁ ସମୟ ଦେଇପାରୁ ନ ଥିବାରୁ ଏଥର ଜନ୍ମଦିନ ତାଙ୍କ ବିତାଇବେ ବୋଲି ସଲମାନ କହିଛନ୍ତି। ଅର୍ପିତା ଦ୍ୱିତୀୟ ସନ୍ତାନର ମା’ ହେବାକୁ ଯାଉଛନ୍ତି। ତେଣୁ ଶୁଟିଂ ଭିତରେ ତାଙ୍କ ଯତ୍ନ ନେଇପାରୁନାହିଁ ବୋଲି ଦବଙ୍ଗ-୩ର ପ୍ରମୋଶନ ଅବସରରେ ସଲ୍ଲୁ କହିଛନ୍ତି। ସେପଟେ ଅର୍ପିତା ଡିସେମ୍ବର ୨୭ ଅର୍ଥାତ୍‌ ସଲମାନଙ୍କ ଜନ୍ମଦିନରେ ହିଁ ଦ୍ୱିତୀୟ ସନ୍ତାନ ଜନ୍ମ ଦେବାକୁ ଚାହୁଁଛନ୍ତି ବୋଲି ବି-ଟାଉନରେ ଚର୍ଚ୍ଚା ଚାଲିଛି। ସଲମାନଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ଦବଙ୍ଗ-୩ ଡିସେମ୍ବର ୨୦ରେ ସାରା ଦେଶରେ ରିଲିଜ୍‌ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…

‘ଏହା କେବଳ ଟ୍ରେଲର ମାତ୍ର… ପିକ୍ଚର ଏବେବି ବାକି ଅଛି’, AAPକୁ ନେଇ ନୂଆ ଭିଡ଼ିଓ ଜାରି କଲେ ରାଘବ ଚଢା

ନୂଆଦିଲ୍ଲୀ,୫।୪: ରାଜ୍ୟ ସଭାରେ ଉପନେତା ପଦରୁ ତାଙ୍କୁ ହଟାଇବା ପରେ, ଆମ ଆଦମୀ ପାର୍ଟି (ଆପ) ନେତା ଏବଂ ରାଘବ ଚଢାଙ୍କ ମଧ୍ୟରେ ବାକ ଯୁଦ୍ଧ ତୀବ୍ର…

ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…

କାହିଁକି ଚର୍ଚ୍ଚାରେ ରିୟାନ ପରାଗଙ୍କ ସେଲିବ୍ରେଶନ? ଗୁଜରାଟକୁ ହରାଇବା ପରେ ସେ ପଡ଼ିଆରେ କ’ଣ କରିଥିଲେ? ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୫।୪: ଇଣ୍ଡିଆନ ପ୍ରିମିୟର ଲିଗର ନୂଆ ସିଜିନରେ ଜଣେ ନୂତନ ପୂର୍ଣ୍ଣକାଳୀନ ଅଧିନାୟକଙ୍କ ସହିତ ପ୍ରବେଶ କରି, ରାଜସ୍ଥାନ ରୟାଲ୍ସ କ୍ରିକେଟର ଏକ ଚମତ୍କାର ପ୍ରଦର୍ଶନ କରିଛି।…

ସାପ ଲାଞ୍ଜକୁ ଧରି ଦଉଡ଼ି ପରି ଘୂରାଉଥିଲେ ଯୁବକ, ହଠାତ୍‌ ଘଟିଲା ଏମିତି…

ସାପର ନାଁ ଶୁଣିଲେ ସମସ୍ତଙ୍କୁ ଡର ଲାଗେ। ଏହାର ନାଁ ଶୁଣିଲେ ସବୁଠାରୁ ସାହସୀ ମଣିଷ ମଧ୍ୟ ଭୟରେ ଥରି ଉଠେ। ଯଦି ଜଣେ ଯୁବକ ସେହି…

‘ପାଗଳ ଟ୍ରମ୍ପଙ୍କ ଆକ୍ରମଣ ବନ୍ଦ କର’: କାହାକୁ ଏମିତି କହିଲେ ପୂର୍ବତନ UN ପରମାଣୁ ନୀରିକ୍ଷଣ ମୁଖ୍ୟ

ଓ୍ବାଶିଂଟନ,୫।୪: ଜାତିସଂଘର ପରମାଣୁ ପ୍ରତ୍ୟକ୍ଷ ସଂସ୍ଥାର ପୂର୍ବତନ ମୁଖ୍ୟ ଶନିବାର ଉପସାଗରୀୟ ରାଷ୍ଟ୍ରଗୁଡ଼ିକୁ ମଧ୍ୟପ୍ରାଚ୍ୟକୁ ଅଗ୍ନିଗୋଲାରେ ପରିଣତ କରିବାରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ରୋକିବା ପାଇଁ ଅନୁରୋଧ କରିଛନ୍ତି।…

ବୁଶେହର ପରମାଣୁ କେନ୍ଦ୍ର ଉପରେ ଆକ୍ରମଣ ପରେ ଇରାନର ବଡ଼ ଚେତାବନୀ, କହିଲା ଧ୍ୱଂସ ହୋଇଯିବ ଉପସାଗରୀୟ ରାଷ୍ଟ୍ର

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଆରମ୍ଭ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି, ତଥାପି ଉଭୟ ପକ୍ଷରୁ ପରସ୍ପରର ସ୍ଥିତି ଉପରେ ନିରନ୍ତର ଆକ୍ରମଣ ଜାରି ରହିଛି।…

ଧରିତ୍ରୀର ବଡ଼ ପ୍ରଭାବ: ୭୭ ବର୍ଷର ଅନ୍ଧାର ଚିରି ପହଞ୍ଚିଲା ପ୍ରଶାସନ, ବିକାଶ ଆଶାରେ କେନ୍ଦୁଗୁଡ଼ା-କନ୍ଦାଗୁଡ଼ା

ଥୁଆମୁଳ ରାମପୁର,୫।୪(ଦୁର୍ଗା କୀର୍ତ୍ତି): ସାମ୍ବାଦିକତା ଯେତେବେଳେ ସମାଜର ଅନ୍ତିମ ପାହାଚରେ ଥିବା ମଣିଷର ସ୍ୱର ସାଜେ, ସେତେବେଳେ ପ୍ରଶାସନ ମୁଣ୍ଡ ନୁଆଁଇବାକୁ ବାଧ୍ୟ ହୁଏ। ଏହାର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri