ଭଦ୍ରକ ଅଫିସ, ୧୬।୩: ମହାମାରୀ କରୋନାକୁ ନେଇ ସାରା ବିଶ୍ୱରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଏହାର ମୁକାବିଲା ଲାଗି ପ୍ରଶାସନ ପକ୍ଷରୁ ସୋମବାରଠାରୁ ଭଦ୍ରକ ଜିଲାର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଏ ନେଇ ଜିଲାପାଳ ଜ୍ଞାନ ରଞ୍ଜନ ଦାସ ଟୁଇଟ୍ କରି ସୂଚନା ଦେଇଛନ୍ତି।
ଭଦ୍ରକ ଅଫିସ, ୧୬।୩: ମହାମାରୀ କରୋନାକୁ ନେଇ ସାରା ବିଶ୍ୱରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଏହାର ମୁକାବିଲା ଲାଗି ପ୍ରଶାସନ ପକ୍ଷରୁ ସୋମବାରଠାରୁ ଭଦ୍ରକ ଜିଲାର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଏ ନେଇ ଜିଲାପାଳ ଜ୍ଞାନ ରଞ୍ଜନ ଦାସ ଟୁଇଟ୍ କରି ସୂଚନା ଦେଇଛନ୍ତି।
ଝାରସୁଗୁଡ଼ାରେ ପ୍ରତିଷ୍ଠିତ ‘ଓଡ଼ିଶୀ ଜୁଏଲେରି’ ପଶ୍ଚିମ ଓଡ଼ିଶା ଗ୍ରାହକଙ୍କ ପାଇଁ ବେଶ୍ ଉପଯୋଗୀ ହୋଇପାରିଛି। ଏହାର ପ୍ରତିଷ୍ଠାତା ଶୈଳେଶ ସରାଓ୍ବଗୀଙ୍କ ନେତୃତ୍ୱରେ ଏହି ସଂସ୍ଥା ଗ୍ରାହକଙ୍କ ଚାହିଦା…
ନୂଆଦିଲ୍ଲୀ,୮।୪: ହର୍ମୁଜ ପ୍ରଣାଳୀ ସଙ୍କଟ ଏବେ ଟଳିଯାଇଛି। ଇରାନ-ଆମେରିକା ଯୁଦ୍ଧବିରତି ଘୋଷଣା ବିଶ୍ୱର ତୈଳ ଏବଂ ଗ୍ୟାସ ଯୋଗାଣରେ ଆଶ୍ୱସ୍ତି ଆଣିବ ବୋଲି ଆଶା କରାଯାଉଛି। ଏହି…
କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି ପାଇଁ…
ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଲକ୍ଷ୍ୟ ନିକେତନ ପ୍ରକଳ୍ପ ମାଧ୍ୟମରେ ସିଭିଲ ସର୍ଭିସ ପରୀକ୍ଷା ପାଇଁ ଯୁବତୀଯୁବକଙ୍କୁ ତାଲିମ ଦିଆଯିବ। ତେଣୁ ଗଞ୍ଜାମ ଜିଲାପାଳ କିର୍ତ୍ତୀ ଭାସନ ଭିଙ୍କ ପ୍ରଚେଷ୍ଟାରେ…
ଓ୍ବାଶିଂଟନ୍,୮।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫେବୃଆରୀ ୨୮ ତାରିଖରେ ଯେତେବେଳେ ଇସ୍ରାଏଲ ସହ ମିଶି ଇରାନ ବିରୁଦ୍ଧରେ ଆକ୍ରମଣ ଆରମ୍ଭ କରିଥିଲେ, ସେତବେଳେ ସେ ଭେନେଜୁଏଲାରେ…
ଇସଲାମାବାଦ,୮।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଶେଷରେ ଆମେରିକା ଏବଂ ଇରାନ ଯୁଦ୍ଧବିରତି ଉପରେ ସହମତି ହୋଇଛନ୍ତି। ଡୋନାଲ୍ଡ ଟ୍ରମ୍ପ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା…
ଓ୍ବାଶିଂଟନ୍,୮।୪: ପଶ୍ଚିମ ଏସିଆରେ ପାଞ୍ଚ ସପ୍ତାହରୁ ଅଧିକ ସମୟ ଧରି ଲାଗି ରହିଥିବା ଯୁଦ୍ଧର ନିଆଁ ଶେଷରେ ଥଣ୍ଡା ପଡ଼ିଛି। ଆମେରିକା ଏବଂ ଇରାନ ଦୁଇ ସପ୍ତାହ…
ଚଳିତ ମାସ ୯ ତାରିଖରେ ଆସାମ ବିଧାନସଭାର ୧୨୬ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେଠାକାର ଯେଉଁ କେତୋଟି ହାଇପ୍ରୋଫାଇଲ ଆସନ ରହିଛି ତନ୍ମଧ୍ୟରୁ ଚର୍ଚ୍ଚିତ…