ଭକ୍ତଙ୍କୁ ମନ୍ଦିର, ମସ୍‌ଜିଦ୍‌, ଗୀର୍ଜା ମନା: ଯଥାବିଧି ଚାଲିବ ନୀତିକାନ୍ତି

ଭୁବନେଶ୍ୱର, ୧୯।୩(ବ୍ୟୁରୋ): କରୋନା ମୁକାବିଳା ପାଇଁ ରାଜ୍ୟ ସରକାର ଅଧିକରୁ ଅଧିକ ସତର୍କତା ଅବଲମ୍ବନ କରୁଛନ୍ତି। ରାଜ୍ୟର ସମସ୍ତ ମନ୍ଦିର, ମସ୍‌ଜିଦ୍‌, ଚର୍ଚ୍ଚ, ଗୀର୍ଜା, ଗୁରୁଦ୍ୱାରକୁ ଭକ୍ତଙ୍କ ନିମନ୍ତେ ବନ୍ଦ କରାଯାଇଛି। ଶୁକ୍ରବାରଠାରୁ ଏପ୍ରିଲ ୧ ତାରିଖ ଯାଏ ସବୁ ଧାର୍ମିକ ଜାଗାକୁ ଭକ୍ତଙ୍କ ପାଇଁ ବନ୍ଦ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏହି କଟକଣା କଡ଼ାକଡ଼ି କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଜାରି ହୋଇଛି। ଭକ୍ତଙ୍କ ପାଇଁ ଦର୍ଶନ ବନ୍ଦ ହେବା ସତ୍ତ୍ୱେ ଅନୁଷ୍ଠାନର ଦୈନିକ ନୀତିକାନ୍ତି ଯଥାବିଧି ଚାଲିବ ବୋଲି କୁହାଯାଇଛି। ଗୁରୁବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ଏହି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇବାକୁ ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ବାଇକ୍, ତାପରେ…

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ପଞ୍ଚାୟତ ଗୁଣସାଗର ଗ୍ରାମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଚାହା ପିଇବାକୁ ଘର ନିକଟ ଦୋକାନକୁ…

କାର୍ ଭିତରୁ ୮.୪୭ଲକ୍ଷର ଜାଲ ନୋଟ ଜବତ, ବରଗଡ-ଛତିଶଗଡକୁ ଲମ୍ବିଛି ଚେର

ସୋନପୁର,୧୫।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହର ସ୍ଥିତ ଏସ୍‌ବିଆଇ ମୁଖ୍ୟ ଶାଖା ସମ୍ମୁଖରେ ପୋଲିସ ଚଢାଉ କରି ବିପୁଳ ପରିମାଣର ଜାଲ ନୋଟ ଜବତ କରିଛି । ଏଥିରେ…

ଟ୍ରେନ୍‌ରେ ଯାତ୍ରା କରିବା ହେଲା ଶସ୍ତା! ଟିକେଟ ବୁକ୍‌ କଲେ ମିଳିବ ରିହାତି, ଏମିତି ଉଠାନ୍ତୁ… 

ନୂଆଦିଲ୍ଲୀ,୧୫।୪: ଭାରତୀୟ ରେଳବାଇ ଯାତ୍ରୀମାନଙ୍କ ପାଇଁ ଏକ ଖୁସି ଖବର ଆଣିଛି। ଏବେ ଟ୍ରେନ ଟିକେଟ ବୁକ୍‌ କଲେ ଆପଣଙ୍କୁ ମିଳିବ ସ୍ବତନ୍ତ୍ର ରିହାତି। ରେଳବାଇର ନୂଆ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ସ୍ବତନ୍ତ୍ର ଅଧିବେଶନ ଡାକିବାକୁ କଲେ ଦାବି

ଭୁବନେଶ୍ବର,୧୫।୪: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଡିଲିମିଟେସନ ପ୍ରସଙ୍ଗ ଉଠାଇ ବିଧାନସଭା ସ୍ବତନ୍ତ୍ର ଅଧିବେଶନ ଡାକିବାକୁ ଚିଠିରେ…

ସାମ୍ବାଦିକତା କ୍ଷେତ୍ରରେ ବଢୁଛି ନିଯୁକ୍ତି ସୁଯୋଗ, ଜଣେ ଭଲ ସାମ୍ବାଦିକ….

ଭଞ୍ଜନଗର,୧୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗର ଶେଷ ବର୍ଷ ଛାତ୍ରୀଛାତ୍ରଙ୍କୁ ବୁଧବାର ବିଦାୟ ସମ୍ବର୍ଦ୍ଧନା…

କ୍ଳଚ ତାରରେ ସ୍ତ୍ରୀର ତଣ୍ଟି ଚିପି ହତ୍ୟା ମାମଲା, ଆଜୀବନ କାରାଦଣ୍ଡ ଶୁଣାଇଲେ କୋର୍ଟ

ପାରଳାଖେମୁଣ୍ଡି,୧୫।୪(ଗିରିଧାରୀ ପରିଛା): ବିବାହର ମାତ୍ର ବର୍ଷେ ପରେ ଅଧିକ ଯୌତୁକ ଦାବି କରି ଥରକୁ ଥର ମାନସିକ ଓ ଶାରୀରିକ ନିର୍ଯ୍ୟାତନା ଦେଇ ଶେଷରେ କ୍ଳଚ ତାରରେ…

ଅଭିଷେକ ଶର୍ମା- ଅକ୍ଷର ପଟେଲଙ୍କର ହେବ ଡୋପ୍‌ ଟେଷ୍ଟ, RTP ତାଲିକାରେ ସାମିଲ କଲା… 

ନୂଆଦିଲ୍ଲୀ,୧୫।୪: ଚଳିତ ବର୍ଷର ଦ୍ୱିତୀୟ ତ୍ରୈମାସିକ ପାଇଁ ଜାତୀୟ ଡୋପିଂ ବିରୋଧୀ ସଂସ୍ଥା (NADA) ପକ୍ଷରୁ ପଞ୍ଜିକୃତ ପରୀକ୍ଷଣ ପୁଲ (RTP)ର ନୂଆ ତାଲିକା ଜାରି କରାଯାଇଛି।…

ଟ୍ରମ୍ପ ଖେଳିଲେ ବଡ଼ ଗେମ୍! ୪୮ ଘଣ୍ଟା ପରେ ଖୋଲିଲା ହର୍ମୁଜ୍ ପ୍ରଣାଳୀ

ଓ୍ବାଶିଂଟନ୍‌,୧୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ୍ ପ୍ରଣାଳୀରେ ଅବରୋଧ ହଟାଇବା ନେଇ ଘୋଷଣା କରିଛନ୍ତି। ଏକ ବିବୃତ୍ତିରେ ଟ୍ରମ୍ପ କହିଛନ୍ତି, “ଆମେ ଏବେ ଏହାକୁ ସମ୍ପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri