ଭଉଣୀଙ୍କୁ ମାଡ଼ମାରି ଭାଇ ଗିରଫ

ଭୁବନେଶ୍ୱର,୩ା୧୨(ବ୍ୟୁରୋ): ସମ୍ପର୍କୀୟ ଭଉଣୀକୁ ମାଡମାରିବା ଓ ଅସଦାଚାରଣ କରିଥିବା ଅଭିଯୁକ୍ତ ଭାଇଙ୍କୁ ମଞ୍ଚେଶ୍ୱର ଥାନା ପୋଲିସ ସୋମବାର ଗିରଫ କରିଛି। ସେ ହେଲେ ଯାଜପୁର ଜିଲା ମଙ୍ଗରାଜପୁର ଅଞ୍ଚଳର ଲାକୁନ ମଲ୍ଲିକ। ସୂଚନା ମୁତାବକ ଏହି ଥାନା ଅଞ୍ଚଳରେ ଅଭିଯୁକ୍ତ ଲାକୁନାଙ୍କ ରହୁଥିବା ଜଣେ ସମ୍ପର୍କୀୟ ଭଉଣୀଙ୍କ ଘରେ ବିଭିନ୍ନ କାରଣକୁ ନେଇ ସବୁବେଳେ ଝଗଡା ଲାଗୁଥିଲେ। ଗତ ୧୯ ତାରିଖରେ ତାଙ୍କ ଘରେ କେହି ନ ଥିବାବେଳେ ଅଭିଯୁକ୍ତଙ୍କ ପହଞ୍ଚତ୍ ଭଉଣୀଙ୍କୁ ଗାଳିଗୁଲଜ କରି ମାଡ଼ ମାରିବା ସହ ଅସଦାଚରଣ କରିଥିଲେ। ଏ ନେଇ ଥାନରେ ଅଭିଯୋଗ ପରେ ପୋଲିସ ନଂ.୫୪୫/୧୯ରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରି ଲାକୁନଙ୍କୁ ଧରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ଓଡ଼ିଶା ବଜାରରେ ବିକ୍ରି ହେଉଛି ନିମ୍ନମାନର କ୍ଷୀର, ଆପଣ କିଣୁନାହାନ୍ତି ତ ?

ଭୁବନେଶ୍ବର,୧୮।୨: ରାଜ୍ୟରେ ବିକ୍ରି ହେଉଛି ନିମ୍ନ ମାନର ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ। ଏନେଇ ବୁଧବାର ବିଧାନସଭାରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ…

ସରକାରଙ୍କ ବଡ ପଦକ୍ଷେପ: ରସୁଲଗଡ଼ରେ ହେବ ୫୦୦ ମିଟରର ସ୍କାଏୱାକ୍‌

ଭୁବନେଶ୍ବର,୧୮।୨: ରାଜଧାନୀର ଜାତୀୟ ରାଜପଥ-୧୬ରେ ଆଉ ରହିବନି ଦୁର୍ଘଟଣାର ଭୟ। ପଥଚାରୀଙ୍କ ସୁରକ୍ଷା ପାଇଁ ଅଣ୍ଟା ଭିଡିଛି ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ ବା NHAI। ପଳାଶୁଣିରୁ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri