ଭଦ୍ରକରେ ୨୩୩ ଛୁଇଁଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭଦ୍ରକ ଅଫିସ,୩୦।୬: ଭଦ୍ରକ ଜିଲାରେ ମଙ୍ଗଳବାର ୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ପଜିଟିଭ୍‌ ସଂଖ୍ୟା ୨୩୩ ଛୁଇଁଛି। ଚିହ୍ନଟ ବ୍ୟକ୍ତିଙ୍କ ମଧ୍ୟରୁ ୩ ଜଣ ସଙ୍ଗରୋଧ କେନ୍ଦ୍ରର ହୋଇଥିବାବେଳେ ଗୋଟିଏ ଲୋକାଲ କେସ ରହିଛି। ୩ ଜଣ ଦିଲ୍ଲୀ ଫେରନ୍ତା ଓ ଭଣ୍ଡାରିପୋଖରୀ ଅଞ୍ଚଳର। ଅନ୍ୟ ଜଣେ ବରପଦା ଅଞ୍ଚଳର ବୋଲି ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ସ୍ତରରେ ଅଦଳବଦଳ; ବଦଳିଲେ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୮।୧୦: ପ୍ରଶାସନିକ ସ୍ତରରେ ଅଦଳବଦଳ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ତ୍ରିଲୋଚନ ମହାନ୍ତିଙ୍କ ବଦଳି ହୋଇଛନ୍ତି । ଭୁବନେଶ୍ବର ସ୍ଥିତ ROTIର ଯୁଗ୍ମ ନିର୍ଦ୍ଦେଶକ ଭାବେ…

ଦିଗପହଣ୍ଡିରେ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ସହ ଅନେକ ଦାବି ନେଇ ବନ୍ଦ ପାଳନ

ଦିଗପହଣ୍ଡି,୮ା୧୦(ଅଶେଷ ନାଥ ମିଶ୍ର): ରାଜ୍ୟ ପ୍ରଦେଶ କଂଗ୍ରେସ କମିଟି, ସିପିଆଇ,ସିପିଆଇ(ଏମ) ଏବଂ ଇଣ୍ଡି ମେଣ୍ଟର ଅନ୍ୟାନ୍ୟ ସମସ୍ତ ଦଳ ପକ୍ଷରୁ ଗୁରୁବାର ବନ୍ଦ ଡାକରା ଦିଆଯାଇଥିବା ଓଡ଼ିଶା…

ପଞ୍ଜାବ କିଙ୍ଗ୍ସକୁ ଲାଗିଲା ୪୪୦ ଭୋଲର୍ଟ ଝଟକା: ଟିମ୍‌ ଛାଡ଼ିଦେଲେ…

ନୂଆଦିଲ୍ଲୀ,୮।୧୧: ଆଇପିଏଲ୍‌ର ଆଗାମୀ ସିଜନ ପୂର୍ବରୁ ପଞ୍ଜାବ କିଙ୍ଗ୍ସକୁ ୪୪୦ ଭୋଲର୍ଟ ଝଟକା ଲାଗିଛି। ଦଳର କୋଚିଂ ଷ୍ଟାଫ୍‌ରୁ ଆଉ ଦୁଇଜଣ ସଦସ୍ୟ ବିଦାୟ ନେଇଛନ୍ତି। ରିପୋର୍ଟ…

”ବୋହୂ ପେନଶନରେ ଶାଶୂଙ୍କ ଅଧିକାର ନାହିଁ”: କୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୮।୧୦: ୮୩ ବର୍ଷୀୟା ଜଣେ ବୃଦ୍ଧା ମହିଳାଙ୍କୁ ନିଜ ସ୍ୱର୍ଗତ ପୁଅର ସ୍ତ୍ରୀ ଅର୍ଥାତ ନିଜ ବିଧବା ବୋହୂଠାରୁ ପେନସନର ଅଂଶ ମାଗିବା ମହଙ୍ଗା ପଡ଼ିଲା। ତାଙ୍କ…

ଶୋଇଥିବାବେଳେ ସ୍ବାମୀଙ୍କ ତଣ୍ଟି ଉପରେ ଚଢ଼ି ଜୀବନ ନେଇଗଲେ ସ୍ତ୍ରୀ, ଘର ବାହାରେ…

ଆଳି,୮ା୧୦(ବନମାଳୀ ସେନାପତି): ସ୍ବାମୀଙ୍କ ତଣ୍ଟି ଉପରେ ଛିଡ଼ା ହୋଇ ହତ୍ୟା କରିଛନ୍ତି ସ୍ତ୍ରୀ। ଏଭଳି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ…

ଆନ୍ଦୋଳନରେ ବସିଛନ୍ତି ଟାଟା ପାୱାର ଠିକା କର୍ମଚାରୀ: ଅନ୍ଧାରରେ ଉପଭୋକ୍ତା

ଭଞ୍ଜନଗର, ୮।୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଭିନ୍ନ ଦାବି ନେଇ ଠିକା ବିଦ୍ୟୁତ କର୍ମଚାରୀଙ୍କ ଧାରଣା ଆଜି…

ଚର୍ଚ୍ଚାରେ ଶ୍ରୀଲଙ୍କା କ୍ରିକେଟ୍‌: ଟେଷ୍ଟ ଅଧିନାୟକ ପଦ ଛାଡ଼ିଲେ ଧନଞ୍ଜୟ, ତିନି ଫର୍ମାଟ୍‌ର ଅଧିନାୟକ ହେଲେ ମେଣ୍ଡିସ୍

କଲମ୍ବୋ,୮।୧୦: ଶେଷରେ ସେହିଆ ହିଁ ହେଲା, ଯାହାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିଲା। ଶ୍ରୀଲଙ୍କା ଟେଷ୍ଟ ଦଳର ଅଧିନାୟକ ପଦରୁ ଇସ୍ତଫା ଦେଇଛନ୍ତି ଧନଞ୍ଜୟ ଡି’ସିଲ୍ଭା। ନିକଟରେ…

ମୃତ୍ୟୁର ୪ ଦିନ ପୂର୍ବରୁ ଗୋଆରେ ନାଚୁଥିଲେ ନାନା ପାଟେକର, କହିଥିଲେ ଏଭଳି କଥା

ମୁମ୍ବାଇ,୮ା୧୦: ବଲିଉଡ୍‌ର ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ପରେ ତାଙ୍କର ଶେଷ ପବ୍ଲିକ୍ ଅପିୟରାନ୍ସର ଭିଡିଓ ଏବେ ଚର୍ଚ୍ଚାରେ ରହିଛି । ମୃତ୍ୟୁର ମାତ୍ର ୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?