ଭଞ୍ଜନଗରର ବିଭିନ୍ନ ପର୍ଯ୍ୟଟନସ୍ଥଳୀରେ ଲୋକଙ୍କ ଭିଡ଼

ଭଞ୍ଜନଗର,୧।୧(ଡି.ଏନ୍‌.ଏ.): ନୂଆବର୍ଷ ଉପଲକ୍ଷେ ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳର ବିଭିନ୍ନ ପର୍ଯ୍ୟଟନସ୍ଥଳୀରେ ଲୋକଙ୍କ ଭିଡ଼ ଦେଖିବାକୁ ମିଳିଛି। ସ୍ଥାନୀୟ ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନରେ ବୁଧବାର ଅସମ୍ଭବ ଭିଡ଼ ଦେଖିବାକୁ ମିଳିଛି। ପ୍ରାୟ ୩୦ ହଜାରରୁ ଊର୍ଦ୍ଧ୍ୱ ଲୋକ ପାର୍କ ପରିଦର୍ଶନ କରିଛନ୍ତି । ପର୍ଯ୍ୟଟକଙ୍କ ମନୋରଞ୍ଜନ ପାଇଁ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠାନ ପକ୍ଷରୁ ପାର୍କ ପରିସରରେ ଆଯୋଜନ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାସ୍ଥ୍ୟକର୍ମଚାରୀ ଅଭାବକୁ ନେଇ ତାତିଲେ ଗ୍ରାମବାସୀ, ଦୋକାନ ବନ୍ଦ କରି ରାସ୍ତାରେ ବସିଲେ

ଗଜପତି,୨୧।୫(ଗିରିଧାରୀ ପରିଛା): ଡାକ୍ତର, ଫାର୍ମାସିଷ୍ଟ ଓ ସ୍ୱାସ୍ଥ୍ୟକର୍ମଚାରୀ ଅଭାବ ହେତୁ ଗୋଶାଣି ବ୍ଲକ ଗାରାବନ୍ଧ ଗ୍ରାମରେ ରାଜରାସ୍ତାକୁ ଓହ୍ଲାଇଲେ ଲୋକେ । ଦୋକାନ ବନ୍ଦ କରିବା ସହିତ…

ଘରୋଇ ହଷ୍ଟେଲର ୩ ମହଲା ଛାତରୁ ପଡି ସ୍କୁଲ ଛାତ୍ର ଗୁରୁତର, କଟକ ମେଡିକାଲରେ ଭର୍ତ୍ତିି

ନୀଳଗିରି, ୨୧।୫(ପ୍ରଶାନ୍ତ କୁମାର ବିଶ୍ବାଳ): ଘରୋଇ ମେସର ୩ ମହଲା ଛାତରୁ ଖସି ଛାତ୍ର ଗୁରୁତର ହୋଇ କଟକ ମେଡିକାଲକୁ ସ୍ଥାନାନ୍ତର ହୋଇଛନ୍ତି। ଛାତତ୍ର ଜଣଙ୍କ ନୀଳଗିରି…

ବିଜ୍ଞାନରେ ଏତିକି ନମ୍ବର ରଖି ଦୁଇ ଜଣ ହେଲେ ବ୍ଲକ ଟପ୍ପର : ସଫଳତା ପାଇଁ ଅଧ୍ୟାପକ, ପରିବାରଙ୍କୁ ଦେଲେ ଶ୍ରେୟ

ଛତ୍ରପୁର,୨୧।୫(ଦିଲ୍ଲୀପ ସାମଲ): ପ୍ରକାଶ ପାଇଛି ଯୁକ୍ତ୨ ରେଜଲ୍ଟ । ଏହି ଅବସରରେ ବିଜ୍ଞାନ ବିଭାଗରେ ଦୁଇ ଛାତ୍ର ଛତ୍ରପୁର ବ୍ଲକ ଟପ୍ପର ହୋଇଛନ୍ତି । ଗୋବିନ୍ଦପୁର ସ୍ଥିତ…

ଯୁକ୍ତ ୨ ପରୀକ୍ଷାରେ ୯୯.୫% ନମ୍ବର ରଖି ସଫଳତା ପାଇଲେ କୁନ୍ତୀ, ଚାରିଆଡୁ ଆସୁଛି ଶୁଭେଚ୍ଛା

ବୀରମହାରାଜପୁର,୨୧।୫ (ଯୁଗଳ କିଶୋର ମିଶ୍ର ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଦ୍ବାଦଶ ଶ୍ରେଣୀ (ଯୁକ୍ତ୨) ପରୀକ୍ଷା ବୁଧବାର ପ୍ରକାଶ ପାଇଛି । ସୁବର୍ଣ୍ଣପୁର…

ଦୁର୍ଗାମାଧବ ରାଜ୍ୟରେ ଦ୍ୱିତୀୟ: ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ,୨୧।୫(ବିଦ୍ୟାଧର ସାହୁ): ଚଳିତବର୍ଷ ଯୁକ୍ତଦୁଇ ବିଜ୍ଞାନରେ ରାଜ୍ୟରେ ୨ୟ ସ୍ଥାନ ଅଧିକାର କରିଛନ୍ତି ଦୁର୍ଗାମାଧବ ବାରିକ l ଗଞ୍ଜାମ ସହର ଦୁର୍ଗାଦେବୀ ସାହି ବାସିନ୍ଦା ତଥା ଶିକ୍ଷକ…

୧୫୦ବର୍ଷ ପୂର୍ବଠାରୁ ବଳିଯିବ ୨୦୨୬ର ମହାପ୍ରଳୟ! ଚମକାଇଲା ପାଣିପାଗ ରିପୋର୍ଟ

ଭୁବନେଶ୍ୱର,୨୧।୫: ଗୋଟିଏ କଥା ନିଶ୍ଚିତ; ଏବର୍ଷ ଅଧିକ ଗରମ ହେବ କାରଣ ‘ଏଲ ନିନୋ’ ନିଜର ଉପସ୍ଥିତି ଜାହିର କରିବ। ଆପଣ ଏହା ପୂର୍ୱରୁ ଶୁଣିଥିବେ, କିନ୍ତୁ…

ଗୋଡାଇ ଗୋଡାଇ ଅପରାଧୀଙ୍କୁ ଏନକାଉଣ୍ଟର କଲା ପୋଲିସ: ପୋଲିସ ଡିଜିଙ୍କ ଚରମବାଣୀ ପରେ…

ବ୍ରହ୍ମପୁର, ୨୧/୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗିରିରୋଡ ଆକ୍ରମଣ ଘଟଣାରେ ଅଭିଯୁକ୍ତ ମୁକେଶ ସାହୁକୁ ଏନକାଉଣ୍ଟର କରାଯାଇଛି। ଡିଜିଙ୍କ ଚରମବାଣୀ ପରେ ଅପରାଧୀଙ୍କୁ କାଉଣ୍ଟର ପାଇଁ ଏନକାଉଣ୍ଟର…

ସକାଳୁ ସକାଳୁ ପାଇଖାନାରୁ ମିଳିଲା ଛାତ୍ରଙ୍କ ହାତବନ୍ଧା ମୃତଦେହ: ହତ୍ୟା ସନ୍ଦେହ

ଭଦ୍ରକ, ୨୧।୫(ସନାତନ ରାଉତ):ଭଦ୍ରକ ଟାଉନ ଥାନା ଚରମ୍ପାର ଏକ ପାଇଖାନାରୁ ଜଣେ ଛାତ୍ରଙ୍କ ହାତବନ୍ଧା ମୃତଦେହ ଉଦ୍ଧାର l ପରିବାର ପକ୍ଷରୁ ହତ୍ୟା ସନ୍ଦେହ କରାଯାଉଛି l…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri