ଭଦ୍ରକ-କେନ୍ଦୁଝର ସୀମା ସିଲ୍‌

ବନ୍ତ, ୨ା୪(ଡି.ଏନ୍‌.ଏ.)-କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ବିଭିନ୍ନ ଜିଲାର ସୀମାନ୍ତ ପଥକୁ ସିଲ୍‌ କରାଯାଇଛି। ଭଦ୍ରକ ଜିଲା ବନ୍ତ ବ୍ଲକ ତଥା ଭଦ୍ରକ-ଆନନ୍ଦପୁର ୫୩ନଂ. ରାଜ୍ୟ ରାଜପଥର ବସନ୍ତିଆ ବଜାରଠାରେ ବନ୍ତ ପୋଲିସ ପ୍ରଶାସନ ପକ୍ଷରୁ ସୀମାକୁ ସିଲ୍‌ କରାଯାଇଛି । ଭଦ୍ରକ ଜିଲାର ଶେଷ ସୀମାରେ ବନ୍ତ ପୋଲିସ ବାରିକେଡ୍‌ କରି ଜଗି ରହିଥିବା ବେଳେ ଅପରପାର୍ଶ୍ୱ କେନ୍ଦୁଝର ଜିଲା ସୀମା ଆରମ୍ଭରେ ନନ୍ଦିପଦା ପୋଲିସ ଜଗିଛି। ସୀମା ସିଲ୍‌ ହେବା ଫଳରେ ଭଦ୍ରକ-ଆନନ୍ଦପୁର ରାସ୍ତାରେ କୌଣସି ଲୋକ ବିନାକାରଣରେ ଯାତାୟାତ କରିପାରୁ ନାହାନ୍ତି । କେବଳ ଜରୁରୀ ସ୍ବାସ୍ଥ୍ୟ ସେବା ପାଇଁ ଆମ୍ବୁଲାନ୍ସ ଓ ଅତ୍ୟାବଶ୍ୟକ ସାମଗ୍ରୀ ପରିବହନ ପାଇଁ ଗାଡି ଗୁଡିକୁ ଛଡା ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମଦ ଦୋକାନକୁ ତୀବ୍ର ବିରୋଧ: ହଜାରରୁ ଅଧିକ ଲୋକଙ୍କ ଜନଆନ୍ଦୋଳନ

ତିହିଡ଼ି,୧୫।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନସ୍ଥ ଧୂଷୁରୀ ହରିହଂସ କୀର୍ତ୍ତନ ମଣ୍ଡପ ପରିସରରେ ଆଜି ହଜାରରୁ ଅଧିକ ମହିଳା ଓ ପୁରୁଷ ଏକତ୍ରିତ…

ବ୍ୟବସାୟୀଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ: ଲୁଟି ନେଲେ ଟଙ୍କା ସହ ଲକ୍ଷାଧିକ ସୁନା ଅଳଙ୍କାର

ନୀଳଗିରି, ୧୫/୦୬,(ପ୍ରଶାନ୍ତ କୁମାର ବିଶ୍ବାଳ):କଳାକନା ବୁଲାଇଲେ ଦୁର୍ବୃତ୍ତ। ରବିବାର ରାତି ପ୍ରାୟ ୮ଟା ୩୦ ରୁ ୯ ଟା ୩୦ ମିନିଟ ସମୟରେ ଚୋରି ହୋଇଥିବାର ଅନୁମାନ।…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ନିର୍ମାଣାଧିନ ପୋଲ ତଳକୁ ଖସି ୨ ମୃତ

ନୀଳଗିରି,୧୫।୬,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ବରହମପୁର ଥାନା ଶେରଗଡ଼ ନୀଳଗିରି ଝରଣଘାଟି ରାସ୍ତା ୧୯ ନମ୍ବର ରାଜ୍ୟ ରାଜପଥର ତେଲିପାଳ ନିକଟରେ ପହିଲି ରଜ ରବିବାର…

ଆଦାୟ ହେଉଛି ରାଜସ୍ବ, ହେଉନି ପଙ୍କୋଦ୍ଧାର, ଶୁଖିଲା ପଡ଼ିଛି ପୋଖରୀ

ଅମରପାଲି,୧୫ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଳପଦର ପଞ୍ଚାୟତର ଅମରପାଲି ଗ୍ରାମରେ ଥିବା ପୋଖରୀଗୁଡ଼ିକର ଦୁରବସ୍ଥାକୁ ନେଇ ଅସନ୍ତୋଷ ଦେଖାଦେଇଛି। ଗ୍ରାମରେ ମୋଟ୍‌ ୭ଟି…

ଦୁଇ ଓସିଏସ୍‌ଙ୍କୁ ସମ୍ମାନିତ କଲେ ଜିଲାପାଳ, କହିଲେ ସମସ୍ତ ପ୍ରକାରର ଲୋକଙ୍କୁ କିପରି…

କେସିଙ୍ଗା,୧୫ା୬(ତୁମେଶ୍ୱର ସାହୁ): ଓଡ଼ିଶା ପ୍ରଶାସନିକ ସେବାର ଫଳାଫଳ ପ୍ରକାଶିତ ପରେ ଉତ୍ତୀର୍ଣ୍ଣ ହୋଇଥିବା କଳାହାଣ୍ଡି ଜିଲାର କେସିଙ୍ଗା ସହରର ଚତୁର୍ଥ ସ୍ଥାନରେ ଥିବା କନକ ଜୈନ ଏବଂ…

ମୋଦିଙ୍କ ସହ ସେଲ୍‌ଫି ନେଲେ ଫ୍ରାନ୍ସ ରାଷ୍ଟ୍ରପତି: ଫଟୋ ଶେୟାର କରି ଲେଖିଲେ…

ନାଇସ୍‌,୧୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାଇସ୍‌ ଗସ୍ତ ସମୟରେ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକରଁଙ୍କୁ ଭେଟି ଆନନ୍ଦ ପ୍ରକାଶ କରିଥିଲେ। ଦୁଇ ନେତା ‘ଇଣ୍ଡିଆ ଇନୋଭେଟ୍ସ ୨୦୨୬’…

ଘରକୁ ଧକ୍କାଦେଲା ସ୍କର୍ପିଓ, ଦୁର୍ଘଟଣାରେ ଚାଲିଗଲା ଚାଳକଙ୍କ ଜୀବନ

ପାଟଣା,୧୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡ଼ା ୨୨୦ ନମ୍ବର ଜାତୀୟ ରାଜପଥର ବଡ଼ବିଲ ନିକଟର ସୋମବାର ଭୋର୍‌ରୁ ଏକ ସ୍କର୍ପିଓ ଭାରସାମ୍ୟ ହରାଇ ଏକ ଘରକୁ…

ମଣ୍ଡିରୁ ଉଠୁନି ଧାନ, ରାସ୍ତା ଅବରୋଧ କଲେ ଚାଷୀ

ଭବାନୀପାଟଣା,୧୫ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ରବି ଧାନକିଣା ଅଚଳାବସ୍ଥା ଜାରି ରହିଛି। ଯାହାକୁ ନେଇ ଜିଲାର ଚାଷୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖିବାକୁ ମିଳିଛି। ଜୁନାଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri