ଭଦ୍ରକରେ ପହଞ୍ଚିଲା ତୃତୀୟ ଶ୍ରମିକ ସ୍ବତନ୍ତ୍ର ଟ୍ରେନ୍‌

ଭଦ୍ରକ ଅଫିସ,୧୩ା୫: ଭଦ୍ରକ ଷ୍ଟେଶନରେ ବୁଧବାର ତୃତୀୟ ସ୍ବତନ୍ତ୍ର ଶ୍ରମିକ ଟ୍ରେନ୍‌ ପହଞ୍ଚିଛି। ଏଥିରେ ସମୁଦାୟ ବିଭିନ୍ନ ଜିଲାର ୧୮୪ ଜଣ ଓହ୍ଲାଇଛନ୍ତି। ଭଦ୍ରକର ୫୧, କେନ୍ଦୁଝରର ୨୪, ଯାଜପୁର ୨୨, ବିନା ପଞ୍ଜିକୃତରେ ବିଭିନ୍ନ ଜିଲାରୁ ୮୭ଜଣ ପ୍ରବାସୀ ଓଡ଼ିଆ ଗୁଜରାଟର ଥାନେ ଅଞ୍ଚଳରୁ ଆସିଥିବା ଜଣାପଡ଼ିଛି। ପ୍ରଶାସନ ପକ୍ଷରୁ ସ୍କ୍ରିନିଂ କରାଯାଇ ସ୍ବତନ୍ତ୍ର ବସ୍‌ ଯୋଗେ ନିଜ ନିଜ ଜିଲାକୁ ପଠାଯିବାର ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୬୩ ବର୍ଷ ତଳେ ପେଟ୍ରୋଲ ଦର ଥିଲା ୭୨ ପଇସା, ରସିଦ୍‌ ପ୍ରଦାନ କରି ଅବସରପ୍ରାପ୍ତ ଏସ୍‌ବିଆଇ ଅଧିକାରୀ କହିଲେ…

କଟକ ସଦର,୨୪ା୮(ସୁଶାନ୍ତ କୁମାର ଜେନା): ବର୍ତ୍ତମାନ ପେଟ୍ରୋଲ ଦର ସ୍ଥାନ ବିଶେଷରେ ୧୧୦ ଟଙ୍କାରେ ପହଞ୍ଚିଲାଣି। ଦର ବଢ଼ିବା ସହିତ ଚାହିଦା ମଧ୍ୟ ଦିନକୁ ଦିନ ବୃଦ୍ଧି…

ରାଜ୍ୟରୁ ୨୪ ହଜାର ଶିଶୁ ନିଖୋଜ: ୨୦୨୪ରେ ସର୍ବାଧିକ ୬,୨୨୩ ନିଖୋଜ, ୮୭% ଝିଅ

ଭୁବନେଶ୍ୱର,୨୪।୮(ତ୍ରିନାଥ ମହାନ୍ତି ): ଯାଜପୁର ଜିଲାର ପିହୁ ହେଉ ଅବା ନୟାଗଡ଼ର ପରୀ। ରାଜ୍ୟର ବିଭିନ୍ନ ଜିଲାରୁ କୋମଳମତି ଶିଶୁ ନିଖୋଜ ହୋଇଯାଉଛନ୍ତି। ସେମାନଙ୍କୁ ଖୋଜିବା ପାଇଁ…

ପିଆଜ ଦର ବୃଦ୍ଧି ଉପରେ ସରକାରଙ୍କ ବଡ଼ ଆକ୍ସନ, ଏବେ ଏଇଠୁ ଆସିଲା ପରେ ମିଳିବ ଶସ୍ତା ପିଆଜ

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବୃଦ୍ଧିରେ ପୁଣି ଥରେ ଚେପା ହେଲେଣି ସାଧାରଣ ପରିବାରର। ଦେଶର ଅନେକ ସ୍ଥାନରେ ଦର ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏହି ବୃଦ୍ଧିକୁ…

ଏଆଇ ସାହାଯ୍ୟରେ ପ୍ଲାଣ୍ଟ ଇମ୍ୟୁନିଟି ସିଷ୍ଟମ୍‌ ପ୍ରସ୍ତୁତ କଲେ ଚାଇନା ଗବେଷକ

ବେଜିଂ, ୨୪ା୮: ଫସଲକୁ ସାଂଘାତିକ ରୋଗ ଏବଂ ଜୀବାଣୁ, ଭୂତାଣୁ ଓ କବକ ଆକ୍ରମଣରୁ ରକ୍ଷା କରିବା ପାଇଁ ଚାଇନା ଗବେଷକମାନେ କୃତ୍ରିମ ପ୍ରତିରୋଧକ ବ୍ୟବସ୍ଥା ବିକଶିତ…

ବେଆଇନ ଗଛକଟା, ଲଘୁ ଖଣିଜ ସମ୍ପଦ ଲୁଟ୍‌, ମାସକ ମଧ୍ୟରେ ରିପୋର୍ଟ ଲୋଡ଼ିଲେ ଏନ୍‌ଜିଟି

ଭୁବନେଶ୍ୱର,୨୪।୮(ରବିନାରାୟଣ ଜେନା): ରାଜ୍ୟରେ ଲଘୁ ଖଣିଜ ସମ୍ପଦ ମନଇଚ୍ଛା ଖୋଳା ଚାଲିଛି। ସରକାରୀ ନୀତି ଗୋଟିଏ କଥା କହୁଥିବାବେଳେ ଲିଜ୍‌ଧାରୀମାନେ ସେସବୁକୁ ଭ୍ରୂକ୍ଷେପ ନ କରି ଯେଉଁଠି…

ସାଉଦି-ପାକ୍‌-ତୁର୍କୀ ପ୍ରତିରକ୍ଷା ମେଣ୍ଟରେ ସାମିଲ ହେବାକୁ ବାଂଲାଦେଶ ଆଗ୍ରହୀ

ନୂଆଦିଲ୍ଲୀ,୨୪ା୮: ସାଉଦି ଆରବ, ପାକିସ୍ତାନ ଏବଂ ତୁର୍କୀ ମଧ୍ୟରେ ନିକଟରେ ପ୍ରତିରକ୍ଷା ମେଣ୍ଟ ହୋଇଥିବାବେଳେ ସେଥିରେ ସାମିଲ ହେବା ଲାଗି ବାଂଲାଦେଶ ଆଗ୍ରହୀ ଥିବା ଏହାର ୨…

ସରକାରୀ ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୩ ନବଜାତ ଶିଶୁ

ଅମରାବତୀ,୨୪।୮: ସୋମବାର (୨୪ ଅଗଷ୍ଟ) ଭୋର ପ୍ରାୟ ୩ଟା ୩୦ ସମୟରେ ମହାରାଷ୍ଟ୍ରର ଅମରାବତୀ ଜିଲାରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଅମରାବତୀର ସରକାରୀ ମହିଳା…

୧୦ ଦିନ ପରେ ବି ପ୍ରୋରୋଗ ହୋଇନି ପାର୍ଲାମେଣ୍ଟ

ନୂଆଦିଲ୍ଲୀ,୨୪ା୮: ପାର୍ଲାମେଣ୍ଟର ଉଭୟ ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯିବା ଇତିମଧ୍ୟରେ ୧୦ ଦିନ ବିତିଥିଲେ ମଧ୍ୟ ଏହାକୁ ଆନୁଷ୍ଠାନିକ ଭାବେ ବନ୍ଦ କରାଯାଇନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri