ଭଦ୍ରକରେ ୨୧ କରୋନା ପଜିଟିଭ୍‌ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୫ ଛୁଇଁଲା

ଭଦ୍ରକ ଅଫିସ,୧୯।୫: ଭଦ୍ରକ ଜିଲା ରେ ମଙ୍ଗଳବାର ୨୧ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୯୫ରେ ପହଞ୍ଚିଛି। ଆକ୍ରାନ୍ତ ୨୧ଜଣଙ୍କ ମଧ୍ୟରୁ କୋଲକତାର ୧୨, ସୁରାଟ ୬, ତାମିଲନାଡୁ ୨ ଓ ଆନ୍ଧ୍ରରୁ ଜଣେ ଫେରନ୍ତା ବୋଲି ସୂଚନା ରହିଛି। ଗୋଟିଏ ଦିନ ରେ ୨୧ ଆକ୍ରାନ୍ତ ଚିହ୍ନଟ ହେବା ଘଟଣା ଜିଲାବାସୀଙ୍କୁ ଆତଙ୍କିତ କରିଛି। ତେବେ ନୂଆ ଚିହ୍ନଟ ହୋଇଥିବା ସମସ୍ତ ଆକ୍ରାନ୍ତ କ୍ୱାରାଣ୍ଟାଇନ୍‌ ସେଣ୍ଟରର। ତେଣୁ ଆତଙ୍କିତ ନ ହେବାକୁ ଜିଲାପାଳ ଡ଼ ଜ୍ଞାନ ରଞ୍ଜନ ଦାସ ଲୋକଙ୍କୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଶୁଭାରମ୍ଭ; ଜଳ କଳସଯାତ୍ରାରେ ସହସ୍ରାଧିକ ଶ୍ରଦ୍ଧାଳୁ ସାମିଲ, ସୋମବାରଠୁ ଶତରୁଦ୍ର ମହାଯଜ୍ଞ 

ଦିଗପହଣ୍ଡି,୨୪।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା  ଦିଗପହଣ୍ଡି ସହର ଉପକଣ୍ଠ  କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ ଶତରୁଦ୍ର…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri