Posted inଫୁରସତ

ଭଗବାନ୍‌ ରାମଙ୍କ ବଂଶଧର ୨୧ ବର୍ଷୀୟ ଯୁବକ: ୨୦ ହଜାର କୋଟି ସମ୍ପତ୍ତିର ମାଲିକ

ମାତ୍ର ୨୧ ବର୍ଷୀୟ ଯୁବକ ୨୦ ହଜାର କୋଟି ଟଙ୍କାର ମାଲିକ। ଏହା ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଖାଲି ସେତିକି ନୁହେଁ, ଯୁବକ ଜଣଙ୍କ ନିଜକୁ ଭଗବାନ୍‌ ରାମଙ୍କ ବଂଶଧର ବୋଲି ମଧ୍ୟ କହୁଛନ୍ତି।
ପଦ୍ମନାଭ ସିଂହ ନାମକ ସମ୍ପୃକ୍ତ ଯୁବକ ଜୟପୁର ରାଜ ପରିବାରର ସଦସ୍ୟ। ସେ ଜୟପୁର ଶାହୀ ପରିବାରର ୩୦ତମ ବଂଶଧର। ପଦ୍ମନାଭ ଜଣେ ମଡେଲ ସାଙ୍ଗକୁ ପୋଲୋ ଖେଳାଳି, ଟ୍ରାଭେଲର ମଧ୍ୟ। ଭ୍ରମଣକୁ ସବୁଠାରୁ ଅଧିଭ ଭଲ ପାଉଥିବା ପଦ୍ମନାଭ ଏଥିପାଇଁ ବହୁତ ଟଙ୍କା ଖର୍ଚ୍ଚ ମଧ୍ୟ କରିଥାନ୍ତି।
କୁହାଯାଏ ଜୟପୁରର ପୂର୍ବ ମହାରାଜା ଭବାନୀ ସିଂହ ଭଗବାନ୍‌ ରାମଙ୍କ ପୁଅ କୁଶଙ୍କ ୩୦୯ତମ ବଂଶଧର। ଏହି ରାଜପରିବାର ସହ ସମ୍ପର୍କ ରଖିଥିବା ପଦ୍ମିନୀ ଦେବୀ ନିଜେ ଏକ ସାକ୍ଷାତ୍‌କାରରେ ଏହା କହିଥିଲେ। ନିଜର ଆଡ଼ମ୍ବରପୂର୍ଣ୍ଣ ଜୀବନଶୈଳୀ ପାଇଁ ବେଶ୍‌ ପରିଚିତ ପଦ୍ମନାଭଙ୍କର ଜୟପୁରର ରାମନିବାସ ମହଲରେ ଏକ ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ ରହିଛି। ୨୦୧୧ରେ ଏହି ରାଜପରିବାରର ସମ୍ପତ୍ତି ୬୨୧.୮ ମିଲିୟନ୍‌ ଅର୍ଥାତ୍‌ ୪୪ ଅରବ ଟଙ୍କାରୁ ଊର୍ଦ୍ଧ୍ୱ ଥିଲା। ଏବେ ଏହା ବଢ଼ି ୪୮ ଅରବରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri