ଭଦ୍ରକର ଦୁଇଟି ସ୍ଥାନରେ ଅଗ୍ନିକାଣ୍ଡ: ଜଳିଗଲା ୨୦ ବଖରା

ଭଦ୍ରକ ଅଫିସ,୧୧ା୫: ରବିବାର ବିଳମ୍ବିତ ରାତିରେ ଭଦ୍ରକର ଭିନ୍ନ ଭିନ୍ନ ଦୁଇଟି ସ୍ଥାନରେ ଅଗ୍ନିକାଣ୍ଡ ଘଟି ୨୦ ବଖରା ଜଳିଯାଇଛି। ଭଦ୍ରକ ପୌରପାଳିକା ଜାନୁଗଞ୍ଜ ବଢିଆ ସାହିର ମୃତ୍ୟୁଞ୍ଜୟ ବେଜ୍‌ ଓ ସଞ୍ଜୟ ବେଜ୍‌ଙ୍କ ଦୁଇ ବଖରା ଜଳିଯାଇଛି। ଅଗ୍ନିକାଣ୍ଡର କାରଣ ଶର୍ଟ୍‌ସର୍କିଟ ବୋଲି କୁହାଯାଇଛି। ସେହିଭଳି ତିହିଡ଼ି ବ୍ଲକ ଗୁଆମାଳ ନୂଆଶାସନ ଗାଁର ୬ଟି ପରିବାରର ୧୮ଟି ବଖରା ଜଳିଯାଇଛି, ଏଠି ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ତିହିଡି ଓ ଭଦ୍ରକ ଅଗ୍ନିଶମ କର୍ମଚାରୀ ନିଆଁକୁ ନିୟନ୍ତ୍ରଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ୧୨ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୩୧।୭ (ପ୍ରମୋଦ ବହିଦାର): ହୀରାକୁଦ ଜଳ ଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ବୃଦ୍ଧି ସାଙ୍ଗକୁ ଜଳସ୍ତର ମଧ୍ୟ ବଢ଼ିବାରେ ଲାଗିଛି। ଫଳରେ ଶୁକ୍ରବାର ଜଳଭଣ୍ଡାରରୁ ପୁଣିଥରେ ଦୁଇଟି…

‘ଆମ ପାଖରେ ଧୋନି ନାହାଁନ୍ତି,’ ଇଂଲଣ୍ଡ ପ୍ରଶିକ୍ଷକ ହେବା ପରେ ଷ୍ଟିଫେନ ଫ୍ଲେମିଂଙ୍କୁ ‘ଚେତାବନୀ’ ମିଳିଛି

ନୂଆଦିଲ୍ଲୀ,୩୧।୭: ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ ସହିତ ଦୀର୍ଘ ସମୟ ଧରି କାର୍ଯ୍ୟ କରିଥିବା ଷ୍ଟିଫେନ ଫ୍ଲେମିଂଙ୍କୁ ଏବେ ଇଂଲଣ୍ଡ ଟେଷ୍ଟ ଦଳର ପ୍ରଶିକ୍ଷକ ନିଯୁକ୍ତ କରାଯାଇଛି।…

ବନ୍ୟା ବିପନ୍ନଙ୍କ ପାଇଁ ବଡ଼ ଘୋଷଣା କଲେ ରାଜସ୍ବ ମନ୍ତ୍ରୀ, ମିଳିବ…

ଭୂବନେଶ୍ୱର,୩୧।୭: ବନ୍ୟାସ୍ଥିତିର ସମୀକ୍ଷା ପରେ ରାଜସ୍ବ ମନ୍ତ୍ରୀ ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀରେ ବନ୍ୟା ଜଳ ବଢୁଥିବା ଗଣମାଧ୍ୟମ ଆଗରେ ମନ୍ତ୍ରୀ ପ୍ରକାଶ କରିଛନ୍ତି। କେବଳ…

ସାଧୁ ବେଶରେ ସଂସଦ ଆସିଲେ ପପ୍ପୁ ଯାଦବ, ଦାନ ଦେଲେ ଏମପି

ପାଟନା,୩୧।୭: ବିହାର ପୁର୍ନିଆର ଏମପି ପପ୍ପୁ ଯାଦବ ଅଯୋଧ୍ୟା ରାମ ମନ୍ଦିର ଚାନ୍ଦା ସଂଗ୍ରହରେ କଥିତ ଅନିୟମିତତା ପ୍ରସଙ୍ଗକୁ ନେଇ ସଂସଦ ପରିସରରେ ପ୍ରତିବାଦ କରିଛନ୍ତି ।…

ବସ୍‌ ଷ୍ଟପ ଅଛି, ବସ୍‌ ଆସୁନାହିଁ: ମୁଖ୍ୟମନ୍ତ୍ରୀ ବସ୍‌ ସେବାରୁ ବଞ୍ଚିତ ଅଞ୍ଚଳବାସୀ

ଅମରପାଲି,୩୧ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଖଣ୍ଡହତା ପଞ୍ଚାୟତର ସୀମାବର୍ତ୍ତୀ ଉପାନ୍ତ ଗ୍ରାମ ସାହାଜଲଥାରେ ସରକାରୀ ଖର୍ଚ୍ଚରେ ଯାତ୍ରୀ ପ୍ରତୀକ୍ଷାଳୟ (ବସ୍‌ ଷ୍ଟପ୍‌) ନିର୍ମାଣ ହୋଇଥିଲେ…

ଭୀମଭୋଇ ସାମର୍ଥ୍ୟ ଶିବିର: ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ

କର୍ଲାମୁଣ୍ଡା,୩୧।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କାର୍ଯ୍ୟାଳୟରେ ବ୍ଳକସ୍ତରୀୟ ଭୀମଭୋଇ ସାମର୍ଥ୍ୟ ଶିବିର ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ସଭାରେ ବ୍ଲକ ଅଧ୍ୟକ୍ଷ…

ଏହି କାମ କରି ସମସ୍ତଙ୍କ ହୃଦୟ ଜିତିଲେ କାର୍ତ୍ତିକ ଆର୍ଯ୍ୟନ: ମୁଖ୍ୟମନ୍ତ୍ରୀ କହିଲେ ବାଃ ବାଃ

ଆସାମରେ ଭୟଙ୍କର ବନ୍ୟା। ଲକ୍ଷ ଲକ୍ଷ ଲୋକ ନିଜ ଘର ଛାଡି ବିସ୍ଥାପିତ ହୋଇଛନ୍ତି। ଅନେକ ଲୋକଙ୍କ ଜୀବନ ଯାଇଛି ଏବଂ ପରିସ୍ଥିତି ଖରାପ ଆଡ଼କୁ ଗତି…

ରୋଟାରୀ କ୍ଲବର ଅଧିଷ୍ଠାନ, ଚାର୍ଟର ଦିବସ ପାଳିତ: ନୂଆ ସଭାପତି, ସମ୍ପାଦକ ଭାବେ ଦାୟିତ୍ୱ ନେଲେ…

ଛତ୍ରପୁର, ୩୧।୭(ଦିଲ୍ଲୀପ ସାମଲ /ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ରୋଟାରୀ କ୍ଲବର ଅଧିଷ୍ଠାନ ଦିବସ ଗୁରୁବାର କ୍ଲବ ପରିସରରେ ଆୟୋଜିତ ହୋଇଯାଇଛି। ସଭାପତି ପଦ୍ମ ଚରଣ ସାହୁଙ୍କ ସଭାପତିତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri