ଭଡ଼ା ବୃଦ୍ଧି ନିଷ୍ପତ୍ତି ପୁନର୍ବିଚାର ଦାବିରେ ଧାରଣା

ତାଳଚେର,୩୦ା୧୦(ନି.ପ୍ର.)-ତାଳଚେର ପୌର ପରିଷଦ ପକ୍ଷରୁ ଆବଣ୍ଟିତ ହୋଇଥିବା ଦୋକାନ ଘର ଗୁଡ଼ିକରେ ବ୍ୟବସାୟ କରୁଥିବା ଦୋକାନୀଙ୍କ ଭଡ଼ା ବୃଦ୍ଧି ନିଷ୍ପତ୍ତିର ପୁନର୍ବିଚାର କରାଯିବା ଦାବିରେ ମଙ୍ଗଳବାର ତାଳଚେର ମ୍ୟୁନିସିପାଲିଟି କ୍ରିୟାନୁଷ୍ଠାନ କମିଟି ନେତୃତ୍ୱରେ ଶତାଧିକ ବ୍ୟବସାୟୀ ପୌର ପରିଷଦ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଥିଲେ। ବ୍ୟବସାୟୀମାନେ ଏକ ବିରାଟ ଶୋଭାଯାତ୍ରାରେ କାଳୀମନ୍ଦିରଠାରୁ ବାହାରି ସହର ପରିକ୍ରମା କରିବା ପରେ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚିଥିଲେ। ପରେ ବ୍ୟବସାୟୀ ସଂଘର ସଦସ୍ୟମାନେ ତାଳଚେର ବିଧାୟକ, ମ୍ୟୁନିସିପାଲିଟି କର୍ତ୍ତୃପକ୍ଷ, ପୌର ପ୍ରଶାସକ ତଥା ଉପଜିଲାପାଳଙ୍କ ନିକଟରେ ଅଭିଯୋଗ କରିବା ସହିତ ଅତ୍ୟଧିକ ଭଡ଼ା ବୃଦ୍ଧି ନିଷ୍ପତ୍ତିର ପୁନର୍ବିଚାର ନିମନ୍ତେ ଦାବି କରିଥିଲେ।
ସେହିପରି ଗତ ୮ ତାରିଖରେ ମ୍ୟୁନିସିପାଲିଟି କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ତାଳଚେର ପଞ୍ଚାୟତ ସଭାଗୃହଠାରେ ଅନୁଷ୍ଠିତ ଜିଲାପାଳଙ୍କ ଜନ ଶୁଣାଣିରେ ଲିଖିତ ଅଭିଯୋଗ ମଧ୍ୟ କରାଯାଇଥିଲା। ଅନୁଗୋଳ ଜିଲାପାଳ ଏ ସମ୍ପର୍କରେ ଅବଗତ ହୋଇ ମ୍ୟୁନିସିପାଲିଟି ଏହାର ଭଡ଼ା


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ପାର ହେଉଥିଲେ ହରିଣ, ଦ୍ରୁତ ଗତିରେ ଆସି ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

ଭଞ୍ଜନଗର,୭।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରସାଦ ଜାତୀୟ ରାଜପଥର ସୋରାଦେବୀ ମନ୍ଦିର ନିକଟରେ ଏକ ଅଜଣା ଗାଡ଼ି ଧକ୍କାରେ ଏକ ମାଈ ହରିଣ ଛୁଆ ଗୁରୁତର…

ଆବାସ ଯୋଜନାରୁ ବଞ୍ଚିତ ଦାଶକାଠିଆ କଳାକାରଙ୍କ ପରିବାର

ରିଷିଡ଼ା,୭ା୫(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ ରାଜପୁର ପଞ୍ଚାୟତ ଗ୍ରାମର ଲୋକପ୍ରିୟ ଦାଶକାଠିଆ କଳାକାର ସ୍ୱର୍ଗତ ଇନ୍ଦ୍ରମଣି ଭୋଇଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ…

୪ ଦିନ ହେଲା ଜଳବନ୍ଦୀ: ତହସିଲଦାରଙ୍କୁ ଦାବିପତ୍ର, ରାସ୍ତାରୋକୋ ଚେତାବନୀ

ଦିଗପହଣ୍ଡି,୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୧୦ ନଂ. ୱାର୍ଡ ବସଷ୍ଟାଣ୍ଡ ଅଞ୍ଚଳର ଉତ୍ତର ଓ ଦକ୍ଷିଣ ସାହିରେ ଘରକରି ରହୁଥିବା ବାସିନ୍ଦା ଓ…

ଭୋଜି ହେଲା କାଳ: ନଦୀକୁ ଖସି ପଡ଼ି ଫାର୍ମାସିଷ୍ଟ ଛାତ୍ରଙ୍କ ମୃତ୍ୟୁ

ହାଟଡିହୀ/ଛେନାପଦୀ,୭।୫(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହଦଗଡ଼ ସାଳନ୍ଦୀ ନଦୀକୁ ଖସି ପଡି ଜଣେ ଫାର୍ମାସିଷ୍ଟ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଭଦ୍ରକ ଜିଲା ବନ୍ତ…

ବଜ୍ରପାତ ନେଲା ଶାଶୁ, ବୋହୁଙ୍କ ଜୀବନ

ଭଞ୍ଜନଗର,୭।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ତହସିଲ ଅନ୍ତର୍ଗତ ମୁଦୁଲିପଲ୍ଲୀରେ ଗୁରୁବାର ବଜ୍ରପାତ ଘଟି ଶାଶୁ, ବୋହୁଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଶାଶୁ ଶୈଳ ବିଷୋୟୀ(୬୫)…

ସୀମା ଟପିଲା ବର୍ୱରତା: ପୋଲିସ ସମ୍ମୁଖରେ ଯୁବକଙ୍କୁ ପିଟିପିଟି ମାରିଦେଲେ

ବାଲିଅନ୍ତା,୭।୫(ନୀଳମାଧବ ସାହୁ): ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିଅନ୍ତାରେ ଏକ ବର୍ୱରକାଣ୍ଡ ସାମ୍ନାକୁ ଆସିଛି। ବାଲିଅନ୍ତା ଥାନା ରାମଚନ୍ଦ୍ରପୁର ବ୍ରିଜ ନିକଟରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରାଯାଇଛି। କେତେଜଣ…

ଟ୍ରେନ୍‌ ଆଗକୁ ଆସି ଜୀବନ ହାରିଦେଲେ ଆଇଟିଆଇ ଛାତ୍ରୀ, ଟ୍ରାକ୍‌ରେ ପଡ଼ିଛି…

ବ୍ରହ୍ମପୁର,୭ା୫(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ବ୍ରହ୍ମପୁର ସରକାରୀ ରେଳବାଇ ଥାନା(ଜିଆରପି) ଅନ୍ତର୍ଗତ ଆମ୍ବପୁଆ ରେଳଫାଟକ ନିକଟରେ ଗୁରୁବାର ଜଣେ ଆଇଟିଆଇ ଛାତ୍ରୀ ଟ୍ରେନ୍‌ ଆଗକୁ ଆସି…

ଛଟେଇ ବିରୋଧରେ ଗର୍ଜିଲା ବିଦ୍ୟୁତ୍‌ କର୍ମଚାରୀ ସଂଘ, କର୍ତ୍ତୃପକ୍ଷଙ୍କୁ ଚେତାବନୀ ଦେଇ କହିଲା…

ବନ୍ତ,୭ା୫(କିଶୋର କୁମାର ସେଠୀ): କର୍ମଚାରୀଙ୍କୁ ଛଟେଇ କରିବା ନିଷ୍ପତ୍ତିକୁ ନେଇ ଶ୍ରମିକ ଅସନ୍ତୋଷ ତେଜିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର କର୍ମଚାରୀମାନେ ପ୍ରଥମେ ବନ୍ତ ସେକ୍ସନ କାର୍ଯ୍ୟାଳୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri