ଭଦ୍ରକରୁ ୫ ନୂଆ ଆକ୍ରାନ୍ତ ଚିହ୍ନଟ: ଜିଲାରେ ୧୪୬ ଛୁଇଁଲା ପଜିଟିଭ୍‌ ସଂଖ୍ୟା

ଭଦ୍ରକ ଅଫିସ,୧୩।୬: ଭଦ୍ରକ ଜିଲାରେ ଶନିବାର ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ପଜିଟିଭ୍‌ଙ୍କୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪୬ ଛୁଇଁଛି। ତେବେ ସମସ୍ତ ୫ ଆକ୍ରାନ୍ତ ସଙ୍ଗରୋଧ ଗୃହରୁ ଚିହ୍ନଟ ହୋଇଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ସେମାନେ ମହାରାଷ୍ଟ୍ର, ଗୁଜୁରାଟ, ତାମିଲନାଡୁ ଓ ଆନ୍ଧ୍ରପ୍ରଦେଶ ଫେରନ୍ତା ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଇସିସି ଟି-୨୦ ବ୍ୟାଟିଂ ରାଙ୍କିଙ୍ଗରେ ବୈଭବଙ୍କ କମାଲ, ୨୩୦ ସ୍ଥାନରୁ ସିଧାସଳଖ ପହଞ୍ଚିଲେ …

ନୂଆଦିଲ୍ଲୀ,୩୦।୭: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ବୈଭବ ସୂର୍ଯ୍ୟବଂଶୀ ନିଜର ଚମତ୍କାର ବ୍ୟାଟିଂ ବଳରେ ଆଉ ଏକ ବଡ଼ ସଫଳତା ହାସଲ କରିଛନ୍ତି। ମାତ୍ର ୧୫ ବର୍ଷ…

ବଡ଼ ସଫଳତା: ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବେ ନିଯୁକ୍ତ କଲା ଏହି ଟିମ୍‌

ନୂଆଦିଲ୍ଲୀ,୩୦।୭: ଭାରତର ଯୁବ ବ୍ୟାଟିଂ ସେନ୍ସେସନ ବୈଭବ ସୂର୍ଯ୍ୟବଂଶୀ ନିଜର ଦ୍ରୁତ କ୍ରିକେଟ କ୍ୟାରିୟରରେ ଆଉ ଏକ ବଡ଼ ସଫଳତା ହାସଲ କରିଛନ୍ତି। ଆଗାମୀ ଦଲୀପ ଟ୍ରଫି…

ସରକାରଙ୍କ ବଡ଼ ସୂଚନା: ବଢିବ ଅଙ୍ଗନବାଡ଼ି କର୍ମୀଙ୍କ ଦରମା! ଜାଣନ୍ତୁ କେତେ…

ଭୁବନେଶ୍ୱର,୩୦।୭: ରାଜ୍ୟର ଅଙ୍ଗନବାଡ଼ି କର୍ମୀ ଓ ସହାୟିକା ମାନଙ୍କ ପାଇଁ ଏକ ବଡ଼ ଖୁସିଖବର ଆସିବାର ସମ୍ଭାବନା ରହିଛି। ରାଜ୍ୟ ସରକାରୀ ସ୍ତରରେ ସେମାନଙ୍କ ଦରମା ବୃଦ୍ଧି…

ଜୀବନ୍ତ ସମାଧି ଷ୍ଟଣ୍ଟ ଦେଖାଉଥିଲେ ଯୁବକ, ଅଖାରେ ପଶି ମାଟି ତଳେ ୩ ଦିନ ରହିବା ପରେ ଘଟିଲା…

ଚଣ୍ଡିଗଡ଼,୩୦ା୭:ଏକ ପାରମ୍ପରିକ ଗ୍ରାମ ସର୍କସ ଦଳର ଜଣେ ୨୭ ବର୍ଷୀୟ ଯୁବକ ପୂର୍ବରୁ ଅନେକ ଥର ଜୀବନ୍ତ ସମାଧି ଷ୍ଟଣ୍ଟ ଦେଖାଇଥିଲେ। ତେବେ ହରିୟାଣାର ନୁହ ଜିଲାରେ…

ବସ୍‌ ଡ୍ରାଇଭରଙ୍କ ଘରୁ ମିଳିଲା ୨୦ କୋଟି ଟଙ୍କା, ୧୫ କେ.ଜି. ସୁନା: ପୋଲିସ ତାଜୁବ

କୋଲକାତା,୩୦।୭:ପୂର୍ବରୁ ସରକାରୀ ବସ୍‌ ଡ୍ରାଇଭର ଭାବେ କାମ କରୁଥିବା ପଶ୍ଚିମବଙ୍ଗ ବୀରଭୂମ ଜିଲାର ମିନାର ମଣ୍ଡଳଙ୍କ ଘରୁ ପୋଲିସ ୨୦ କୋଟି ନଗଦ ଟଙ୍କା ଏବଂ ୧୫…

ଅଗ୍ନିବୀରଙ୍କ ପାଇଁ ଏସ୍‌ଏସ୍‌ବିରେ ୫୦% କନ୍‌ଷ୍ଟେବଲ ପଦବୀ ସଂରକ୍ଷିତ

ନୂଆଦିଲ୍ଲୀ,୩୦ା୭: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ସଶସ୍ତ୍ର ସୀମା ବଳ (ଏସ୍‌ଏସ୍‌ବି) (ଯୁଦ୍ଧ ପାଇଁ ପ୍ରସ୍ତୁତ ସାଧାରଣ ଡ୍ୟୁଟି) ଗ୍ରୁପ୍‌ ‘ସି’ ପଦବୀ ନିଯୁକ୍ତି ନିୟମାବଳୀ, ୨୦୨୬ ଉପରେ…

ପରିବହନ ପ୍ରଦୂଷଣରୁ ପ୍ରତି ୬ ମିନିଟ୍‌ରେ ଜଣକ ଅକାଳ ମୃତ୍ୟୁ

ନୂଆଦିଲ୍ଲୀ,୩୦ା୭: ସଡ଼କ ପରିବହନଜନିତ ପ୍ରଦୂଷଣ ଭାରତରେ ଜନସ୍ବାସ୍ଥ୍ୟ ପ୍ରତି ବଡ଼ ସମସ୍ୟା ସୃଷ୍ଟି କରିଛି। ୨୦୨୪ରେ ଗାଡ଼ିମୋଟରଜନିତ ପ୍ରଦୂଷଣ କାରଣରୁ ପ୍ରତି ୬ ମିନିଟ୍‌ରେ ଜଣେ ବ୍ୟକ୍ତିଙ୍କ…

‘ମହାପ୍ରଭୁ ଜଗନ୍ନାଥ’ ଆନିମେଶନ ଚଳଚ୍ଚିତ୍ର ରିଲିଜ୍‌କୁ ସୁପ୍ରିମକୋର୍ଟଙ୍କ ସବୁଜ ସଙ୍କେତ: କେତେଜଣଙ୍କ ଆପତ୍ତି ପାଇଁ …

ନୂଆଦିଲ୍ଲୀ,୩୦ା୭ : ଆନିମେଟେଡ୍‌ ଚଳଚ୍ଚିତ୍ର ‘ମହାପ୍ରଭୁ ଜଗନ୍ନାଥ’ର ମୁକ୍ତିଲାଭ ଉପରେ ରୋକ ଲଗାଇବାକୁ ଓଡ଼ିଶା ସରକାର କରିଥିବା ଆବେଦନକୁ ବୁଧବାର ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। କେତେଜଣ ବ୍ୟକ୍ତିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri