ଭଦ୍ରକରେ ସକାଳ ୭ରୁ ୯ ଟ୍ରାଫିକ୍‌ ଜାମ

ଭଦ୍ରକ ଅଫିସ, ୨୫।୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୧ ଦିନ ଯାଏ ଦେଶକୁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହି ଲକ୍‌ଡାଉନ୍‌ର ପ୍ରଭାବ ଭଦ୍ରକ ଜିଲାରେ ପଡ଼ିଛି। ଦିନ ତମାମ ରାସ୍ତାଘାଟ ଶୂନଶାନ ରହୁଥିବା ବେଳେ ସକାଳ ସମୟରେ ଲୋକଙ୍କ ଗହଳି ଦେଖିବାକୁ ମିଳୁଛି। ବୁଧବାର ସକାଳ ୭ଟାରୁ ୯ଟା ପର୍ଯ୍ୟନ୍ତ ପରିବା ମାର୍କେଟ ଏବଂ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନଗୁଡ଼ିକରେ ଲୋକଙ୍କ ଗହଳି ହୋଇଥିଲା। ତେବେ ଦିନସାରା ପୋଲିସ ପକ୍ଷରୁ ନାକାବନ୍ଦୀ କରି ରଖାଯାଉଥିବା ବେଳେ ଜିଲାବାସୀ ଏହି ଲକ୍‌ଡାଉନ୍‌କୁ ସମର୍ଥନ କରୁଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କୁମୁତାଲପେଟାରେ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୧୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି

ଜେକେପୁର,୬ା୨(ରାଜେଶ ବିଶ୍ୱାଳ): ରାୟଗଡା ବ୍ଲକର କୁମୁତାଲପେଟା ପଞ୍ଚାୟତ ଅନ୍ତର୍ଗତ କୁମୁତାଲପେଟା ଗ୍ରାମରେ ଥିବା ପଞ୍ଚାୟତ କମ୍ପ୍ଲେକ୍ସର ଏକ ଦୋକାନରେ ଶୁକ୍ରବାର ଭୋର୍‌ ସମୟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି।…

୭ରୁ ଓଡ଼ିଶା-ଜାପାନ ପର୍ବ: ଜାଣନ୍ତୁ ଏହାର ଉଦେଶ୍ୟ

ପୁରୀ,୬ା୨(ଅଜିତ୍‌ କୁମାର ମହାନ୍ତି): ଚଳିତ ମାସ ୭ ଏବଂ ୮ ତାରିଖ ସନ୍ଧ୍ୟାରେ ଇଣ୍ଡିଆ-ଜାପାନ ଫ୍ରେଣ୍ଡଶିିପ୍‌ ସେଣ୍ଟର ପକ୍ଷରୁ ସ୍ଥାନୀୟ ତାଳବଣିଆ ପଡ଼ିଆରେ ଓଡ଼ିଶା-ଜାପାନ ପର୍ବ ଆୟୋଜନ…

ଭାଙ୍ଗିଗଲାଣି ଶ୍ରେଣୀଗୃହ, ଗଛତଳେ ପଢୁଛନ୍ତି ପିଲା

କେସିଙ୍ଗା/ନର୍ଲା,୬ା୨(ତୁମେଶ୍ୱର ସାହୁ/ସନ୍ତୋଷ ପାତ୍ର): କଳାହାଣ୍ଡି ଜିଲା କେସିଙ୍ଗା ଓ ନର୍ଲା ବ୍ଲକ ସୀମାନ୍ତ ଅଞ୍ଚଳରେ ଅସ୍ଥାପତି ବିଦ୍ୟାଳୟକୁ ଶିକ୍ଷା ବିଭାଗ ସମେତ ନେତା ବିଧାୟକଙ୍କ ଦୃଷ୍ଟି ଗୋଚର…

ଦୁଃସାହାସିକ ଖେଳ ପ୍ରଦର୍ଶନ କଲେ ଛାତ୍ରୀଛାତ୍ର: ବାହାରିଲା ବିରାଟ ଶୋଭାଯାତ୍ରା

ଦାରିଙ୍ଗବାଡି,୬।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ୩ ଦିନିଆ ୨୨ତମ ଜିଲାସ୍ତରୀୟ ଭାରତ ସ୍କାଉଟସ ଓ ଗାଇଡ଼ସର କ୍ୟାମ୍ପରୀର…

ଶାଗୁଆନ ଜଙ୍ଗଲରେ ନିଆଁ

ଦିଗପହଣ୍ଡି,୬ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ ବମକେଇ ପଞ୍ଚାୟତ ମାଟିଆପଲ୍ଲୀ ଗ୍ରାମ ଶାଗୁଆନ ଜଙ୍ଗଲରେ ଗୁରୁବାର ରାତିରେ ନିଆଁ ଲାଗିଥିବା ଜଣାପଡ଼ିବା…

ସ୍କୁଲ ଯାଇ ନିଖୋଜ ଥିଲେ ଦଶମ ଶ୍ରେଣୀ ଛାତ୍ରୀ: ଜଙ୍ଗଲରୁ ମିଳିଲା…

ରାଉରକେଲା,୬।୨(ଦୀନେଶ କୁମାର ମିଶ୍ର): ସୁନ୍ଦରଗଡ଼ ଜିଲା ବିସ୍ରା ଥାନା ଅନ୍ତର୍ଗତ ଜାମ୍ବେର୍ନା ଗ୍ରାମରେ ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କ ମୃତଦେହ ଜଙ୍ଗଲରୁ ଉଦ୍ଧାର କରାଯାଇଛି। ଏ ଘଟଣା…

ବରଗଡରେ ଚାଞ୍ଚଲ୍ୟ: ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି, ଚାଲିଗଲା ୨ ଯୁବକଙ୍କ ଜୀବନ

ବରଗଡ,୬।୨(ପ୍ରେମାନନ୍ଦ ଖମାରୀ):ବରଗଡ ହାଟପଦା ସାଇ ମନ୍ଦିର ପାଖରେ ହୋଇଥିବା ଗୋଷ୍ଠୀ ସଂଘର୍ଷ ଘଟଣାରେ ୨ଜଣଙ୍କ ଜୀବନ ଯାଇଛି। ମୃତକମାନେ ହେଲେ, ସ୍ଥାନୀୟ କଲେଜ ରୋଡ ବାସିନ୍ଦା ପ୍ରଦୀପ…

ଶିକ୍ଷା ବ୍ୟବସ୍ଥା ପ୍ରଶ୍ନକୁ ଏଡାଇ ଚାଲିଗଲେ ଜିଲାପାଳ: ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ

ଥୁଆମୂଳ ରାମପୁର, ୬ା୨ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପ୍ରଶାସନ ପକ୍ଷରୁ ନୀତି ଆୟୋଗଙ୍କ ‘ଆକାଂକ୍ଷା ବ୍ଲକ କାର୍ଯ୍ୟକ୍ରମ’ (Aspirational Blocks Programme) ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri