ଭବାନୀପାଟଣା ଟାଉନ୍‌ ଥାନା ଅଧିକାରୀ ଭାବେ କାର୍ଯ୍ୟରେ ଯୋଗଦେଲେ ବାସୁଦେବ ଛତ୍ରିଆ

ଭବାନୀପାଟଣା,୩୧।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ୍‌ ଥାନା ଅଧିକାରୀ ଭାବେ ବାସୁଦେବ ଛତ୍ରିଆ ଗତ ଶୁକ୍ରବାର ଦିନ କାର୍ଯ୍ୟରେ ଯୋଗ ଦେଇଛନ୍ତି। ପୂର୍ବରୁ ଥିବା ଆଇଆଇସି ସତ୍ୟ କୁମାର ନନ୍ଦଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସହରରେ ଟ୍ରାଫିକ୍‌ ନିୟନ୍ତ୍ରଣ ଓ ଅପରାଧ ନିୟନ୍ତ୍ରଣ ପାଇଁ ଟାଉନ ପୋଲିସ ସମସ୍ତ ବ୍ୟବସ୍ଥା କରିବ ବୋଲି ନୂତନ ଭାବେ ଯୋଗ ଦେଇଥିବା ଆଇଆଇସି ଛତ୍ରିଆ କହିଛନ୍ତି। ଏଥିସହ ସହରର ଧନଜୀବନର ସୁରକ୍ଷା ନିମନ୍ତେ ପ୍ରାଥମିକତା ଦେଇ ସେ କାର୍ଯ୍ୟ କରିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉଦ୍ଧବ ଠାକ୍‌ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍‌କା, ୬ ଏମ୍‌ପିଙ୍କ ମିଶ୍ରଣକୁ…

ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି…

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ। ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ: ଭକ୍ତଙ୍କ ଜମୁଛି ଭିଡ଼

ଜି ଉଦୟଗିରି, ୨୨।୭( ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଜି ଉଦୟଗିରି ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ କରାଯାଇଛି। ମହାପ୍ରଭୁଙ୍କ ପର୍ଶୁରାମ ବେଶ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri