ଭତାର ଲାଗି ପଁଚେତ୍‌ରୁ ବ୍ଲକ ନରଦି ନିହାଲ

ତଳଗାଁ,୭।୨(ଡି.ଏନ୍‌.ଏ.)- ବୌଦ୍ଧ ଜିଲା ହରଭଙ୍ଗା ବ୍ଲକରେ ଅନେକ ବୁଢ଼ାବୁଢ଼ି ମଧୁବାବୁ ପେନ୍‌ସନ ଯୋଜନାରୁ ବଁଚିତ୍‌ ଥିବାର ଅଭିଯୋଗ ହେଉଛେ। ଏନ୍‌ତା ଗୁଟେ ଉଦାହରନ୍‌ ଦେଖ୍‌ବାକେ ମିଲିଛେ ହରଭଙ୍ଗା ବ୍ଲକ ରାଧାନଗର ପଁଚେତ୍‌ ଅଧୀନ କେଳାକଟା ଗଁାରେ।
ସୂଚନା ଅନ୍‌ସାରେ କେଳାକଟା ଗଁାର ବୁରୁଧ୍‌ ଚମ୍ପା ଦେହୁରୀ(୮୦)। ସେ ମଧୁବାବୁ ପେନ୍‌ସନ ଯୋଜନାର ଲାଭ୍‌ ପାଏବାର ଲାଗି ବାରବାର ପଁଚେତ୍‌ନୁ ବ୍ଲକ ଅଫିସ ନରଦି ନରଦି ନିହାଲ ହେଇଗଲେନ। ହେଲେ କେହି ତାକର ଦୁଖ୍‌ ନାଇଁ ବୁଝ୍‌ବାର ବଲି ସେ ଅଭିଯୋଗ କରିଛନ୍‌। ୨୦୨୦ ଫେବୃୟାରୀ ୩ ତାରିଖ ହରଭଙ୍ଗା ବ୍ଲକ ପରିସରରେ ହେଇଥିବାର ଜିଲାପାଳକଁର ଜନଶୁନାନି ଶିବିରରେ ଚମ୍ପା ଜିଲାପାଳକୁଁ ଭେଟି ଭତାର ଲାଗି ଗୁହାରି କରିଥିଲେ। ହେଲେ ଆଏଜ୍‌ତକ ତାକର ଭତା ପାଏବାର ବାବ୍‌ଦେ ପଦକ୍ଷେପ ନାଇଁ ନିଆଯାଇଥିବାର ଜନାଯାଇଛେ। ଖାଲି ଚମ୍ପା ଯେ ଭତାରୁ ବଁଚିତ୍‌ ହେଇଛନ୍‌ ସେଟା ନୁହେ, ରାଧାନଗର ପଁଚେତ୍‌ର ସଦର ଗଁାର ସମ୍ବାରୁ ସାହୁ(୭୬) ବି ଭତାରୁ ବଁଚିତ୍‌ ଥିବାର ଅଭିଯୋଗ କରିଛନ୍‌। ଇ ବାବ୍‌ଦେ ହରଭଙ୍ଗା ବ୍ଲକ ଏସ୍‌ସିସିଓ ବିରଞ୍ଚତ୍ନାରାୟଣ ପଣ୍ଡାକୁଁ ପଚ୍‌ରାଲାରୁ ଘଟନାର ତଦଁତ୍‌ କରି ଯେତେ ଜଲ୍‌ଦି ହେବା ହିତାଧିକାରୀମାନ୍‌କୁ ଭତା ଯୁଗେଇ ଦେବାର ବେବସ୍‌ତା କରାଯିବା ବଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲିଲେ ମନମୋହନ, କ୍ଷତିଗ୍ରସ୍ତଙ୍କୁ ଦେଲେ ଆଶ୍ୱାସନା

ଚାନ୍ଦବାଲି,୩।୮(କିଷାନ ପାତ୍ର): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ସୋମବାର ଭଦ୍ରକ ଜିଲାର ବନ୍ୟା ପ୍ରଭାବିତ ଚାନ୍ଦବାଲି ଅଞ୍ଚଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଖେରଙ୍ଗ ଓ…

ବିସ୍ଥାପିତ ନୀତି କାର୍ଯ୍ୟକାରୀ କରାଯାଉ: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଛତ୍ରପୁର,୩।୮(ଦିଲ୍ଲୀପି ସାମଲ/ଦ୍ୱାରିକା ପଟ୍ଟନାୟକ): ଆଇଆରଇଏଲ୍‌ ପକ୍ଷରୁ ବିସ୍ଥାପିତ ନୀତିକୁ ତୁରନ୍ତ କାର୍ଯ୍ୟକାରୀ କରିବା, ଚିହ୍ନଟ ଜାଗାରେ ଘର ନିର୍ମାଣ ସହ ପୁର୍ନବାସ ବ୍ୟବସ୍ଥା କରିବା ସହିତ ୨୦୧୮ରେ…

ମୁମ୍ବାଇରେ ଦିଗପହଣ୍ଡି ଦାଦନ ଶ୍ରମିକଙ୍କ ମୃତ୍ୟୁ; ବିଧାୟକ ଙ୍କ ହସ୍ତକ୍ଷେପ ପରେ ଅଣାଯାଉଛି ମୃତଦେହ, ଗାଁରେ ଶୋକାକୁଳ ପରିବେଶ 

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକରେ ଏକ ଦୁଃଖଦ ଘଟଣା ଘଟିଯାଇଛି । ଦାଦନ ଖଟିବାକୁ ଯାଇ ମୁମ୍ବାଇରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଛି…

ଧରିତ୍ରୀର ପ୍ରଭାବ: ପିଲାସାଲୁଙ୍କି କେନାଲରେ ଛଡ଼ାଯିବ ପାଣି

ଖଜୁରୀପଡ଼ା,୩।୮(ବିଦୁର ବେହେରା): ପିଲାସାଲୁଙ୍କି ଡ୍ୟାମ କେନାଲ ପାଣିକୁ ନେଇ ଚାଷୀଙ୍କ ଅସନ୍ତୋଷ ଏବଂ ସମସ୍ୟା ସମ୍ପର୍କରେ ଗତ ଜୁଲାଇ ୩୧ ତାରିଖରେ ’ଧରିତ୍ରୀ’ରେ ଖବର ପ୍ରକାଶ ପାଇବା…

ବିଶ୍ବ ବାଣିଜ୍ୟ ଦିବସ: ଆଧୁନିକ ଭାରତ ନିର୍ମାଣରେ ରହିଛି ଗୁରୁତ୍ୱପୂର୍ଣ୍ଣ ଭୂମିକା

ଛତ୍ରପୁର,୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ସରକାରୀ ବିଜ୍ଞାନ ମହାବିଦ୍ୟାଳୟ ପରିସର ସ୍ଥିତ ସମ୍ମିଳନୀ କକ୍ଷରେ ସୋମବାର ସ୍ନାତକୋତ୍ତର ବାଣିଜ୍ୟ ବିଭାଗ ପକ୍ଷରୁ ମହାବିଦ୍ୟାଳୟ ଅଧ୍ୟକ୍ଷ ଡ. ଅଜୟ…

ଲୁଗା ବ୍ୟବସାୟୀଙ୍କ ଘରେ କଳା କନା ବୁଲାଇଲେ ଦୁର୍ବୃତ୍ତ: ସୁନା ଗହଣା ସବୁ ଲୁଟିନେେଲେ

ଦାରିଙ୍ଗବାଡ଼ି, ୩।୮(ଅରୁଣ ସାହୁ ): କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ର ଲୁଗା ବ୍ୟବସାୟୀ ଅଶୋକ ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ…

ବନ ନିଗମର ବିଭିନ୍ନ ସମସ୍ୟା ସମାଧାନ ଦାବି: ଖାଲି ପଦବୀ ପୂରଣ ଉପରେ ଗୁରୁତ୍ୱ

ଭଞ୍ଜନଗର, ୩।୮(ବାବୁଲା ପ୍ରଧାନ): ନିଖିଳ ଉତ୍କଳ ବନ ନିଗମ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସମ୍ପାଦକ ସମ୍ମିଳନୀ ସୋମବାର ଭୁବନେଶ୍ୱରସ୍ଥିତ ରାଜ୍ୟ କାର୍ଯ୍ୟାଳୟରେ ସଂଘର ସଭାପତି ପ୍ରିୟଦର୍ଶୀ ମିଶ୍ରଙ୍କ…

ଶ୍ରାବଣ ସୋମବାରରେ ପାଟଣା ଅଞ୍ଚଳରେ ଭକ୍ତିମୟ ପରିବେଶ, ହରହର ମହାଦେବ ଧ୍ବନୀରେ ପ୍ରକମ୍ପିତ ମନ୍ଦିର

ପାଟଣା,୩ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ଅଞ୍ଚଳର ଶୈବ ପୀଠ ଗୁଡ଼ିକରେ ଭକ୍ତଙ୍କ ସମାଗମ ଦେଖିବାକୁ ମିଳିଥିଲା । ଶ୍ରାବଣ ମାସ ପ୍ରଥମ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri