ଭଦ୍ରକରେ ପହଞ୍ଚିଲା ଦୁଇ ଓଡ୍ରାଫ୍‌ ଟିମ୍‌

ଭଦ୍ରକ ଅଫିସ,୧୮ା୫: ସମ୍ଭାବ୍ୟ ବାତ୍ୟା ଅମ୍ଫନ୍‌ ମୁକାବିଲା ପାଇଁ ଭଦ୍ରକରେ ଦୁଇଟି ଓଡ୍ରାଫ୍‌ ଟିମ୍‌ ପହଞ୍ଚିଛନ୍ତି। ରବିବାର ମଧ୍ୟ ଦୁଇ ଏନ୍‌ଡିଆରଏଫ୍‌ ଟିମ୍‌ ପହଞ୍ଚିଥିଲା। ସେମାନଙ୍କୁ ପ୍ରଶାସନ ପକ୍ଷରୁ ଗୋଟିଏ ଟିମ୍‌କୁ ଭଦ୍ରକରେ ମୁତୟନ କରାଯାଇଥିବା ବେଳେ ଅନ୍ୟ ଏକ ଟିମ୍‌କୁ ବାସୁଦେବପୁରରେ ମୁତୟନ କରାଯାଇଥିବା ଜିଲାପାଳ ଡ. ଜ୍ଞାନ ରଞ୍ଜନ ଦାସ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ଚର୍ଚ୍ଚା ଭିତରେ ବେବି ବମ୍ପ ସହ ନଜର ଆସିଲେ ଅଭିନେତ୍ରୀ, ସାଥିରେ ଥିଲେ ବିବାହିତ ଅଭିନେତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ମୃଣାଲ ଠାକୁର ବର୍ତ୍ତମାନ ଅଭିନେତା ଧନୁଷଙ୍କ ସହ ତାଙ୍କ ସମ୍ପର୍କ ଏବଂ ତାଙ୍କ ବିବାହ ଯୋଜନା ପାଇଁ ଖବରରେ ଅଛନ୍ତି। ଅଭିନେତ୍ରୀ ସମ୍ପ୍ରତି…

ଆସିଲା ନୂଆ ଆଇନ, ମହିଳାଙ୍କୁ ମିଳିଲା ମୋଟରସାଇକେଲ ଚଳାଇବାକୁ ଅନୁମତି

ତେହେରାନ,୫।୨: ଇରାନ ସରକାର ମହିଳାମାନଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସ୍ଥାନୀୟ ଗଣମାଧ୍ୟମ ଅନୁଯାୟୀ, ଇରାନ ମହିଳାମାନଙ୍କୁ ଆଇନଗତ ଭାବରେ ମୋଟରସାଇକେଲ ଚଲାଇବାକୁ ଅନୁମତି ଦିଆଯାଇଛି।…

IND vs PAK: ‘ଆମର ଫ୍ଲାଇଟ ବୁକ୍‌ ଅଛି…’, କାହିଁକି ଏମିତି କହିଲେ ସୂର୍ଯ୍ୟକୁମାର? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ସରକାର ସ୍ପଷ୍ଟ କରିଛନ୍ତି ଯେ ସେମାନଙ୍କ ଦଳ 2026 T-20 ବିଶ୍ୱକପ ଖେଳିବ, କିନ୍ତୁ କେବଳ ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ମ୍ୟାଚ ଖେଳିବ।…

T20 WC Opening Ceremony:ନୋରା ଫତେହିଙ୍କ ଡ୍ୟାନ୍ସ ସାଙ୍ଗକୁ ବାଦଶାହାଙ୍କ ଜଲଓ୍ବା! ଓପନିଂ ସେରିମନିରେ ଲାଗିବ ବଲିଉଡ ତଡକା

ନୂଆଦିଲ୍ଲୀ,୫।୨: T20 World Cup 2026 ଶନିବାର, ଫେବୃଆରୀ ୭ରେ ଆରମ୍ଭ ହେବ। ଟୁର୍ଣ୍ଣାମେଣ୍ଟର ପ୍ରଥମ ଦିନରେ ତିନୋଟି ମ୍ୟାଚ ଖେଳାଯିବ, ଯେଉଁଥିରେ ପାକିସ୍ତାନ ଏବଂ ନେଦରଲ୍ୟାଣ୍ଡ…

ପାକିସ୍ତାନୀ-ବାଂଲାଦେଶୀ ଭାଇ ଭାଇ, 2026 T20 World Cup ପୂର୍ବରୁ ପାକିସ୍ତାନୀ କ୍ୟାପଟେନଙ୍କ ବୟନକୁ ନେଇ ବିବାଦ

ନୂଆଦିଲ୍ଲୀ,୫।୨: ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ସଲମାନ ଆଗା ICCକୁ ଉସୁକାଇବାକୁ ଚେଷ୍ଟା କରିଛନ୍ତି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ବାଂଲାଦେଶ କ୍ରିକେଟ ଦଳକୁ 2026 T20…

ସ୍ପଷ୍ଟ କଲା ଭାରତ, ନଇଁବ ନାହିଁ ଦେଶ ରୁଷିଆରୁ କିଣିବ ତେଲ!

ନୂଆଦିଲ୍ଲୀ,୫।୨: ଭାରତ ଏବଂ ଆମେରିକା ମଧ୍ୟରେ ଏକ ବାଣିଜ୍ୟ ଚୁକ୍ତି ଉପରେ ସହମତ ହୋଇଛି। ଏହା ସହିତ, ଏକ ପ୍ରମୁଖ ପ୍ରଶ୍ନ ଉଠିଛି: ଭାରତ ରୁଷିଆରୁ ତେଲ…

ଖୋଲିଲା ‘ଲକ୍ଷ୍ମୀ ଭଣ୍ଡାର’, ମହିଳା-ଗିଗ ଓ୍ବାର୍କର୍ସଙ୍କୁ ବଡ଼ ଉପହାର ହେଲେ ମମତା

କୋଲକାତା,୫।୨: ଗୁରୁବାର ପଶ୍ଚିମବଙ୍ଗ ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପିତ ହୋଇଛି। ପଶ୍ଚିମବଙ୍ଗ ଅର୍ଥମନ୍ତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୪.୦୬ ଲକ୍ଷ କୋଟି ଟଙ୍କାର…

‘ପ୍ରଧାନମନ୍ତ୍ରୀଙ୍କ ସହ କିଛି ବି ହୋଇଥାଆନ୍ତା’, କାହିଁକି ଏମିତି କହିଲେ ଓମ ବିର୍ଲା, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୫।୨: ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ସମ୍ପର୍କରେ ଲୋକ ସଭାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭାଷଣ ମୁଲତବୀ କରାଯିବା ଉପରେ ବାଚସ୍ପତି ଓମ ବିର୍ଲା ଅସନ୍ତୋଷ ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri