ଭତାର ଲାଗି ବାରଦୁଆର ଲୋକନାଥ

ଝାରସୁଗୁଡା, ୫।୩ (ଡି.ଏନ୍‌.ଏ.)- କେନ୍ଦ୍ର ଆର ରାଏଜ୍‌ ଉଭଏ ସରକାର ଗରିବ ଦୁଖି, ବୁଢ଼ାବୁଢ଼ୀ, ଭିନ୍ନକ୍ଷମ, ବିଧବା ମହିଲାମାନର ଲାଗି ଅନେକ ଯୋଜନା କାଯ୍‌କାରୀ କରୁଛନ୍‌। ହେଲେ ସରକାରୀ ସର୍ଭେରେ ଭୁଲଭଟକା ହେଉ କି ସରକାରୀ ଅଧ୍‌କାରୀ କରମ୍‌ଚାରୀକର ଅନ୍‌ଦେଖା ହେଉ, ଅନେକ ଜାଗାରେ ହକ୍‌ଦାର ହିତାଧିକାରୀ ସରକାରଁର ଜନହିତକର ଯୋଜନାର ଲାଭ ପାଏବାରୁ ବଁଚିତ୍‌ ହେଉଥିବାର ଦେଖ୍‌ବାକେ ମିଲୁଛେ। ଏନ୍‌ତା ଗୁଟେ ଉଦାହରନ୍‌ ଦେଖ୍‌ବାକେ ମିଲିଛେ ଝାରସୁଗୁଡ଼ା ପୌରାଞ୍ଚଲର ୭ ନମ୍ବର ଓ୍ବାର୍ଡରେ।
ସୂଚନା ଅନ୍‌ସାରେ ଝାରସୁଗୁଡ଼ା ପୌରାଞ୍ଚଲ ୭ ନମ୍ବର ଓ୍ବାର୍ଡର ଲୋକନାଥ ଜେନା(୬୩)। ସେ ଝନେ ନିହାତି ଗରିବ୍‌ ଲୋକ। ପିଲାଛୁଆ କେହି ନାଇଁ। ମାଏକିନା ନ ସାହାଭରସା। ହେଲେ ମାଏକିନାର ବଏସ୍‌ ବି ୬୦ ଛିଁଲାନ। ଏନ୍‌ତାଥି ଇ ବୁରୁଧ୍‌ ଦମ୍ପତି ପାଖପଡ଼ିଶାକର ସାହାଯ୍‌ ସହଯୋଗରେ ଚଲୁଛନ୍‌। ଲୋକନାଥ ଗଲା ଦୁଇ ବଛର ହେଲା ବୁଢ଼ାବୁଢ଼ି ଭତାର ଲାଗି ଝାରସୁଗୁଡ଼ା ପୌରପରିଷଦରୁ ଜିଲାପାଳକଁର ଦପ୍‌ତର ତକ ନରଦି ନରଦି ନିହାଲ ହେଇଗଲେନ। ସେନ୍‌ତା ତାକର ମାଏକିନା ବି ଭତାର ଲାଗି ଅନେକ ଥର ଆବେଦନ କରି ନିରାଶ ହେଇଛନ୍‌। ଉପେ ଶୂଇନ ଲୋକନାଥ ୨୦୧୯ ସାଲୁ ଜିଲାପାଳକଁର ଅଭିଯୋଗ ଶୁନାନି ଶିବିରରେ ଭତାର ଲାଗି ଗୁହାରି କରି ଆସୁଛନ୍‌। ସେନ୍‌ତା ଗଲା ସୋମବାର ବି ଜିଲାପାଳ ସରୋଜ ସାମଲକଁର ଅଭିଯୋଗ ଶୁନାନିରେ ସେ ଭାତାର ଲାଗି ଗୁହାରି କରିଛନ୍‌। ଜିଲାପାଳ ସାମଲ ଇ ଘଟନାକେ ଗୁରୁତ୍‌ ଦେଇ ଜିଲା ସାମାଜିକ ସୁରକ୍ଷା ଅଧ୍‌କାରୀକୁଁ ଲୋକନାଥକଁୁ ଭତା ଯୁଗେଇ ଦେବାର ଦିଗେ ପଦକ୍ଷେପ ନେବାକେ ନିରଦେଶ ଦେଇଛନ୍‌।


Enter your email to get our daily news in your inbox.

All Right Reserved By Dharitri.Com

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

ଚାଷ ଜମିରୁ ମିଳିଲା ଯୁବକଙ୍କ ମୃତଦେହ: ହତ୍ୟା ସନ୍ଦେହ

ରାୟଗଡ଼ା,୧୬/୨(ଆଶିଷ ରଞ୍ଜନ ପଣ୍ଡା)-ରାୟଗଡା ଜିଲା ଶେଷଖାଲ ଥାନା ଅନ୍ତର୍ଗତ ବାଇସିଂ ଗ୍ରାମ ନିକଟରେ ଜଣେ ଯୁବକର ମୃତଦେହ ଠାବ କରାଯାଇଛି। ମୃତ ଯୁବକ ଜଣକ ହେଲେ ବାଇସିଂ…

ଆଗକୁ ବାର୍ଷିକ ପରୀକ୍ଷା: ଭଞ୍ଜନଗରରେ ବଢୁଛି ଶବ୍ଦ ପ୍ରଦୂଷଣ, ରୋକିବା ପାଇଁ…

ଭଞ୍ଜନଗର,୧୬ା୨(ବାବୁଲା ପ୍ରଧାନ): ଆସନ୍ତା ୧୮ରୁ ରାଜ୍ୟରେ ଯୁକ୍ତ ୨ ବାର୍ଷିକ ପରୀକ୍ଷା ହେବ। ତାହା ମାର୍ଚ୍ଚ ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଚାଲିବ। ଏଥିସହ ମାଟ୍ରିକ୍‌ ପରୀକ୍ଷା…

ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…

ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ…

ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ: ହୁତୁହୁତୁ ହୋଇ ବ୍ୟାପୁଛି ନିଆଁ

ଜୟପୁର,୧୬ା୨(ପବନ ପାଣିଗ୍ରାହୀ): ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଚାରିଆଡ଼େ ନିଆଁ ବ୍ୟାପିଚାଲିଛି। ଏପରି ଅଭାବନୀୟ ଘଟଣା ଘଟିଛି ଜୟପୁର ସହରର ବିକ୍ରମଦେବ ବିଶବିଦ୍ୟାଳୟ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri