
ଭଦ୍ରକ ଅଫିସ,୧ା୬: ସୋମବାର ଜିଲାରୁ ୭ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଜିଲାରେ ଏବେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୦ ଛୁଇଁଛି। ଏମାନଙ୍କ ମଧ୍ୟରୁ କିଛି କ୍ୱାରାଣ୍ଟାଇନ୍ ସେଣ୍ଟରରୁ ଚି଼ହ୍ନଟ ହୋଇଥିବା ବେଳେ ଅନ୍ୟ କିଛି ଗାଁରୁ ଚି଼ହ୍ନଟ ହୋଇଥିବା ଜଣାପଡ଼ିଛି।


ଭଦ୍ରକ ଅଫିସ,୧ା୬: ସୋମବାର ଜିଲାରୁ ୭ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଜିଲାରେ ଏବେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୦ ଛୁଇଁଛି। ଏମାନଙ୍କ ମଧ୍ୟରୁ କିଛି କ୍ୱାରାଣ୍ଟାଇନ୍ ସେଣ୍ଟରରୁ ଚି଼ହ୍ନଟ ହୋଇଥିବା ବେଳେ ଅନ୍ୟ କିଛି ଗାଁରୁ ଚି଼ହ୍ନଟ ହୋଇଥିବା ଜଣାପଡ଼ିଛି।

ନୂଆଦିଲ୍ଲୀ,୧୪।୧୨: ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

ଧର୍ମଶାଳା,୧୨।୧୪: ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍ରେ ୧୧୭ ରନ୍ରେ ଅଲ୍ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮...

ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ସଙ୍କୁଳ ସ୍ତରୀୟ କ୍ରୀଡ଼ା ସମାରୋହ ରବିବାର ଅନୁଷ୍ଠିତ ହୋଇଯାଇଛି।...

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) : ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...
