ଭତାରୁ ବଁଚିତ୍‌ ଫୁଲ

 

ଲାଠୋର, ୧୪ା୩ (ଡି.ଏନ.ଏ.)-
ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କରୁଅଁାଝର ପଁଚେତ୍‌ ଅଧୀନ ସାନଗୁର୍ଜିଭଟାର ଫୁଲ ନାଗ(୫୬)। ଆପ୍‌ନେ ପୀତବାସ ନାଗ ଦୁଇ ବଛର ତଲେ ଆରପାରକେ ଚାଲିଯାଇଛନ୍‌। ହେଲେ ଫୁଲ ଆଏଜ୍‌ତକ ବିଧବା ଭତା ପାଏବାରୁ ବଁଚିତ୍‌ ଥିବାର ଅଭିଯୋଗ କରିଛନ୍‌। ୨୦୧୭ରେ ଆପ୍‌ନେ ପୀତବାସ ନାଗ ପାଇଥିବାର ପ୍ରଧାନମନ୍ତ୍ରୀ ଆବାସରେ ଏହେଦେ ପୁଓବହର ଆଶ୍‌ରେରେ ଫୁଲ ରହିଛନ୍‌। ଇଆଡ଼େ ବୁରୁଧ୍‌ ବିଧବା ଫୁଲ ମଧୁମେହ ରୋଗ୍‌ରେ ପୀଡ଼ିତ ଅଛନ୍‌। ଯେନ୍‌ଥିରଲାଗି ସେ ଭିଡ଼ଭାଡ଼ କାମ୍‌ଧାମ କରି ନାଇଁ ପାରବାର। ସେନ୍‌ତା ପରିବାରଟା ନିହାତି ଗରିବ୍‌। ଅଭାବ ଅନାଟନ ଲାଗି ଫୁଲ ଅନେକ ସମିଆରେ ଉଷୋକଷା ଘିନି ନାଇଁପାରୁଥିବାର କହିଛନ୍‌। ସରକାରୀ ସୁବିଧା କହେଲେ ପଁଚେତ୍‌ରୁ ଫିମାସ ୫ କେ.ଜି. ଚାଉଲ ପାଉଛନ୍‌। ଭତା ପାଏବାର ଲାଗି ଫୁଲ ଅନେକ ଥର ଆବେଦନ କରି ନିରାଶ ହେଇଥିବାର କହିଛନ୍‌। ଇ ଦିଗେ ଥାନୀଅ ପରଶାସନ ଦୁରୁଷ୍‌ଟି ଦେଇ ବୁରୁଧ୍‌ ବିଧବା ଫୁଲକୁଁ ଭତା ଯୁଗେଇ ଦେବାକେ ସାଧାରନରେ ଦାବି ହେଉଛେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଭାଇଙ୍କୁ ଲୁହା ପାଇପରେ ହତ୍ୟା: ସାନ ଭାଇ ଗିରଫ

ଭେଡେନ, ୧୨/୯ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଲୁଇସିରା-ଖଲିଆପାଲି କୁଚିଆ ମଦଭାଟି ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ଭାଇଙ୍କୁ…

ନନ୍ଦନକାନନରେ ଦେଖାଦେଲେ ୧୪ ପ୍ରଜାତିର ବିଦେଶୀ ପ୍ରାଣୀ

ବାରଙ୍ଗ, ୧୨/୧୦ (ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଶୁକ୍ରବାର ବିଳମ୍ବିତ ରାତିରେ ଗୁଜରାଟର ‘ରାଧା କୃଷ୍ଣ ମନ୍ଦିର ହାତୀ କଲ୍ୟାଣ ଟ୍ରଷ୍ଟ’ (RKTEWT) ପକ୍ଷରୁ ଦାନ…

ଓରାଙ୍ଗ୍‌ଉଟାନ ଉଦ୍ଧାର ଘଟଣା: ଦୀଘାରୁ ୩ ଜଣଙ୍କୁ ଉଠାଇ ଆଣିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର/ଭୋଗରାଇ,୧୨ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ରଣକୋଠା ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ଘଟଣାରେ ତଦନ୍ତକୁ ତ୍ୱରାନ୍ବିତ କରିଛି…

ଦୁବାଇରେ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଓଡ଼ିଶାରେ…

ଭୁବନେଶ୍ୱର,୧୨ା୯(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ତାଙ୍କ ଟିମ୍‌ ୪ର୍ଥ ଦିନରେ ଦୁବାଇ ଠାରେ ଏକ ରୋଡ୍‌ ଶୋ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ଓଡ଼ିଶାର ଶିଳ୍ପ…

ଗିରଫ ଧମକ ଦେଇ ଟଙ୍କା ଆଦାୟ ପଡ଼ିଲା ଭାରି: ଭିଜିଲାନ୍ସ ଜାଲରେ ଖଲ୍ଲିକୋଟ ଥାନା ASI ସୁଜିତ୍‌ ପାଣିଗ୍ରାହୀ

ଖଲ୍ଲିକୋଟ,୧୧।୯(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନାରେ ଶୁକ୍ରବାର ଭିଜିଲାନ୍ସ ଟିମ୍‌ ପକ୍ଷରୁ ଏକ ବଡ଼ଧରଣର ଚଢ଼ାଉ କରାଯାଇଛି। ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା…

ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନରୁ ସେବା ସଂକଳ୍ପ ଅଭିଯାନ: ୧୩ଟି କାର୍ଯ୍ୟକ୍ରମକୁ ନେଇଁ ଲୋକଙ୍କୁ ପାଖକୁ ଯିବ ଭାଜପା

ଭବାନୀପାଟଣା,୧୧।୯(ଉତ୍ତମ କୁମାର ଦାଶ): ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ମାସେ ବ୍ୟାପି ସେବା ସଂକଳ୍ପ ଅଭିଯାନ କରିବ ଭାଜପା । ଏଥିରେ ପ୍ରତ୍ୟେକ ମଣ୍ଡଳ, ବୁଥ ଏବଂ ଜିଲାରେ ସେବା…

ମହାବୀର ପର୍ବତ ଛାଡି ଉଦାରମା ଜଙ୍ଗଲ ଗଲେ ୨୬ ଟିକିଆ ହାତୀପଲ

ବଡ଼ଗାଁ,୧୧ା୯(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଫରେଷ୍ଟ ରେଞ୍ଜ ଅଧୀନ ମହାବୀର ପର୍ବତରେ ମାସେ ହେଲା ଅବସ୍ଥାନ କରିଥିବା ୨୬ ଟିକିଆ ହାତୀପଲ ମହାବୀର ପର୍ବତରୁ ବାହାରି…

ଲଦ ସିକକାଙ୍କ ଗିରଫ ପ୍ରତିବାଦରେ କଲ୍ୟାଣସିଂହପୁର ଥାନା ଘେରାଉ

କଲ୍ୟାଣସିଂହପୁର, ୧୧/୯ (ଦୀପକ କୁମାର ପରିଡ଼ା): ନିୟମଗିରି ସୁରକ୍ଷା ସମିତିର ଆବାହକ ତଥା ସଭାପତି ଲଦ ସିକକାଙ୍କୁ ପୋଲିସ ଗିରଫ କରିବା ଘଟଣାକୁ ନେଇ କଲ୍ୟାଣସିଂହପୁର ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?