ଭଟଲି ବ୍ଲକ୍‌ର ୫ କେନ୍ଦ୍ରରେ ମାଟ୍ରିକ୍‌ ପରୀକ୍ଷାଦେଲେ ୮୩୮ ଛାତ୍ରୀଛାତ୍ର

ଭଟଲି,୧୯ା୨(ଡି.ଏନ୍‌.ଏ.): ରାଜ୍ୟରେ ଦଶମଶ୍ରେଣୀ ବୋର୍ଡ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହୋଇଛି। ବରଗଡ଼ ଜିଲା ଭଟଲି ବ୍ଲକ୍‌ର ୫ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ସେଥିମଧ୍ୟରୁ ମୁରୁମକେଲ ସରକାରୀ ଉଚ୍ଚ ବିଦ୍ୟାଳୟରେ ୧୭୯ ଛାତ୍ରୀଛାତ୍ରଙ୍କ ଲାଗି ପରୀକ୍ଷା ବ୍ୟବସ୍ଥା ହୋଇଥିବାବେଳେ ୧୭୭ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି । ସେହିପରି କମଗାଁ ସରକାରୀ ଉଚ୍ଚ ବିଦ୍ୟାାଳୟରେ ୧୫୬ରୁ ୧୫୪, ଭଟଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୧୬୫ରୁ ୧୬୪, ସତିହାରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ୧୭୮ରୁ ୧୭୮ ଏବଂ ଗୌଡ଼ଗାଁ ସରକାରୀ ଉଚ୍ଚ ବିଦ୍ୟାଳୟରେ ମୋଟ ୧୬୬ରୁ ୧୬୫ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବା ଭଟଲି ଗୋଷ୍ଠୀ ଶିକ୍ଷା ଅଧିକାରୀ ଛତ୍ରପତି ସାହୁ ସୂଚନା ଦେଇଛନ୍ତି । ଏହିସବୁ ପରୀକ୍ଷା କେନ୍ଦ୍ରରେ କୌଣସି ଅବ୍ୟବସ୍ଥା ହୋଇ ନ ଥିବା ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

କର୍ଲାମୁଣ୍ଡା ଉତ୍ସବମୁଖର: ଆରମ୍ଭ ହେଲା ମା’ ଦୁର୍ଗାଙ୍କ ଶାରଦୀୟ ନବରାତ୍ର ପୂଜା, ୨୨ରେ ଭସାଣି

କର୍ଲାମୁଣ୍ଡା,୧୧ା୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାସ୍ଥିତ ଦୁର୍ଗା ମଣ୍ଡପଠାରେ ଡୁକେରମାଲ ଦୁର୍ଗାପୂଜା କମିଟି ପକ୍ଷରୁ ରବିବାରଠାରୁ ସାର୍ବଜନୀନ ଶାରଦୀୟ ନବରାତ୍ର ପୂଜା…

ହସାଇ ହସାଇ ବେଦମ କରୁଛି ବିକ୍ଷୋଭ ସମୟରେ ଆରଏଏଫ (RAF) ଯବାନ ଗୋଡ଼ାଇ ଗୋଡ଼ାଇ ଧରିଥିବା ସବୁଠାରୁ ଛୋଟ ‘କକରୋଚ’ର Video

ନୂଆଦିଲ୍ଲୀ,୧୧।୧୦: ଅକ୍ଟୋବର ୧୦ ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ‘କକରୋଚ ଜନତା ପାର୍ଟି’ (CJP)ର ଏକ ବିକ୍ଷୋଭ ପ୍ରଦର୍ଶନ ସମୟରେ ଏପରି ଏକ ଦୃଶ୍ୟ ଦେଖିବାକୁ…

ଭାରତ ବିପକ୍ଷରେ ନୂଆ ରୂପରେ ନଜର ଆସିବେ କିୱି ଖେଳାଳି

ନୂଆଦିଲ୍ଲୀ,୧୧।୧୦: ଭାରତ ବିପକ୍ଷ ODI ସିରିଜ ସମୟରେ ନ୍ୟୁଜିଲ୍ୟାଣ୍ଡ ଦଳ ଏକ ସ୍ବତନ୍ତ୍ର ଜର୍ସି ପିନ୍ଧିବ। ନ୍ୟୁଜିଲ୍ୟାଣ୍ଡ ନିକଟରେ ଏହି ODI ସିରିଜ ପାଇଁ ନିଜ ଦଳ…

ଆସିଲା କଡ଼ା ନିୟମ: ସୋସିଆଲ ମିଡିଆକୁ ମନଇଚ୍ଛା କରିପାରିବେନି ବ୍ୟବହାର, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୧୧ା୧୦: ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ ଆଣିଛି ନ୍ୟାଶନାଲ ମେଡିକାଲ କମିଶନ(NMC)। ଏନ୍‌ଏମ୍‌ସି ଦ୍ୱାରା ଜାରି ହୋଇଥିବା କଡ଼ା ନିୟମ ଅନୁଯାୟୀ, ଦେଶର ଡାକ୍ତର…

କିଏ ସେହି ଖେଳାଳି ଯାହାଙ୍କୁ ନେଇ ବୀରେନ୍ଦ୍ର ସେହୱାଗ କହିଲେ ଏତେ ବଡ଼ କଥା; ସବୁଠି ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୧୧।୧୦: ଭାରତୀୟ କ୍ରିକେଟରେ ଏପରି କେତେଜଣ ବ୍ୟାଟର ଅଛନ୍ତି ଯେଉଁମାନେ ପଡ଼ିଆରେ ପାଦ ଦେବା ମାତ୍ରେ ବୋଲରଙ୍କୁ ଚ୍ୟାଲେଞ୍ଜ ଦେବା ଆରମ୍ଭ କରନ୍ତି। ନିଜର ସମ୍ପୂର୍ଣ୍ଣ କ୍ୟାରିୟର…

‘ନା ବାରିକେଡ ଲଗାଇପାରିବେ, ନା ଇଣ୍ଟରନେଟ ବନ୍ଦ କରିପାରିବେ’: CJP ବିକ୍ଷୋଭ ମାମଲାରେ ଦିଲ୍ଲୀ ପୋଲିସକୁ ସୁପ୍ରିମକୋର୍ଟଙ୍କ କଡ଼ା ତାଗିଦ

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟରେ ଆଜି CJP ବିକ୍ଷୋଭ (ପ୍ରୋଟେଷ୍ଟ) ସମ୍ପର୍କିତ ଆବେଦନଗୁଡ଼ିକର ଶୁଣାଣି ହୋଇଛି, ଯେଉଁଥିରେ ବିକ୍ଷୋଭ କାରଣରୁ ମେଟ୍ରୋ ଏବଂ ଟ୍ରେନ ସେବା ବନ୍ଦ ରଖିବା ନିର୍ଦ୍ଦେଶକୁ…

‘ମୋତେ ଗିରଫ ନୁହେଁ ଅପହରଣ କରାଯାଇଥିଲା…’ ମୁକୁଳିବା ପରେ ପାର୍ସପୋର୍ଟ ଦେଖାଇ ବଡ଼ କଥା କହିଲେ…

ନୂଆଦିଲ୍ଲୀ: ‘କକ୍ରୋଚ୍ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନରେ ଯୋଗଦେବାକୁ ଆସିଥିବା ୟୁଟ୍ୟୁବର୍ ଧ୍ରୁବ ରାଠୀଙ୍କୁ ପୋଲିସ ହାଜତରୁ ଛାଡ଼ିଦିଆଯାଇଛି। ଗତକାଲି ବିଳମ୍ବିତ ରାତିରେ ପୋଲିସ…

ଗାଧୋଇବାକୁ ଯାଇ ଘାଇରେ ବୁଡ଼ିଗଲେ ଯୁବକ, ଦୀର୍ଘ ୮ ଘଣ୍ଟାର କସରତ ପରେ…

ମୋହନା,୧୧ା୧୦(ମନ୍ମଥ ମିଶ୍ର): ଗାଧୋଇବାକୁ ଯାଇ ଘାଇରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର ଉଦୟଗିରି ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?